ପ୍ରକାଶ ପାଇଲା ଓଜେଏସ୍ ପରୀକ୍ଷା ଫଳ, ସୁଶ୍ରୀତା ମିଶ୍ର ଟପ୍ପର୍

The Sakala Picture
Published On

ଭୁବନେଶ୍ୱର: ଓପିଏସସି ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ୍ ସର୍ଭିସ୍(ଓଜେଏସ୍) ରେଜଲ୍ଟ ଆଜି ପ୍ରକାଶ ପାଇଛି । ଏଥିରେ ମୋଟ ୫୫ ଜଣ କୃତକାର୍ଯ୍ୟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ଅଛନ୍ତି ୩୯ ଜଣ ଝିଅ । ପ୍ରଥମ ୧୦ଟି ସ୍ଥାନରେ ୮ ଜଣ ଅଛନ୍ତି ଝିଅ । ସୁଶ୍ରୀତା ମିଶ୍ର ଏହି ପରୀକ୍ଷାରେ ଟପ୍ପର୍ ହୋଇଛନ୍ତି । ପ୍ରଥମ ୧୦ ଜଣ ହେଲେ- ସୁଶ୍ରୀତା ମିଶ୍ର, ନୀଲିଶା ପଟ୍ଟନାୟକ, ଅନନ୍ୟା ମିଶ୍ର, ରାଣୀରଂଜିତା ପଟ୍ଟନାୟକ, ଲୋପାମୁଦ୍ରା ଆଚାର୍ଯ୍ୟ, […]

ଭୁବନେଶ୍ୱର: ଓପିଏସସି ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ୍ ସର୍ଭିସ୍(ଓଜେଏସ୍) ରେଜଲ୍ଟ ଆଜି ପ୍ରକାଶ ପାଇଛି । ଏଥିରେ ମୋଟ ୫୫ ଜଣ କୃତକାର୍ଯ୍ୟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ଅଛନ୍ତି ୩୯ ଜଣ ଝିଅ । ପ୍ରଥମ ୧୦ଟି ସ୍ଥାନରେ ୮ ଜଣ ଅଛନ୍ତି ଝିଅ । ସୁଶ୍ରୀତା ମିଶ୍ର ଏହି ପରୀକ୍ଷାରେ ଟପ୍ପର୍ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ପ୍ରଥମ ୧୦ ଜଣ ହେଲେ- ସୁଶ୍ରୀତା ମିଶ୍ର, ନୀଲିଶା ପଟ୍ଟନାୟକ, ଅନନ୍ୟା ମିଶ୍ର, ରାଣୀରଂଜିତା ପଟ୍ଟନାୟକ, ଲୋପାମୁଦ୍ରା ଆଚାର୍ଯ୍ୟ, ହର୍ଷିତା ମିଶ୍ର, ପ୍ରଜ୍ଞା ସୁମନ ମହାପାତ୍ର, ଏସ୍.ଆର.ତୋଷାଳି, ସତ୍ୟଜିତ ପାଣି, ଲଳିତେନ୍ଦୁ ଦେବତା ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

27 Dec 2023 By The Sakala

ପ୍ରକାଶ ପାଇଲା ଓଜେଏସ୍ ପରୀକ୍ଷା ଫଳ, ସୁଶ୍ରୀତା ମିଶ୍ର ଟପ୍ପର୍

ଭୁବନେଶ୍ୱର: ଓପିଏସସି ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ୍ ସର୍ଭିସ୍(ଓଜେଏସ୍) ରେଜଲ୍ଟ ଆଜି ପ୍ରକାଶ ପାଇଛି । ଏଥିରେ ମୋଟ ୫୫ ଜଣ କୃତକାର୍ଯ୍ୟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ଅଛନ୍ତି ୩୯ ଜଣ ଝିଅ । ପ୍ରଥମ ୧୦ଟି ସ୍ଥାନରେ ୮ ଜଣ ଅଛନ୍ତି ଝିଅ । ସୁଶ୍ରୀତା ମିଶ୍ର ଏହି ପରୀକ୍ଷାରେ ଟପ୍ପର୍ ହୋଇଛନ୍ତି ।

ପ୍ରଥମ ୧୦ ଜଣ ହେଲେ- ସୁଶ୍ରୀତା ମିଶ୍ର, ନୀଲିଶା ପଟ୍ଟନାୟକ, ଅନନ୍ୟା ମିଶ୍ର, ରାଣୀରଂଜିତା ପଟ୍ଟନାୟକ, ଲୋପାମୁଦ୍ରା ଆଚାର୍ଯ୍ୟ, ହର୍ଷିତା ମିଶ୍ର, ପ୍ରଜ୍ଞା ସୁମନ ମହାପାତ୍ର, ଏସ୍.ଆର.ତୋଷାଳି, ସତ୍ୟଜିତ ପାଣି, ଲଳିତେନ୍ଦୁ ଦେବତା ।

https://www.thesakala.in/latest-odisha-news/ojs-2022-result-out-today/article-28651
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର