ନବରଙ୍ଗପୁର ରାଇଘରରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ୯ ମାସ ଭିତରେ ମଞ୍ଜୁର ହୋଇଛି ୪୫୦ କୋଟି ଟଙ୍କା

The Sakala Picture
Published On

ନବରଙ୍ଗପୁର: ନବରଙ୍ଗପୁର ରାଇଘରରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିକାଶ ସମୀକ୍ଷା  । ଗତ ମାର୍ଚ୍ଚ ମାସରେ ନବରଙ୍ଗପୁରବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତିର ପାଳନ ସମ୍ପର୍କରେ ଅବଗତ କରିଛନ୍ତି 5T ଅଧ୍ୟକ୍ଷ। ୯ ମାସ ଭିତରେ ନବରଙ୍ଗପୁର ଜିଲ୍ଲା ୪୫୦ କୋଟି ଟଙ୍କା ମଞ୍ଜୁର ହୋଇଥିବାବେଳେ ଉମରକୋଟ୍ ନିର୍ବାଚନମଣ୍ଡଳୀ ପାଇଁ ୨ଶହ କୋଟି ମଞ୍ଜୁର ହୋଇଛି । ତେନ୍ତୁଳିଖୁଣ୍ଟି, କୋଷାଗୁମୁଡ଼ା, ଜାଡ଼ିଗାଁ, ରାଇଘରରେ ଡିଗ୍ରୀ କଲେଜକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି  । କଲେଜ ଗୁଡ଼ିକରେ ଚଳିତବର୍ଷରୁ ନାମଲେଖା ହେବ […]

ନବରଙ୍ଗପୁର: ନବରଙ୍ଗପୁର ରାଇଘରରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିକାଶ ସମୀକ୍ଷା  । ଗତ ମାର୍ଚ୍ଚ ମାସରେ ନବରଙ୍ଗପୁରବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତିର ପାଳନ ସମ୍ପର୍କରେ ଅବଗତ କରିଛନ୍ତି 5T ଅଧ୍ୟକ୍ଷ। ୯ ମାସ ଭିତରେ ନବରଙ୍ଗପୁର ଜିଲ୍ଲା ୪୫୦ କୋଟି ଟଙ୍କା ମଞ୍ଜୁର ହୋଇଥିବାବେଳେ ଉମରକୋଟ୍ ନିର୍ବାଚନମଣ୍ଡଳୀ ପାଇଁ ୨ଶହ କୋଟି ମଞ୍ଜୁର ହୋଇଛି । ତେନ୍ତୁଳିଖୁଣ୍ଟି, କୋଷାଗୁମୁଡ଼ା, ଜାଡ଼ିଗାଁ, ରାଇଘରରେ ଡିଗ୍ରୀ କଲେଜକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି  । କଲେଜ ଗୁଡ଼ିକରେ ଚଳିତବର୍ଷରୁ ନାମଲେଖା ହେବ । ଲୋକମାନେ ଦେଇଥିବା ଦରଖାସ୍ତର ବିଚାର କରାଯାଇ ଆସନ୍ତା ୧୦ଦିନରେ ଖୁସି ଖବର ଦିଆଯିବ ବୋଲି 5T ଅଧ୍ୟକ୍ଷ ପ୍ରତିଶ୍ରୁତି ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ମନ୍ଦିର, ମସଜିଦ୍, ଚର୍ଚ୍ଚ, କମ୍ୟୁନିଟି ସେଣ୍ଟର ଉନ୍ନତି ପାଇଁ ଲୋକମାନଙ୍କୁ ଖୁସି ଖବର ମିଳିବ । ଏହାସହି ମାସେ ଭିତରେ ଦରଖାସ୍ତର ଉତ୍ତର ପାଇବେ ଜନସାଧାରଣ । ପାଣ୍ଡିଆନ କହିଥିଲେ , ବିଏସକେଓ୍ବାଇ ନବୀନ କାର୍ଡ ପାଇଁ ପଂଜୀକରଣ ଚାଲିଛି । ଆସନ୍ତା ୧୬ତାରିଖ ପର୍ଯ୍ୟନ୍ତ ଆବେଦନ ପ୍ରକ୍ରିୟା ଚାଲିବ । ବିଏସକେଓ୍ବାଇ କାର୍ଡ ପାଇନଥିବା ସମସ୍ତେ ଏଥିପାଇଁ ଆବେଦନ କରିପାରିବେ । ସହରାଞ୍ଚଳ ଲୋକ, ସରକାରୀ କର୍ମଚାରୀ ପରେ ଯୋଜନାର ଲାଭ ପାଇବେ। ଅନ୍ୟପଟେ ଆସନ୍ତା ୨ ମାସ ଭିତରେ ପ୍ରତି ପଞ୍ଚାୟତରେ ଆମ ବ୍ୟାଙ୍କ ଖୋଲିବ। ମକା ଚାଷୀଙ୍କୁ ସହଯୋଗ କରିବାକୁ ମକା ମିଶନ ଆରମ୍ଭ କରିଛନ୍ତି । ମଧୁବାବୁ ଭତ୍ତା ରାଶି ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ଖୁବଶୀଘ୍ର ଖୁସି ଖବର ଦେବେ ବୋଲି ପାଣ୍ଡିଆନ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

09 Jan 2024 By The Sakala

ନବରଙ୍ଗପୁର ରାଇଘରରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ୯ ମାସ ଭିତରେ ମଞ୍ଜୁର ହୋଇଛି ୪୫୦ କୋଟି ଟଙ୍କା

ନବରଙ୍ଗପୁର: ନବରଙ୍ଗପୁର ରାଇଘରରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିକାଶ ସମୀକ୍ଷା  । ଗତ ମାର୍ଚ୍ଚ ମାସରେ ନବରଙ୍ଗପୁରବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତିର ପାଳନ ସମ୍ପର୍କରେ ଅବଗତ କରିଛନ୍ତି 5T ଅଧ୍ୟକ୍ଷ। ୯ ମାସ ଭିତରେ ନବରଙ୍ଗପୁର ଜିଲ୍ଲା ୪୫୦ କୋଟି ଟଙ୍କା ମଞ୍ଜୁର ହୋଇଥିବାବେଳେ ଉମରକୋଟ୍ ନିର୍ବାଚନମଣ୍ଡଳୀ ପାଇଁ ୨ଶହ କୋଟି ମଞ୍ଜୁର ହୋଇଛି । ତେନ୍ତୁଳିଖୁଣ୍ଟି, କୋଷାଗୁମୁଡ଼ା, ଜାଡ଼ିଗାଁ, ରାଇଘରରେ ଡିଗ୍ରୀ କଲେଜକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି  । କଲେଜ ଗୁଡ଼ିକରେ ଚଳିତବର୍ଷରୁ ନାମଲେଖା ହେବ । ଲୋକମାନେ ଦେଇଥିବା ଦରଖାସ୍ତର ବିଚାର କରାଯାଇ ଆସନ୍ତା ୧୦ଦିନରେ ଖୁସି ଖବର ଦିଆଯିବ ବୋଲି 5T ଅଧ୍ୟକ୍ଷ ପ୍ରତିଶ୍ରୁତି ଦେଇଛନ୍ତି ।

ମନ୍ଦିର, ମସଜିଦ୍, ଚର୍ଚ୍ଚ, କମ୍ୟୁନିଟି ସେଣ୍ଟର ଉନ୍ନତି ପାଇଁ ଲୋକମାନଙ୍କୁ ଖୁସି ଖବର ମିଳିବ । ଏହାସହି ମାସେ ଭିତରେ ଦରଖାସ୍ତର ଉତ୍ତର ପାଇବେ ଜନସାଧାରଣ । ପାଣ୍ଡିଆନ କହିଥିଲେ , ବିଏସକେଓ୍ବାଇ ନବୀନ କାର୍ଡ ପାଇଁ ପଂଜୀକରଣ ଚାଲିଛି । ଆସନ୍ତା ୧୬ତାରିଖ ପର୍ଯ୍ୟନ୍ତ ଆବେଦନ ପ୍ରକ୍ରିୟା ଚାଲିବ । ବିଏସକେଓ୍ବାଇ କାର୍ଡ ପାଇନଥିବା ସମସ୍ତେ ଏଥିପାଇଁ ଆବେଦନ କରିପାରିବେ । ସହରାଞ୍ଚଳ ଲୋକ, ସରକାରୀ କର୍ମଚାରୀ ପରେ ଯୋଜନାର ଲାଭ ପାଇବେ। ଅନ୍ୟପଟେ ଆସନ୍ତା ୨ ମାସ ଭିତରେ ପ୍ରତି ପଞ୍ଚାୟତରେ ଆମ ବ୍ୟାଙ୍କ ଖୋଲିବ। ମକା ଚାଷୀଙ୍କୁ ସହଯୋଗ କରିବାକୁ ମକା ମିଶନ ଆରମ୍ଭ କରିଛନ୍ତି । ମଧୁବାବୁ ଭତ୍ତା ରାଶି ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ଖୁବଶୀଘ୍ର ଖୁସି ଖବର ଦେବେ ବୋଲି ପାଣ୍ଡିଆନ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର