ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡ଼ିକୁ ପିଟିଲା ପିକଅପ୍ ଭ୍ୟାନ: ଗାଡିର ବ୍ୟାପକ କ୍ଷତି, ମନ୍ତ୍ରୀ ସାମାନ୍ୟ ଆହତ

The Sakala Picture
Published On

ଟିଟିଲାଗଡ଼: ପରିବହନ ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ। ମନ୍ତ୍ରୀଙ୍କ ଗାଡିକୁ ପିଟିଲା ପିକଅପ୍ ଭ୍ୟାନ। ଦୁର୍ଘଟଣାରେ ମନ୍ତ୍ରୀ ସାମାନ୍ୟ ଆହତ ହୋଇଥିବା ବେଳେ ଗାଡିର ବ୍ୟାପକ କ୍ଷତି ହୋଇଛି । ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ରାତିରେ ମନ୍ତ୍ରୀ କାମ ସାରି ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣା ଘଟାଇଥିବା ପିକଅପ୍ ଭ୍ୟାନ ରେଳ ବିଭାଗରେ ନିୟୋଜିତ ଅଛି । ତେବେ ପିକଅପ୍ ଭ୍ୟାନ ଡ୍ରାଇଭର ପ୍ରବଳ ମଦ୍ୟପାନ କରି ଗାଡି ଚଲାଉଥିବା […]

ଟିଟିଲାଗଡ଼: ପରିବହନ ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ। ମନ୍ତ୍ରୀଙ୍କ ଗାଡିକୁ ପିଟିଲା ପିକଅପ୍ ଭ୍ୟାନ। ଦୁର୍ଘଟଣାରେ ମନ୍ତ୍ରୀ ସାମାନ୍ୟ ଆହତ ହୋଇଥିବା ବେଳେ ଗାଡିର ବ୍ୟାପକ କ୍ଷତି ହୋଇଛି ।

ଆହୁରି ପଢ଼ନ୍ତୁ: ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍‌ କିଷାନ ଟଙ୍କା

ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ରାତିରେ ମନ୍ତ୍ରୀ କାମ ସାରି ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣା ଘଟାଇଥିବା ପିକଅପ୍ ଭ୍ୟାନ ରେଳ ବିଭାଗରେ ନିୟୋଜିତ ଅଛି । ତେବେ ପିକଅପ୍ ଭ୍ୟାନ ଡ୍ରାଇଭର ପ୍ରବଳ ମଦ୍ୟପାନ କରି ଗାଡି ଚଲାଉଥିବା ବେଳେ ଦୁର୍ଘଟଣା ଘଟାଇଥିବା ଜଣାପଡିଛି । ସଇଁତଳା ପୁଲିସ ଅଭିଯୁକ୍ତ ଡ୍ରାଇଭରକୁ ଅଟକ ରଖି ଘଟଣାର ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ: ଟାଇଁ ଟାଇଁ ଖରାରେ ହନ୍ତସନ୍ତ ରାଜଧାନୀବାସୀ, ଅପରାହ୍ନ ୨ଟା ସୁଦ୍ଧା ୪୨ ଡିଗ୍ରୀ ଛୁଇଁଲା ତାପମାତ୍ରା

12 Jan 2024 By The Sakala

ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡ଼ିକୁ ପିଟିଲା ପିକଅପ୍ ଭ୍ୟାନ: ଗାଡିର ବ୍ୟାପକ କ୍ଷତି, ମନ୍ତ୍ରୀ ସାମାନ୍ୟ ଆହତ

ଟିଟିଲାଗଡ଼: ପରିବହନ ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ। ମନ୍ତ୍ରୀଙ୍କ ଗାଡିକୁ ପିଟିଲା ପିକଅପ୍ ଭ୍ୟାନ। ଦୁର୍ଘଟଣାରେ ମନ୍ତ୍ରୀ ସାମାନ୍ୟ ଆହତ ହୋଇଥିବା ବେଳେ ଗାଡିର ବ୍ୟାପକ କ୍ଷତି ହୋଇଛି ।

ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ରାତିରେ ମନ୍ତ୍ରୀ କାମ ସାରି ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣା ଘଟାଇଥିବା ପିକଅପ୍ ଭ୍ୟାନ ରେଳ ବିଭାଗରେ ନିୟୋଜିତ ଅଛି । ତେବେ ପିକଅପ୍ ଭ୍ୟାନ ଡ୍ରାଇଭର ପ୍ରବଳ ମଦ୍ୟପାନ କରି ଗାଡି ଚଲାଉଥିବା ବେଳେ ଦୁର୍ଘଟଣା ଘଟାଇଥିବା ଜଣାପଡିଛି । ସଇଁତଳା ପୁଲିସ ଅଭିଯୁକ୍ତ ଡ୍ରାଇଭରକୁ ଅଟକ ରଖି ଘଟଣାର ତଦନ୍ତ କରୁଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର