ସାଂସଦ ମାନସ ମଙ୍ଗରାଜଙ୍କୁ ସମ୍ବଲପୁର ସଂସଦୀୟ କ୍ଷେତ୍ର ପାଇଁ ମିଳିଲା ପର୍ଯ୍ୟବେକ୍ଷକ ଦାୟିତ୍ବ

The Sakala Picture
Published On

ଭୁବନେଶ୍ବର: ସାଂସଦ ମାନସ ମଙ୍ଗରାଜଙ୍କୁ ମିଳିଲା ଆଉ ଏକ ନୂଆ ଦାୟିତ୍ବ। ସମ୍ବଲପୁର ସଂସଦୀୟ କ୍ଷେତ୍ର ବିଜେଡି ପର୍ଯ୍ୟବେକ୍ଷକ ଭାବେ ତାଙ୍କୁ ଦାୟିତ୍ବ ଦିଆଯାଇଛି । ପୂର୍ବରୁ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ବ ତୁଲାଉଛନ୍ତି । ସେହିପରି ସୌଭାଗ୍ୟ ନାୟକଙ୍କୁ ସମ୍ବଲପୁର, ରେଙ୍ଗାଳି ବିଧାନସଭା କ୍ଷେତ୍ର ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି । ଗୌତମବୁଦ୍ଧ ଦାସଙ୍କୁ ଦେବଗଡ଼ ଜିଲ୍ଲା ପର୍ଯ୍ୟବେକ୍ଷକ, ଅମରେଶ ଜେନାଙ୍କୁ ବୌଦ୍ଧ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି । ଏହି ଦାୟିତ୍ବ ମିଳିବା ପରେ […]

ଭୁବନେଶ୍ବର: ସାଂସଦ ମାନସ ମଙ୍ଗରାଜଙ୍କୁ ମିଳିଲା ଆଉ ଏକ ନୂଆ ଦାୟିତ୍ବ। ସମ୍ବଲପୁର ସଂସଦୀୟ କ୍ଷେତ୍ର ବିଜେଡି ପର୍ଯ୍ୟବେକ୍ଷକ ଭାବେ ତାଙ୍କୁ ଦାୟିତ୍ବ ଦିଆଯାଇଛି । ପୂର୍ବରୁ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ବ ତୁଲାଉଛନ୍ତି ।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ସେହିପରି ସୌଭାଗ୍ୟ ନାୟକଙ୍କୁ ସମ୍ବଲପୁର, ରେଙ୍ଗାଳି ବିଧାନସଭା କ୍ଷେତ୍ର ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି । ଗୌତମବୁଦ୍ଧ ଦାସଙ୍କୁ ଦେବଗଡ଼ ଜିଲ୍ଲା ପର୍ଯ୍ୟବେକ୍ଷକ, ଅମରେଶ ଜେନାଙ୍କୁ ବୌଦ୍ଧ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

ଏହି ଦାୟିତ୍ବ ମିଳିବା ପରେ ସାଂସଦ ମାନସ ମଙ୍ଗରାଜ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ମୋତେ ଯେତେବେଳେ ଯେଉଁ ଦାୟିତ୍ୱ ଦେଇଛନ୍ତି, ମୁଁ ସୁଚାରୁ ଭାବେ କାର୍ଯ୍ୟ କରିଛି। ସେ ବ୍ରହ୍ମପୁର ସଂସଦୀୟ ସହ ସମ୍ବଲପୁର ଲୋକସଭା ଦାୟିତ୍ୱ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡ୍ୟାନ, ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ଗୁରୁ ଦାୟିତ୍ୱକୁ ସଠିକ ଭାବେ ନିର୍ବାହ କରିବି। ନିର୍ବାଚନ ପାଇଁ ଅଳ୍ପ ଦିନ ରହିଛି। ଦାୟିତ୍ୱ ସୁଚାରୁ ଭାବେ ନିର୍ବାହ କରିବାକୁ ଚେଷ୍ଟା କରିବି। ମୁଖ୍ୟମନ୍ତ୍ରୀଙ୍କ ପାଇଁ କୌଣସି ଚ୍ୟାଲେଞ୍ଜ ନାହିଁ। ପ୍ରତିଦିନ ବିଜେଡିର ଶକ୍ତି ବଢିଛି। ଦଳ ଅଧିକ ସଂଗଠିତ ଓ ସୁଦୃଢ ହେଉଛି। ଏହି ଚ୍ୟାଲେଞ୍ଜକୁ ଗ୍ରହଣ କରିବାକୁ ମୁଁ ପ୍ରସ୍ତୁତ ବୋଲି ସାଂସଦ ମାନସ ମଙ୍ଗରାଜ କହିଛନ୍ତି।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

30 Dec 2023 By The Sakala

ସାଂସଦ ମାନସ ମଙ୍ଗରାଜଙ୍କୁ ସମ୍ବଲପୁର ସଂସଦୀୟ କ୍ଷେତ୍ର ପାଇଁ ମିଳିଲା ପର୍ଯ୍ୟବେକ୍ଷକ ଦାୟିତ୍ବ

ଭୁବନେଶ୍ବର: ସାଂସଦ ମାନସ ମଙ୍ଗରାଜଙ୍କୁ ମିଳିଲା ଆଉ ଏକ ନୂଆ ଦାୟିତ୍ବ। ସମ୍ବଲପୁର ସଂସଦୀୟ କ୍ଷେତ୍ର ବିଜେଡି ପର୍ଯ୍ୟବେକ୍ଷକ ଭାବେ ତାଙ୍କୁ ଦାୟିତ୍ବ ଦିଆଯାଇଛି । ପୂର୍ବରୁ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ବ ତୁଲାଉଛନ୍ତି ।

ସେହିପରି ସୌଭାଗ୍ୟ ନାୟକଙ୍କୁ ସମ୍ବଲପୁର, ରେଙ୍ଗାଳି ବିଧାନସଭା କ୍ଷେତ୍ର ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି । ଗୌତମବୁଦ୍ଧ ଦାସଙ୍କୁ ଦେବଗଡ଼ ଜିଲ୍ଲା ପର୍ଯ୍ୟବେକ୍ଷକ, ଅମରେଶ ଜେନାଙ୍କୁ ବୌଦ୍ଧ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି ।

ଏହି ଦାୟିତ୍ବ ମିଳିବା ପରେ ସାଂସଦ ମାନସ ମଙ୍ଗରାଜ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ମୋତେ ଯେତେବେଳେ ଯେଉଁ ଦାୟିତ୍ୱ ଦେଇଛନ୍ତି, ମୁଁ ସୁଚାରୁ ଭାବେ କାର୍ଯ୍ୟ କରିଛି। ସେ ବ୍ରହ୍ମପୁର ସଂସଦୀୟ ସହ ସମ୍ବଲପୁର ଲୋକସଭା ଦାୟିତ୍ୱ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡ୍ୟାନ, ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ଗୁରୁ ଦାୟିତ୍ୱକୁ ସଠିକ ଭାବେ ନିର୍ବାହ କରିବି। ନିର୍ବାଚନ ପାଇଁ ଅଳ୍ପ ଦିନ ରହିଛି। ଦାୟିତ୍ୱ ସୁଚାରୁ ଭାବେ ନିର୍ବାହ କରିବାକୁ ଚେଷ୍ଟା କରିବି। ମୁଖ୍ୟମନ୍ତ୍ରୀଙ୍କ ପାଇଁ କୌଣସି ଚ୍ୟାଲେଞ୍ଜ ନାହିଁ। ପ୍ରତିଦିନ ବିଜେଡିର ଶକ୍ତି ବଢିଛି। ଦଳ ଅଧିକ ସଂଗଠିତ ଓ ସୁଦୃଢ ହେଉଛି। ଏହି ଚ୍ୟାଲେଞ୍ଜକୁ ଗ୍ରହଣ କରିବାକୁ ମୁଁ ପ୍ରସ୍ତୁତ ବୋଲି ସାଂସଦ ମାନସ ମଙ୍ଗରାଜ କହିଛନ୍ତି।

https://www.thesakala.in/latest-odisha-news/mp-manas-mangaraj-gets-new-responsibility-observer-for-sambalpur-parliamentary-constituency/article-28729
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର