ଟ୍ବିନ ସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି, ଯାନବାହନ ଚଳାଚଳ ପ୍ରଭାବିତ

The Sakala Picture
Published On

ଭୁବନେଶ୍ବର: କଲବଲ କରୁଛି ଘନ କୁହୁଡ଼ି। ରାଜ୍ୟକୁ ବର୍ତ୍ତମାନ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଥିବାରୁ ରାଜ୍ୟର ଅନେକ ସ୍ଥାନରେ ଘନକୁହୁଡ଼ି ସୃଷ୍ଟି ହେଉଛି। କୁହୁଡ଼ି ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ଦୃଶ୍ୟମାନ ଦୂରତା ଯଥେଷ୍ଟ ହ୍ରାସ ପାଇଛି। ଟ୍ବିନ ସିଟିର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି। ସର୍ବନିମ୍ନ ଦୃଶ୍ୟମାନ ଦୂରତା ୧୦୦ ମିଟର ରେକର୍ଡ  କରାଯାିଛି। ଆଗାମୀ ୩ ଦିନ ଯାଏଁ ପାଗରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ଘନକୁହୁଡ଼ି ଯୋଗୁଁ […]

ଭୁବନେଶ୍ବର: କଲବଲ କରୁଛି ଘନ କୁହୁଡ଼ି। ରାଜ୍ୟକୁ ବର୍ତ୍ତମାନ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଥିବାରୁ ରାଜ୍ୟର ଅନେକ ସ୍ଥାନରେ ଘନକୁହୁଡ଼ି ସୃଷ୍ଟି ହେଉଛି। କୁହୁଡ଼ି ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ଦୃଶ୍ୟମାନ ଦୂରତା ଯଥେଷ୍ଟ ହ୍ରାସ ପାଇଛି। ଟ୍ବିନ ସିଟିର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି। ସର୍ବନିମ୍ନ ଦୃଶ୍ୟମାନ ଦୂରତା ୧୦୦ ମିଟର ରେକର୍ଡ  କରାଯାିଛି। ଆଗାମୀ ୩ ଦିନ ଯାଏଁ ପାଗରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ଘନକୁହୁଡ଼ି ଯୋଗୁଁ ଯାନବାହାନ ଚଳାଚଳରେମ ମଧ୍ୟ ସମସ୍ୟା ଦେଖିବାକୁ ମିଳିଛି। ୨ ଦିନ ପରେ ରାତ୍ରି ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର