ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ, କୁମ୍ଭୀର ଓ ପକ୍ଷୀ ଗଣନା ନିମନ୍ତେ ବନ୍ଦ ଥିଲା ଭିତରକନିକା

The Sakala Picture
Published On

ରାଜନଗର: ଆଜିଠୁ ଖୋଲିଲା ଭିତରକନିକା । ଜାନୁଆରୀ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୯ ଦିନ ଧରି ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିଥିଲା ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ଓ ପକ୍ଷୀ ଗଣନା ନିମନ୍ତେ ଭିତରକନିକାକୁ ବନ୍ଦ ରଖାଯାଇଥିଲା । ରାଜନଗର ବନଖଣ୍ଡ ଅଧିକାରୀ ଗୋପୀନାଥ ଯାଦବ ଏନେଇ ସୂଚନା ଦେଇଛନ୍ତି । ଗତ ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି କୁମ୍ଭୀର ଗଣନା ଚାଲିଥିଲା । ବଉଳାକୁମ୍ଭୀରଙ୍କ ଭୂସ୍ୱର୍ଗ ଭିତରକନିକା […]

ରାଜନଗର: ଆଜିଠୁ ଖୋଲିଲା ଭିତରକନିକା । ଜାନୁଆରୀ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୯ ଦିନ ଧରି ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିଥିଲା ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ଓ ପକ୍ଷୀ ଗଣନା ନିମନ୍ତେ ଭିତରକନିକାକୁ ବନ୍ଦ ରଖାଯାଇଥିଲା । ରାଜନଗର ବନଖଣ୍ଡ ଅଧିକାରୀ ଗୋପୀନାଥ ଯାଦବ ଏନେଇ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ପୀଡିତା ସମସ୍ତ ପ୍ରମାଣ ଦେଇସାରିଥିଲେ ମଧ୍ୟ ଖଣ୍ଡପଡ଼ା ଏସ୍‌ଡିପିଓ ଗିରଫ ହେଉନାହାନ୍ତି କାହିଁକି: ବିଜେଡି

ଗତ ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି କୁମ୍ଭୀର ଗଣନା ଚାଲିଥିଲା । ବଉଳାକୁମ୍ଭୀରଙ୍କ ଭୂସ୍ୱର୍ଗ ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତ ବର୍ଷ କୁମ୍ଭୀର ସଂଖ୍ୟା ବୃଦ୍ଧି ପାଇଛି। ଗତ ବର୍ଷ ଭିତରକନିକା ମଧ୍ୟରେ ଓ ବାହାରେ ଥିବା ନଦୀ, ନାଳ ଗୁଡିକରେ ୧୭୯୩ଟି ବଉଳାକୁମ୍ଭୀର ଥିବା ବେଳେ ଚଳିତବର୍ଷ ଏହି ସଂଖ୍ୟା ୧୮୧୧କୁ ବୃଦ୍ଧି ପାଇଛି । ଅର୍ଥାତ୍ ଗତବର୍ଷ ଠାରୁ ଚଳିତ ବର୍ଷ ୧୮ କୁମ୍ଭୀର ଅଧିକ ଥିବା ଚଳିତ ବର୍ଷର କୁମ୍ଭୀର ଗଣନା ରିପୋର୍ଟରୁ ଜଣାପଡିଛି। ଚଳିତ ବର୍ଷ ଭିତରକନିକାରେ କନିକା ରଂଜେର ପାଟ୍ଟଶାଳାମାଉଥରୁ ଏଫଆରଏଚଜେଠି ମଧ୍ୟରେ ୨ଟି, ଏଫଆରଏଚ ଜେଠିରୁ ଖୋଳାମାଉଥ ମଧ୍ୟରେ ଗୋଟିଏ, ଗୁପ୍ତିରୁ ହଂସିଣା ମଧ୍ୟରେ ଗୋଟିଏ ୨୦ଫୁଟରୁ ଅଧିକ ଲମ୍ବର ବଉଳା କୁମ୍ଭୀରକୁ ବନବିଭାଗ ଗଣନା ଟିମ୍‌ ଗଣନା ସମୟରେ ଠାବ କରିଛି।

ଆହୁରି ପଢ଼ନ୍ତୁ: ଭିସୁଟରେ ପୁଣି ରାଗିଂ ଅଭିଯୋଗ, ଅଭିଯୁକ୍ତ ୪ ସିନିଅର ଛାତ୍ରଙ୍କୁ ଅର୍ଥଦଣ୍ଡରେ ଦଣ୍ଡିତ କଲା କର୍ତ୍ତୃପକ୍ଷ

14 Jan 2024 By The Sakala

ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ, କୁମ୍ଭୀର ଓ ପକ୍ଷୀ ଗଣନା ନିମନ୍ତେ ବନ୍ଦ ଥିଲା ଭିତରକନିକା

ରାଜନଗର: ଆଜିଠୁ ଖୋଲିଲା ଭିତରକନିକା । ଜାନୁଆରୀ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୯ ଦିନ ଧରି ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିଥିଲା ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ଓ ପକ୍ଷୀ ଗଣନା ନିମନ୍ତେ ଭିତରକନିକାକୁ ବନ୍ଦ ରଖାଯାଇଥିଲା । ରାଜନଗର ବନଖଣ୍ଡ ଅଧିକାରୀ ଗୋପୀନାଥ ଯାଦବ ଏନେଇ ସୂଚନା ଦେଇଛନ୍ତି ।

ଗତ ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି କୁମ୍ଭୀର ଗଣନା ଚାଲିଥିଲା । ବଉଳାକୁମ୍ଭୀରଙ୍କ ଭୂସ୍ୱର୍ଗ ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତ ବର୍ଷ କୁମ୍ଭୀର ସଂଖ୍ୟା ବୃଦ୍ଧି ପାଇଛି। ଗତ ବର୍ଷ ଭିତରକନିକା ମଧ୍ୟରେ ଓ ବାହାରେ ଥିବା ନଦୀ, ନାଳ ଗୁଡିକରେ ୧୭୯୩ଟି ବଉଳାକୁମ୍ଭୀର ଥିବା ବେଳେ ଚଳିତବର୍ଷ ଏହି ସଂଖ୍ୟା ୧୮୧୧କୁ ବୃଦ୍ଧି ପାଇଛି । ଅର୍ଥାତ୍ ଗତବର୍ଷ ଠାରୁ ଚଳିତ ବର୍ଷ ୧୮ କୁମ୍ଭୀର ଅଧିକ ଥିବା ଚଳିତ ବର୍ଷର କୁମ୍ଭୀର ଗଣନା ରିପୋର୍ଟରୁ ଜଣାପଡିଛି। ଚଳିତ ବର୍ଷ ଭିତରକନିକାରେ କନିକା ରଂଜେର ପାଟ୍ଟଶାଳାମାଉଥରୁ ଏଫଆରଏଚଜେଠି ମଧ୍ୟରେ ୨ଟି, ଏଫଆରଏଚ ଜେଠିରୁ ଖୋଳାମାଉଥ ମଧ୍ୟରେ ଗୋଟିଏ, ଗୁପ୍ତିରୁ ହଂସିଣା ମଧ୍ୟରେ ଗୋଟିଏ ୨୦ଫୁଟରୁ ଅଧିକ ଲମ୍ବର ବଉଳା କୁମ୍ଭୀରକୁ ବନବିଭାଗ ଗଣନା ଟିମ୍‌ ଗଣନା ସମୟରେ ଠାବ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର