କିନ୍ନରଙ୍କ ପାଇଁ ପଦବୀ ସୃଷ୍ଟି କଲେ ରାଜ୍ୟସରକାର: ଓଡ଼ିଶା ପୁଲିସରେ ନିଯୁକ୍ତି ପାଇପାରିବେ କିନ୍ନର

The Sakala Picture
Published On

ଭୁବନେଶ୍ୱର: କୌଣସି କ୍ଷେତ୍ରରେ କିନ୍ନର ଯେପରି ବାଦ ନ ପଡନ୍ତି ସେଥିପାଇଁ  ରାଜ୍ୟସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। କିନ୍ନରଙ୍କ ପାଇଁ ଓଡ଼ିଶା ପୁଲିସରେ ନିଯୁକ୍ତି ପାଇଁ ବଜ୍ଞପ୍ତି ପ୍ରକାଶ ପାଇଛି। ୪୭୭ ସବ ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁଲାଇ ୧୫ ସୁଦ୍ଧା ଆବେଦନ କରିବାକୁ ସମୟ ଧାର୍ଯ୍ୟ ହୋଇଛି । ରାଜ୍ୟ ସରକାରଙ୍କ ଏପରି ନିଷ୍ପତ୍ତିକୁ ବିଭିନ୍ନ କିନ୍ନର ସଙ୍ଘ ପକ୍ଷରୁ ସ୍ୱାଗତ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା […]

ଭୁବନେଶ୍ୱର: କୌଣସି କ୍ଷେତ୍ରରେ କିନ୍ନର ଯେପରି ବାଦ ନ ପଡନ୍ତି ସେଥିପାଇଁ  ରାଜ୍ୟସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। କିନ୍ନରଙ୍କ ପାଇଁ ଓଡ଼ିଶା ପୁଲିସରେ ନିଯୁକ୍ତି ପାଇଁ ବଜ୍ଞପ୍ତି ପ୍ରକାଶ ପାଇଛି। ୪୭୭ ସବ ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁଲାଇ ୧୫ ସୁଦ୍ଧା ଆବେଦନ କରିବାକୁ ସମୟ ଧାର୍ଯ୍ୟ ହୋଇଛି । ରାଜ୍ୟ ସରକାରଙ୍କ ଏପରି ନିଷ୍ପତ୍ତିକୁ ବିଭିନ୍ନ କିନ୍ନର ସଙ୍ଘ ପକ୍ଷରୁ ସ୍ୱାଗତ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି କିନ୍ନର ନେତ୍ରୀ ମୀରା ପରିଡ଼ା । ସେହିପରି ୨୪୪ କନେଷ୍ଟବଳ ପଦବୀ ପାଇଁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରେ ମଧ୍ୟ କିନ୍ନର ବା ତୃତୀୟ ଲିଙ୍ଗଙ୍କ ପାଇଁ ରହିଛି ସୁଯୋଗ ।

ଆହୁରି ପଢ଼ନ୍ତୁ: ହୀରାକୁଦରେ ବଢୁଛି ଜଳସ୍ତର, ମୋଟ ୧୦ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

12 Jun 2021 By The Sakala

କିନ୍ନରଙ୍କ ପାଇଁ ପଦବୀ ସୃଷ୍ଟି କଲେ ରାଜ୍ୟସରକାର: ଓଡ଼ିଶା ପୁଲିସରେ ନିଯୁକ୍ତି ପାଇପାରିବେ କିନ୍ନର

ଭୁବନେଶ୍ୱର: କୌଣସି କ୍ଷେତ୍ରରେ କିନ୍ନର ଯେପରି ବାଦ ନ ପଡନ୍ତି ସେଥିପାଇଁ  ରାଜ୍ୟସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। କିନ୍ନରଙ୍କ ପାଇଁ ଓଡ଼ିଶା ପୁଲିସରେ ନିଯୁକ୍ତି ପାଇଁ ବଜ୍ଞପ୍ତି ପ୍ରକାଶ ପାଇଛି। ୪୭୭ ସବ ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁଲାଇ ୧୫ ସୁଦ୍ଧା ଆବେଦନ କରିବାକୁ ସମୟ ଧାର୍ଯ୍ୟ ହୋଇଛି । ରାଜ୍ୟ ସରକାରଙ୍କ ଏପରି ନିଷ୍ପତ୍ତିକୁ ବିଭିନ୍ନ କିନ୍ନର ସଙ୍ଘ ପକ୍ଷରୁ ସ୍ୱାଗତ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି କିନ୍ନର ନେତ୍ରୀ ମୀରା ପରିଡ଼ା । ସେହିପରି ୨୪୪ କନେଷ୍ଟବଳ ପଦବୀ ପାଇଁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରେ ମଧ୍ୟ କିନ୍ନର ବା ତୃତୀୟ ଲିଙ୍ଗଙ୍କ ପାଇଁ ରହିଛି ସୁଯୋଗ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର