ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ନେଇ ଯୁବକ ଆଫ୍ରିକା ଫେରାର

The Sakala Picture
Published On

କେନ୍ଦ୍ରାପଡା: ଜଣେ ଯୁବତୀଙ୍କୁ ପ୍ରେମ ନିବେଦନ କରିବା ପରେ ଅନ୍ତରଙ୍ଗ ହେବାକୁ ଶାରୀରିକ ସମ୍ପର୍କ ରଖି ଲକ୍ଷାଧିକ ଟଙ୍କା ଠକି ନେଇ ଫେରାର ହୋଇଯାଇଥିବା ନେଇ ରାଜକନିକା ଥାନାରେ ଅଭିଯୋଗ ହୋଇଛି l ଅଭିଯୋଗ ମୁତାବକ, କାଳିକାପୁର ଅଞ୍ଚଳର ଜଣେ ୨୨ ବର୍ଷୀୟ ଯୁବତୀଙ୍କ ସହ ଆଳି ମନପୁର ଅଞ୍ଚଳର ମନୋଜ ସେଠି ପ୍ରେମ ନିବେଦନ କରି ଫସାଇଥିଲେ l ପରେ ବିବାହ କରିବାର ପ୍ରଲୋଭନ ଦେଖାଇ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିଲେ l ଯୁବତୀଙ୍କ ସରଳତାର […]

କେନ୍ଦ୍ରାପଡା: ଜଣେ ଯୁବତୀଙ୍କୁ ପ୍ରେମ ନିବେଦନ କରିବା ପରେ ଅନ୍ତରଙ୍ଗ ହେବାକୁ ଶାରୀରିକ ସମ୍ପର୍କ ରଖି ଲକ୍ଷାଧିକ ଟଙ୍କା ଠକି ନେଇ ଫେରାର ହୋଇଯାଇଥିବା ନେଇ ରାଜକନିକା ଥାନାରେ ଅଭିଯୋଗ ହୋଇଛି l ଅଭିଯୋଗ ମୁତାବକ, କାଳିକାପୁର ଅଞ୍ଚଳର ଜଣେ ୨୨ ବର୍ଷୀୟ ଯୁବତୀଙ୍କ ସହ ଆଳି ମନପୁର ଅଞ୍ଚଳର ମନୋଜ ସେଠି ପ୍ରେମ ନିବେଦନ କରି ଫସାଇଥିଲେ l ପରେ ବିବାହ କରିବାର ପ୍ରଲୋଭନ ଦେଖାଇ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିଲେ l ଯୁବତୀଙ୍କ ସରଳତାର ସୁଯୋଗ ନେଇ ତାଙ୍କ ଠାରୁ ଲକ୍ଷାଧିକ ଟଙ୍କା ନେଇ ଚାକିରୀ କରିବାକୁ ଆଫ୍ରିକା ଚାଲିଯାଇଛନ୍ତି l ଏବେ ବିବାହ କଥା କହିବାରୁ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରିବା ସହ ଜୀବନରୁ ମାରିଦେବାକୁ ଧମକ ଦେଇଛନ୍ତି l ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା ୧୯୫/୨୧ ରୁଜୁ କରି ତଦନ୍ତ ଆରମ୍ଭ କରିଛି l

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

12 Jun 2021 By The Sakala

ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ନେଇ ଯୁବକ ଆଫ୍ରିକା ଫେରାର

କେନ୍ଦ୍ରାପଡା: ଜଣେ ଯୁବତୀଙ୍କୁ ପ୍ରେମ ନିବେଦନ କରିବା ପରେ ଅନ୍ତରଙ୍ଗ ହେବାକୁ ଶାରୀରିକ ସମ୍ପର୍କ ରଖି ଲକ୍ଷାଧିକ ଟଙ୍କା ଠକି ନେଇ ଫେରାର ହୋଇଯାଇଥିବା ନେଇ ରାଜକନିକା ଥାନାରେ ଅଭିଯୋଗ ହୋଇଛି l ଅଭିଯୋଗ ମୁତାବକ, କାଳିକାପୁର ଅଞ୍ଚଳର ଜଣେ ୨୨ ବର୍ଷୀୟ ଯୁବତୀଙ୍କ ସହ ଆଳି ମନପୁର ଅଞ୍ଚଳର ମନୋଜ ସେଠି ପ୍ରେମ ନିବେଦନ କରି ଫସାଇଥିଲେ l ପରେ ବିବାହ କରିବାର ପ୍ରଲୋଭନ ଦେଖାଇ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିଲେ l ଯୁବତୀଙ୍କ ସରଳତାର ସୁଯୋଗ ନେଇ ତାଙ୍କ ଠାରୁ ଲକ୍ଷାଧିକ ଟଙ୍କା ନେଇ ଚାକିରୀ କରିବାକୁ ଆଫ୍ରିକା ଚାଲିଯାଇଛନ୍ତି l ଏବେ ବିବାହ କଥା କହିବାରୁ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରିବା ସହ ଜୀବନରୁ ମାରିଦେବାକୁ ଧମକ ଦେଇଛନ୍ତି l ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା ୧୯୫/୨୧ ରୁଜୁ କରି ତଦନ୍ତ ଆରମ୍ଭ କରିଛି l

https://www.thesakala.in/latest-odisha-news/young-man-harassing-the-girl/article-2900
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର