କିରେଇରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ଚାଲିଛି ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା

The Sakala Picture
Published On

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ସୁନ୍ଦରଗଡ଼ ସଦର ନିର୍ବାଚନ ମଣ୍ଡଳୀର କିରେଇ ଠାରେ ଜନସଭାକୁ ସମ୍ବୋଧିତ କରିଥିଲେ 5T ଅଧ୍ୟକ୍ଷ । ଆପଣ ମାନେ କେନ୍ତା ଅଛନ କହି ଲୋକଙ୍କୁ ନୂଆ ବର୍ଷର ଶୁଭକାମନା ଜଣାଇଥିଲେ 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଗତ ମାର୍ଚ୍ଚ ୧୨ ତାରିଖରେ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ସେ ଆସିଥିଲେ। ଗସ୍ତକୁ ୮ ମାସରୁ ଅଧିକ ସମୟ ବିତିଥିବାବେଳେ ୧୬୦ଟି ଦରଖାସ୍ତ ମିଳିଛି। […]

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ସୁନ୍ଦରଗଡ଼ ସଦର ନିର୍ବାଚନ ମଣ୍ଡଳୀର କିରେଇ ଠାରେ ଜନସଭାକୁ ସମ୍ବୋଧିତ କରିଥିଲେ 5T ଅଧ୍ୟକ୍ଷ । ଆପଣ ମାନେ କେନ୍ତା ଅଛନ କହି ଲୋକଙ୍କୁ ନୂଆ ବର୍ଷର ଶୁଭକାମନା ଜଣାଇଥିଲେ 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଗତ ମାର୍ଚ୍ଚ ୧୨ ତାରିଖରେ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ସେ ଆସିଥିଲେ। ଗସ୍ତକୁ ୮ ମାସରୁ ଅଧିକ ସମୟ ବିତିଥିବାବେଳେ ୧୬୦ଟି ଦରଖାସ୍ତ ମିଳିଛି। ୧୬୦ ଦରଖାସ୍ତରୁ ୧୪୦ଟିର ସମାଧାନ ହୋଇଛି। ମନ୍ଦିର, ମସଜିଦ, ଚର୍ଚ୍ଚ, କମ୍ୟୁନିଟି ସେଣ୍ଟର ଅର୍ଥ ଅନୁମୋଦନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଆତଙ୍କୀ ଲିଙ୍କ୍‌ରେ ଓଡ଼ିଆ ଯୁବକ ଶେଖ୍ ଇମ୍ରାନ ସମେତ ୪ଜଣଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

ବିକାଶମୂଳକ କାମରେ ଲୋକଙ୍କ ସେ ସହଯୋଗ ଲୋଡ଼ିଛନ୍ତି । ସହଯୋଗ କଲେ କାମ ସ୍ବଚ୍ଛତାରେ ହେବ ବୋଲି କହିଛନ୍ତି କାର୍ତ୍ତିକ ପାଣ୍ଡିଆନ। ହେମଗିରି ବ୍ଲକରେ ଥିବା ହାୟର ସେକଣ୍ଡାରୀ ସ୍କୁଲରେ ବିଜ୍ଞାନ ଏବଂ ବାଣିଜ୍ୟ ଷ୍ଟ୍ରିମ୍ ଖୋଲିବା ଦାବିକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି ବୋଲି ସେ କହିଛନ୍ତି। ଏଇ ବର୍ଷ କଲେଜରେ ଦୁଇ ଷ୍ଟ୍ରିମ ଖୋଲାଯିବ । ଇବ୍ ନଦୀ ଉପରେ ଇନଷ୍ଟ୍ରିମ ଷ୍ଟୋରେଜ୍ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିଲାଗି ୨୬୦ କୋଟି ଟଙ୍କା ମଂଜୁର କରିଛନ୍ତି । ଟାଙ୍ଗରପାଲି ପାଇଁ ୧ କୋଟି ୭୦ ଲକ୍ଷ, ସମଲେଇ ମନ୍ଦିର ପାଇଁ ୧ କୋଟି ୪୦ ଲକ୍ଷ, ସୁନ୍ଦରଗଡ଼ରେ ଅଘରିଆ ଭବନ ପାଇଁ ୧ କୋଟି, ଏହାସହ ହେମହିରି ଉଚ୍ଚ ମାଧ୍ୟମିକ ସ୍କୁଲର ରୂପାନ୍ତର ପାଇଁ କୋଟିଏ ଟଙ୍କା ଅନୁମୋଦନ କାରାଯାଇଛି ।

ଆହୁରି ପଢ଼ନ୍ତୁ: ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍‌ କିଷାନ ଟଙ୍କା

ବିଗତ ୮ ମାସ ମଧ୍ୟରେ ସୁନ୍ଦରଗଡ଼ ନିର୍ବାଚନମଣ୍ଡଳୀ ପାଇଁ ୩୫୦ କୋଟି ଟଙ୍କା ଅନୁମୋଦନ କରାଯାଇଛି । କିରେଇରେ ନଗର ବନ ପ୍ରକଳ୍ପ ପାଇଁ ୩ କୋଟିରୁ ଅଧିକ ଟଙ୍କା ମଂଜୁର କରାଯାଇଛି । ଜନତା ଦେଇଥିବା ଗୋଟିଏ ଦରଖାସ୍ତ ବି ଛାଡିକି ଯିବିନାହିଁ ବୋଲି କହିଛନ୍ତି । ମନ୍ଦିର, ମସଜିଦ, ଚର୍ଚ୍ଚ, ଓ କମ୍ୟୁନିଟ ସେଣ୍ଟର ପାଇଁ ଦେଇଥିବା ଆବେଦନର ୧୦ ଦିନରେ ଖୁସି ଖବର ପାଇବେ ଲୋକେ । ଅନ୍ୟ ବିଷୟକୁ ନେଇ ହୋଇଥିବା ଆବେଦନର ମାସେ ଭିତରେ ଜିଲ୍ଲାପାଳଙ୍କଠାରୁ ଉତ୍ତର ପାଇବେ। ପ୍ରତି ଦରଖାସ୍ତରେ ଜିଲ୍ଲାପାଳଙ୍କ ଠାରୁ ଉତ୍ତର ପାଇବେ ଲୋକେ । ଆଗକୁ ପ୍ରତି ପଞ୍ଚାୟତରେ ମିଳିବି ବ୍ୟାଙ୍କ ସୁବିଧା । ୨ ମାସ ମଧ୍ୟରେ ମିଳିବ ଏହି ବ୍ୟାଙ୍କ ସୁବିଧା । ମିଶନ ଶକ୍ତି ମା ଓ ଭତ୍ତା ପାଉଥିବା ହିତାଧିକାରୀ ଉପକୃତ ହେବେ ।

ଆହୁରି ପଢ଼ନ୍ତୁ: ଥରକେ ୫୦ ଲିଟରରୁ ଅଧିକ ପେଟ୍ରୋଲ ବିକ୍ରି ଉପରେ କଟକଣା, ପେଟ୍ରୋଲ ପମ୍ପଗୁଡ଼ିକୁ ନୋଟିସ୍ ଜାରି

ଫେବ୍ରୁଆରୀ ମାସରେ ସୁନ୍ଦରଗଡ଼ରେ ଆରମ୍ଭ ହେବ ଲକ୍ଷ୍ମୀ ଯୋଜନା । ଆସନ୍ତା ୬ ତାରିଖରୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଆବେଦନ ଆରମ୍ଭ ହେଉଛି। ଗ୍ରାମାଞ୍ଚଳରେ ଯେଉଁମାନେ ବିଏସକେୱାଇ ଯୋଜନାରୁ ବଂଚିତ ହେଉଛନ୍ତି ସେମାନେ ଆବେଦନ କରିପାରିବେ। ସୁନ୍ଦରଗଡ଼ରେ ହକିର ବିକାଶ ଲାଗି ଅନେକ କାର୍ଯ୍ୟ କରାଯାଇଛି। ବିଶ୍ବର ସବୁଠାରୁ ବଡ଼ ଷ୍ଟାଡିୟମରେ ଉରକେଲାରେ କରାଯାଇଛି। ପ୍ରତି ବ୍ଲକରେ ଆଷ୍ଟ୍ରୋଟର୍ଫ ଷ୍ଡାଡିୟମ ପାଇଁ ମୁଖ୍ୟମନ୍ତ୍ରୀ ଉଦ୍ୟମ କରୁଛନ୍ତି ବୋଲି କହିଛନ୍ତି ଫାଇଭ ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ।

03 Jan 2024 By The Sakala

କିରେଇରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ଚାଲିଛି ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ସୁନ୍ଦରଗଡ଼ ସଦର ନିର୍ବାଚନ ମଣ୍ଡଳୀର କିରେଇ ଠାରେ ଜନସଭାକୁ ସମ୍ବୋଧିତ କରିଥିଲେ 5T ଅଧ୍ୟକ୍ଷ । ଆପଣ ମାନେ କେନ୍ତା ଅଛନ କହି ଲୋକଙ୍କୁ ନୂଆ ବର୍ଷର ଶୁଭକାମନା ଜଣାଇଥିଲେ 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଗତ ମାର୍ଚ୍ଚ ୧୨ ତାରିଖରେ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ସେ ଆସିଥିଲେ। ଗସ୍ତକୁ ୮ ମାସରୁ ଅଧିକ ସମୟ ବିତିଥିବାବେଳେ ୧୬୦ଟି ଦରଖାସ୍ତ ମିଳିଛି। ୧୬୦ ଦରଖାସ୍ତରୁ ୧୪୦ଟିର ସମାଧାନ ହୋଇଛି। ମନ୍ଦିର, ମସଜିଦ, ଚର୍ଚ୍ଚ, କମ୍ୟୁନିଟି ସେଣ୍ଟର ଅର୍ଥ ଅନୁମୋଦନ କରାଯାଇଛି ।

ବିକାଶମୂଳକ କାମରେ ଲୋକଙ୍କ ସେ ସହଯୋଗ ଲୋଡ଼ିଛନ୍ତି । ସହଯୋଗ କଲେ କାମ ସ୍ବଚ୍ଛତାରେ ହେବ ବୋଲି କହିଛନ୍ତି କାର୍ତ୍ତିକ ପାଣ୍ଡିଆନ। ହେମଗିରି ବ୍ଲକରେ ଥିବା ହାୟର ସେକଣ୍ଡାରୀ ସ୍କୁଲରେ ବିଜ୍ଞାନ ଏବଂ ବାଣିଜ୍ୟ ଷ୍ଟ୍ରିମ୍ ଖୋଲିବା ଦାବିକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି ବୋଲି ସେ କହିଛନ୍ତି। ଏଇ ବର୍ଷ କଲେଜରେ ଦୁଇ ଷ୍ଟ୍ରିମ ଖୋଲାଯିବ । ଇବ୍ ନଦୀ ଉପରେ ଇନଷ୍ଟ୍ରିମ ଷ୍ଟୋରେଜ୍ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିଲାଗି ୨୬୦ କୋଟି ଟଙ୍କା ମଂଜୁର କରିଛନ୍ତି । ଟାଙ୍ଗରପାଲି ପାଇଁ ୧ କୋଟି ୭୦ ଲକ୍ଷ, ସମଲେଇ ମନ୍ଦିର ପାଇଁ ୧ କୋଟି ୪୦ ଲକ୍ଷ, ସୁନ୍ଦରଗଡ଼ରେ ଅଘରିଆ ଭବନ ପାଇଁ ୧ କୋଟି, ଏହାସହ ହେମହିରି ଉଚ୍ଚ ମାଧ୍ୟମିକ ସ୍କୁଲର ରୂପାନ୍ତର ପାଇଁ କୋଟିଏ ଟଙ୍କା ଅନୁମୋଦନ କାରାଯାଇଛି ।

ବିଗତ ୮ ମାସ ମଧ୍ୟରେ ସୁନ୍ଦରଗଡ଼ ନିର୍ବାଚନମଣ୍ଡଳୀ ପାଇଁ ୩୫୦ କୋଟି ଟଙ୍କା ଅନୁମୋଦନ କରାଯାଇଛି । କିରେଇରେ ନଗର ବନ ପ୍ରକଳ୍ପ ପାଇଁ ୩ କୋଟିରୁ ଅଧିକ ଟଙ୍କା ମଂଜୁର କରାଯାଇଛି । ଜନତା ଦେଇଥିବା ଗୋଟିଏ ଦରଖାସ୍ତ ବି ଛାଡିକି ଯିବିନାହିଁ ବୋଲି କହିଛନ୍ତି । ମନ୍ଦିର, ମସଜିଦ, ଚର୍ଚ୍ଚ, ଓ କମ୍ୟୁନିଟ ସେଣ୍ଟର ପାଇଁ ଦେଇଥିବା ଆବେଦନର ୧୦ ଦିନରେ ଖୁସି ଖବର ପାଇବେ ଲୋକେ । ଅନ୍ୟ ବିଷୟକୁ ନେଇ ହୋଇଥିବା ଆବେଦନର ମାସେ ଭିତରେ ଜିଲ୍ଲାପାଳଙ୍କଠାରୁ ଉତ୍ତର ପାଇବେ। ପ୍ରତି ଦରଖାସ୍ତରେ ଜିଲ୍ଲାପାଳଙ୍କ ଠାରୁ ଉତ୍ତର ପାଇବେ ଲୋକେ । ଆଗକୁ ପ୍ରତି ପଞ୍ଚାୟତରେ ମିଳିବି ବ୍ୟାଙ୍କ ସୁବିଧା । ୨ ମାସ ମଧ୍ୟରେ ମିଳିବ ଏହି ବ୍ୟାଙ୍କ ସୁବିଧା । ମିଶନ ଶକ୍ତି ମା ଓ ଭତ୍ତା ପାଉଥିବା ହିତାଧିକାରୀ ଉପକୃତ ହେବେ ।

ଫେବ୍ରୁଆରୀ ମାସରେ ସୁନ୍ଦରଗଡ଼ରେ ଆରମ୍ଭ ହେବ ଲକ୍ଷ୍ମୀ ଯୋଜନା । ଆସନ୍ତା ୬ ତାରିଖରୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଆବେଦନ ଆରମ୍ଭ ହେଉଛି। ଗ୍ରାମାଞ୍ଚଳରେ ଯେଉଁମାନେ ବିଏସକେୱାଇ ଯୋଜନାରୁ ବଂଚିତ ହେଉଛନ୍ତି ସେମାନେ ଆବେଦନ କରିପାରିବେ। ସୁନ୍ଦରଗଡ଼ରେ ହକିର ବିକାଶ ଲାଗି ଅନେକ କାର୍ଯ୍ୟ କରାଯାଇଛି। ବିଶ୍ବର ସବୁଠାରୁ ବଡ଼ ଷ୍ଟାଡିୟମରେ ଉରକେଲାରେ କରାଯାଇଛି। ପ୍ରତି ବ୍ଲକରେ ଆଷ୍ଟ୍ରୋଟର୍ଫ ଷ୍ଡାଡିୟମ ପାଇଁ ମୁଖ୍ୟମନ୍ତ୍ରୀ ଉଦ୍ୟମ କରୁଛନ୍ତି ବୋଲି କହିଛନ୍ତି ଫାଇଭ ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର