ଆସନ୍ତାକାଲିଠୁ +2 କଲେଜରେ ଆରମ୍ଭ ହେବ NEET ଓ JEE କୋଚିଂ

The Sakala Picture
Published On

ଭୁବନେଶ୍ବର: ଆସନ୍ତାକାଲିଠୁ ଆରମ୍ଭ ହେବ ଯୁକ୍ତ ଦୁଇ କଲେଜରେ NEET ଓ JEE କୋଚିଂ।  ଭର୍ଚୁଆଲରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ ପାଇବେ କୋଚିଂ। ସବୁ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜରେ ଆରମ୍ଭ ହେବ କୋଚିଂ । ଏଥିଲାଗି କଲେଜରେ ସ୍ମାର୍ଟ ଟିଭି ଓ interactive panel install କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସର୍ବ ଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍ ଓ ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା JEE ରେ ଓଡ଼ିଆ ଛାତ୍ରଛାତ୍ରୀଙ୍କ ସଫଳତା ହାର […]

ଭୁବନେଶ୍ବର: ଆସନ୍ତାକାଲିଠୁ ଆରମ୍ଭ ହେବ ଯୁକ୍ତ ଦୁଇ କଲେଜରେ NEET ଓ JEE କୋଚିଂ।  ଭର୍ଚୁଆଲରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ ପାଇବେ କୋଚିଂ। ସବୁ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜରେ ଆରମ୍ଭ ହେବ କୋଚିଂ । ଏଥିଲାଗି କଲେଜରେ ସ୍ମାର୍ଟ ଟିଭି ଓ interactive panel install କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସର୍ବ ଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍ ଓ ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା JEE ରେ ଓଡ଼ିଆ ଛାତ୍ରଛାତ୍ରୀଙ୍କ ସଫଳତା ହାର ବଢ଼ାଇବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଯୋଜନା ଆରମ୍ଭ ହୋଇଛି। ପ୍ରତିଦିନ କୋଚିଂ କ୍ଲାସର ଉପସ୍ଥାନ ସମ୍ପର୍କରେ ନୋଡାଲ ଅଫିସର ନିର୍ଦ୍ଦେଶାଳୟକୁ ଅବଗତ କରାଇବେ । ଅନଲାଇନ୍ କ୍ଲାସ ସମୟରେ କଲେଜ୍ କର୍ତ୍ତୃପକ୍ଷ ପିଲାଙ୍କୁ ସହାୟତା କରିବାକୁ ମେଣ୍ଟର ଟିଚରଙ୍କୁ ନିଯୁକ୍ତ କରିବେ ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

03 Jan 2024 By The Sakala

ଆସନ୍ତାକାଲିଠୁ +2 କଲେଜରେ ଆରମ୍ଭ ହେବ NEET ଓ JEE କୋଚିଂ

ଭୁବନେଶ୍ବର: ଆସନ୍ତାକାଲିଠୁ ଆରମ୍ଭ ହେବ ଯୁକ୍ତ ଦୁଇ କଲେଜରେ NEET ଓ JEE କୋଚିଂ।  ଭର୍ଚୁଆଲରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ ପାଇବେ କୋଚିଂ। ସବୁ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜରେ ଆରମ୍ଭ ହେବ କୋଚିଂ । ଏଥିଲାଗି କଲେଜରେ ସ୍ମାର୍ଟ ଟିଭି ଓ interactive panel install କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସର୍ବ ଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍ ଓ ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା JEE ରେ ଓଡ଼ିଆ ଛାତ୍ରଛାତ୍ରୀଙ୍କ ସଫଳତା ହାର ବଢ଼ାଇବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଯୋଜନା ଆରମ୍ଭ ହୋଇଛି। ପ୍ରତିଦିନ କୋଚିଂ କ୍ଲାସର ଉପସ୍ଥାନ ସମ୍ପର୍କରେ ନୋଡାଲ ଅଫିସର ନିର୍ଦ୍ଦେଶାଳୟକୁ ଅବଗତ କରାଇବେ । ଅନଲାଇନ୍ କ୍ଲାସ ସମୟରେ କଲେଜ୍ କର୍ତ୍ତୃପକ୍ଷ ପିଲାଙ୍କୁ ସହାୟତା କରିବାକୁ ମେଣ୍ଟର ଟିଚରଙ୍କୁ ନିଯୁକ୍ତ କରିବେ ।

https://www.thesakala.in/latest-odisha-news/neet-and-jee-coaching-will-start-from-tomorrow-in-plus-two-colleges/article-28846
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର