ଭିଜିଲାନ୍ସ ଜାଲରେ ନୟାଗଡ଼ MVI ପଞ୍ଚାନନ ବେହେରା, ଏକକାଳୀନ ୭ ସ୍ଥାନରେ ଚାଲିଛି ଚଢାଉ

The Sakala Picture
Published On

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ମଟର ଯାନ ନିରକ୍ଷଣ ଅଧିକାରୀ ( MVI)। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ନୟାଗଡ଼ MVI ପଞ୍ଚାନନ ବେହେରାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ପଞ୍ଚାନନଙ୍କ ପୈତୃକ ଘର ସମେତ ୭ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି। ପଞ୍ଚାନନଙ୍କ ନୟାଗଡ଼ ସ୍ଥିତ କାର୍ୟ୍ୟାଳୟ, ଭଡ଼ା ଘର ସମେତ ଭୁବନେଶ୍ୱର ଶୈଳଶ୍ରୀବିହାର ସ୍ଥିତ କୋଠା, ପାଣ୍ଡରା ସ୍ଥିତ ଘର, କଟକ ସାଲେପୁରର ପୈତୃକ ଘରେ ଚଢ଼ାଉ କରାଯାଇଛି। ସେହିପରି ଖୋର୍ଦ୍ଧା […]

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ମଟର ଯାନ ନିରକ୍ଷଣ ଅଧିକାରୀ ( MVI)। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ନୟାଗଡ଼ MVI ପଞ୍ଚାନନ ବେହେରାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ପଞ୍ଚାନନଙ୍କ ପୈତୃକ ଘର ସମେତ ୭ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି। ପଞ୍ଚାନନଙ୍କ ନୟାଗଡ଼ ସ୍ଥିତ କାର୍ୟ୍ୟାଳୟ, ଭଡ଼ା ଘର ସମେତ ଭୁବନେଶ୍ୱର ଶୈଳଶ୍ରୀବିହାର ସ୍ଥିତ କୋଠା, ପାଣ୍ଡରା ସ୍ଥିତ ଘର, କଟକ ସାଲେପୁରର ପୈତୃକ ଘରେ ଚଢ଼ାଉ କରାଯାଇଛି। ସେହିପରି ଖୋର୍ଦ୍ଧା ଜିଲ୍ଲା ଗୋବିନ୍ଦପୁର ଓ ଭୁବନେଶ୍ୱର ପାଣ୍ଡରାରେ ଥିବା ସଂପର୍କୀୟଙ୍କ ଘରେ ମଧ୍ୟ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ଛାତ୍ରଛାତ୍ରୀଙ୍କ ଉପରେ ପୁଲିସର ଦମନଲୀଳାକୁ ବିଜେଡି ସାଂସଦଙ୍କ ତୀବ୍ର ନିନ୍ଦା

ଏହି ଚଢାଉରେ ୬ଜଣ ଭିଜିଲାନ୍ସ ଡିଏସପି, ୩ଜଣ ଇନସପେକ୍ଟର, ୮ଜଣ ଏଏସଆଇ ଓ ଅନ୍ୟାନ କର୍ମଚାରୀ ଏହି ଚଢ଼ାଉ ସାମିଲ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ମାଲକାନଗିରି ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଜବତ, ସର୍ଚ୍ଚ ଅପରେସନ ଜୋରଦାର

ଆହୁରି ପଢ଼ନ୍ତୁ: ବାହୁଡ଼ାଯାତ୍ରାରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ: ଚରମ ବିଫଳତାକୁ ନେଇ ବିଜେଡିର କଡ଼ା ସମାଲୋଚନା

09 Jan 2024 By The Sakala

ଭିଜିଲାନ୍ସ ଜାଲରେ ନୟାଗଡ଼ MVI ପଞ୍ଚାନନ ବେହେରା, ଏକକାଳୀନ ୭ ସ୍ଥାନରେ ଚାଲିଛି ଚଢାଉ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ମଟର ଯାନ ନିରକ୍ଷଣ ଅଧିକାରୀ ( MVI)। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ନୟାଗଡ଼ MVI ପଞ୍ଚାନନ ବେହେରାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ପଞ୍ଚାନନଙ୍କ ପୈତୃକ ଘର ସମେତ ୭ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି। ପଞ୍ଚାନନଙ୍କ ନୟାଗଡ଼ ସ୍ଥିତ କାର୍ୟ୍ୟାଳୟ, ଭଡ଼ା ଘର ସମେତ ଭୁବନେଶ୍ୱର ଶୈଳଶ୍ରୀବିହାର ସ୍ଥିତ କୋଠା, ପାଣ୍ଡରା ସ୍ଥିତ ଘର, କଟକ ସାଲେପୁରର ପୈତୃକ ଘରେ ଚଢ଼ାଉ କରାଯାଇଛି। ସେହିପରି ଖୋର୍ଦ୍ଧା ଜିଲ୍ଲା ଗୋବିନ୍ଦପୁର ଓ ଭୁବନେଶ୍ୱର ପାଣ୍ଡରାରେ ଥିବା ସଂପର୍କୀୟଙ୍କ ଘରେ ମଧ୍ୟ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍।

ଏହି ଚଢାଉରେ ୬ଜଣ ଭିଜିଲାନ୍ସ ଡିଏସପି, ୩ଜଣ ଇନସପେକ୍ଟର, ୮ଜଣ ଏଏସଆଇ ଓ ଅନ୍ୟାନ କର୍ମଚାରୀ ଏହି ଚଢ଼ାଉ ସାମିଲ ହୋଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର