ଭିଜିଲାନ୍ସ ଜାଲରେ ଏଏସଆଇ, ଗାଡି ମୁକୁଳାଇବା ପାଇଁ ନେଉଥିଲେ ଲାଞ୍ଚ

The Sakala Picture
Published On

ଜୟପୁର: ଭିଜିଲାନ୍ସ ଜାଲରେ ପୁଲିସ ବାବୁ। ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ  ଧରାପଡିଲେ ଜୟପୁର ଟାଉନ ଥାନା ଏଏସଆଇ ଅନିଲ କୁମାର ନାୟକ। ଜଣେ ବ୍ୟକ୍ତିଙ୍କ ଗାଡି ମୁକୁଳାଇବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏହି ଲାଞ୍ଚ ଟଙ୍କା ଦେବାବେଳେ ପୂର୍ବ ପ୍ରସ୍ତୁତି ଅନୁସାରେ ଭିଜିଲାନ୍ସ ଗାଡିଚାଳକଙ୍କୁ ରଙ୍ଗ ବୋଳା ଟଙ୍କା ଦେଇଥିଲା । ବ୍ୟବସାୟୀଙ୍କ ଠାରୁ ଟଙ୍କା ନେଉଥିବାବେଳେ ଜୟପୁର ପୁରୁଣା ଏସଡିପିଓଙ୍କ ଆବାସ ଗୃହ ନିକଟରେ ଧରିଥିଲା ଭିଜିଲାନ୍ସ […]

ଜୟପୁର: ଭିଜିଲାନ୍ସ ଜାଲରେ ପୁଲିସ ବାବୁ। ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ  ଧରାପଡିଲେ ଜୟପୁର ଟାଉନ ଥାନା ଏଏସଆଇ ଅନିଲ କୁମାର ନାୟକ। ଜଣେ ବ୍ୟକ୍ତିଙ୍କ ଗାଡି ମୁକୁଳାଇବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏହି ଲାଞ୍ଚ ଟଙ୍କା ଦେବାବେଳେ ପୂର୍ବ ପ୍ରସ୍ତୁତି ଅନୁସାରେ ଭିଜିଲାନ୍ସ ଗାଡିଚାଳକଙ୍କୁ ରଙ୍ଗ ବୋଳା ଟଙ୍କା ଦେଇଥିଲା । ବ୍ୟବସାୟୀଙ୍କ ଠାରୁ ଟଙ୍କା ନେଉଥିବାବେଳେ ଜୟପୁର ପୁରୁଣା ଏସଡିପିଓଙ୍କ ଆବାସ ଗୃହ ନିକଟରେ ଧରିଥିଲା ଭିଜିଲାନ୍ସ ଟିମ । କେମିକାଲ ପରୀକ୍ଷା ପରେ ଏଏସଆଇ ଅନିଲ କୁମାର ନାୟକଙ୍କୁ ଜୟପୁର ଭିଜିଲାନ୍ସ ଗରିଫ କରିଛି । ଘଟଣାରେ ଦୁଇ ଜଣ ସାକ୍ଷ୍ୟ ନିମନ୍ତେ ଜଣେ କନିଷ୍ଠ ଯନ୍ତ୍ରୀ ଏବଂ ଜଣେ କିରାଣୀଙ୍କୁ ନେଇଛି ଭିଜିଲାନ୍ସ ଟିମ୍ ।

ଆହୁରି ପଢ଼ନ୍ତୁ: ସ୍କୁଲରେ ଛାତ୍ରଙ୍କ ପ୍ୟାଣ୍ଟରେ ବିଛୁଆତି ପୁରାଇ ଦେବା ଘଟଣା: ପ୍ରଧାନଶିକ୍ଷକଙ୍କୁ ଚାକିରିରୁ ନିଲମ୍ବିତ କଲେ ବିଇଓ

08 Jan 2024 By The Sakala

ଭିଜିଲାନ୍ସ ଜାଲରେ ଏଏସଆଇ, ଗାଡି ମୁକୁଳାଇବା ପାଇଁ ନେଉଥିଲେ ଲାଞ୍ଚ

ଜୟପୁର: ଭିଜିଲାନ୍ସ ଜାଲରେ ପୁଲିସ ବାବୁ। ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ  ଧରାପଡିଲେ ଜୟପୁର ଟାଉନ ଥାନା ଏଏସଆଇ ଅନିଲ କୁମାର ନାୟକ। ଜଣେ ବ୍ୟକ୍ତିଙ୍କ ଗାଡି ମୁକୁଳାଇବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏହି ଲାଞ୍ଚ ଟଙ୍କା ଦେବାବେଳେ ପୂର୍ବ ପ୍ରସ୍ତୁତି ଅନୁସାରେ ଭିଜିଲାନ୍ସ ଗାଡିଚାଳକଙ୍କୁ ରଙ୍ଗ ବୋଳା ଟଙ୍କା ଦେଇଥିଲା । ବ୍ୟବସାୟୀଙ୍କ ଠାରୁ ଟଙ୍କା ନେଉଥିବାବେଳେ ଜୟପୁର ପୁରୁଣା ଏସଡିପିଓଙ୍କ ଆବାସ ଗୃହ ନିକଟରେ ଧରିଥିଲା ଭିଜିଲାନ୍ସ ଟିମ । କେମିକାଲ ପରୀକ୍ଷା ପରେ ଏଏସଆଇ ଅନିଲ କୁମାର ନାୟକଙ୍କୁ ଜୟପୁର ଭିଜିଲାନ୍ସ ଗରିଫ କରିଛି । ଘଟଣାରେ ଦୁଇ ଜଣ ସାକ୍ଷ୍ୟ ନିମନ୍ତେ ଜଣେ କନିଷ୍ଠ ଯନ୍ତ୍ରୀ ଏବଂ ଜଣେ କିରାଣୀଙ୍କୁ ନେଇଛି ଭିଜିଲାନ୍ସ ଟିମ୍ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର