ନୂଆବର୍ଷ ପାଇଁ ପୁରୀ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା, ଗ୍ରୀନ୍ କରିଡର ସହ ରହିବ ଫିଡବ୍ୟାକ୍ ସେଣ୍ଟର
ପୁରୀ: ଇଂରାଜୀ ନୂଆବର୍ଷରେ ପୁରୀରେ ପ୍ରବଳ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼ ସମ୍ଭାବନା ନେଇ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସୁରକ୍ଷା ବ୍ୟବସ୍ଥାକୁ ୫ ଭାଗରେ ବିଭକ୍ତ କରାଯାଇଥିବା ବେଳେ ୯ଟି ସେକ୍ଟରରେ କରାଯିବ। ମରଚିକୋଟ ଛକରୁ ହେବ ନୋ ଭେଇକିଲ୍ ଜୋନ୍। ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକ ମାନଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା କରାଯାଇଛି। ଆମ୍ବୁଲାନ୍ସ ପାଇଁ ଗ୍ରୀନ୍ କରିଡର ସହ କରାଯିବ ଫିଡବ୍ୟାକ୍ ସେଣ୍ଟର ମଧ୍ୟ ରଖା ଯାଇଛି । […]
ପୁରୀ: ଇଂରାଜୀ ନୂଆବର୍ଷରେ ପୁରୀରେ ପ୍ରବଳ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼ ସମ୍ଭାବନା ନେଇ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସୁରକ୍ଷା ବ୍ୟବସ୍ଥାକୁ ୫ ଭାଗରେ ବିଭକ୍ତ କରାଯାଇଥିବା ବେଳେ ୯ଟି ସେକ୍ଟରରେ କରାଯିବ। ମରଚିକୋଟ ଛକରୁ ହେବ ନୋ ଭେଇକିଲ୍ ଜୋନ୍। ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକ ମାନଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା କରାଯାଇଛି। ଆମ୍ବୁଲାନ୍ସ ପାଇଁ ଗ୍ରୀନ୍ କରିଡର ସହ କରାଯିବ ଫିଡବ୍ୟାକ୍ ସେଣ୍ଟର ମଧ୍ୟ ରଖା ଯାଇଛି । ବିଚରେ ହଟସ୍ପଟ ପାଟ୍ରୋଲିଂ ଓ ସମୁଦ୍ରକୂଳ ଅଞ୍ଚଳରେ ତିନୋଟି ଫାଣ୍ଡିରେ ପୁଲିସ ମୃତୟନ ରହିବେ। ଏ ନେଇ ପୁରୀ ଏସପି କେ.ବିଶାଲ ସିଂହ ସୂଚନା ଦେଇଛନ୍ତି । କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂହ ଭିଡ଼ ବ୍ୟବସ୍ଥାର ସମୀକ୍ଷା କରିଥିବା ବେଳେ ଶୃଙ୍ଖଳିତ ଦର୍ଶନ , ଗହଳି ନିୟନ୍ତ୍ରଣ , ଟ୍ରାଫିକ ସୁପରିଚାଳନା ଉପରେ ଗୁରୁତ୍ବ ଦିଆଯାଇଛି।