ସାଧାରଣ ସୂତାରେ ଗୁଡ଼ି ଉଡାଇବାକୁ ଓଡିଶା ପୋଲିସର ପରାମର୍ଶ, ବିପଦଜନକ ମାଞ୍ଜା ସୂତା ବ୍ୟବହାର ନକରିବାକୁ ଅପିଲ

The Sakala Picture
Published On

ଭୁବନେଶ୍ୱର: ଗୁଡ଼ି ଉଡାଇବା ସମୟରେ ସତର୍କତା ଅବଲମ୍ବନ କରିବା ସହ ବିପଦଜନକ ମାଞ୍ଜା ସୂତା ବ୍ୟବହାର ନ କରି ସାଧାରଣ ସୂତାରେ ଗୁଡ଼ି ଉଡାଇବାକୁ ଓଡିଶା ପୋଲିସ ପରାମର୍ଶ ଦେଇଛି । ମାଞ୍ଜା ସୂତା ବ୍ୟବହାର କରି ଗୁଡ଼ି ଉଡାଇବା ଆଇନତଃ ଦଣ୍ଡନୀୟ ବୋଲି କମିଶନରେଟ୍ ପୋଲିସ ପକ୍ଷରୁ କୁହାଯାଇଛି । ବିପଦଜନକ ମାଞ୍ଜା ସୂତା ବିକ୍ରୟ କିମ୍ବା ବ୍ୟବହାର ଉପରେ ଲାଗିବ ରୋକ୍। ଗୁଡ଼ି ଉଡ଼ାଇବା ବେଳେ ନିୟମ ଅବମାନନା କଲେ ହେବ କାର୍ଯ୍ୟନୁଷ୍ଠାନ। ମକର […]

ଭୁବନେଶ୍ୱର: ଗୁଡ଼ି ଉଡାଇବା ସମୟରେ ସତର୍କତା ଅବଲମ୍ବନ କରିବା ସହ ବିପଦଜନକ ମାଞ୍ଜା ସୂତା ବ୍ୟବହାର ନ କରି ସାଧାରଣ ସୂତାରେ ଗୁଡ଼ି ଉଡାଇବାକୁ ଓଡିଶା ପୋଲିସ ପରାମର୍ଶ ଦେଇଛି । ମାଞ୍ଜା ସୂତା ବ୍ୟବହାର କରି ଗୁଡ଼ି ଉଡାଇବା ଆଇନତଃ ଦଣ୍ଡନୀୟ ବୋଲି କମିଶନରେଟ୍ ପୋଲିସ ପକ୍ଷରୁ କୁହାଯାଇଛି । ବିପଦଜନକ ମାଞ୍ଜା ସୂତା ବିକ୍ରୟ କିମ୍ବା ବ୍ୟବହାର ଉପରେ ଲାଗିବ ରୋକ୍। ଗୁଡ଼ି ଉଡ଼ାଇବା ବେଳେ ନିୟମ ଅବମାନନା କଲେ ହେବ କାର୍ଯ୍ୟନୁଷ୍ଠାନ।

ଆହୁରି ପଢ଼ନ୍ତୁ: ଆତଙ୍କୀ ଲିଙ୍କ୍‌ରେ ଓଡ଼ିଆ ଯୁବକ ଶେଖ୍ ଇମ୍ରାନ ସମେତ ୪ଜଣଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

ମକର ସଂକ୍ରାନ୍ତିରେ ଗୁଡ଼ି ଉଡାଇବାର ପରମ୍ପରା ରହିଛି । ଗୁଡ଼ି ଉଡାଇବା ପାଇଁ ମାଞ୍ଜା ସୂତା ବ୍ୟବହାର କରିଥାନ୍ତି ଲୋକେ । ଏହି ସୂତା ଅନେକ ଲୋକଙ୍କ ଜୀବନ ନେଇଥାଏ । ତେଣୁ ଗୁଡ଼ି ଉଡାଇବା ବେଳେ ମାଞ୍ଜା ସୂତା ବ୍ୟବହାର ନକରିବାକୁ ଅପିଲ କରିଛି କମିଶନରେଟ୍ ପୋଲିସ ।

ଆହୁରି ପଢ଼ନ୍ତୁ: ଝାରସୁଗୁଡା ଏବଂ ସୁନ୍ଦରଗଡ଼ରେ ସୌର ଷ୍ଟ୍ରିଟ ଲାଇଟ ସହିତ ଗ୍ରାମୀଣ ସୁରକ୍ଷାକୁ ସୁଦୃଢ଼ କରିଛି ବେଦାନ୍ତ ଆଲୁମିନିୟମ

14 Jan 2024 By The Sakala

ସାଧାରଣ ସୂତାରେ ଗୁଡ଼ି ଉଡାଇବାକୁ ଓଡିଶା ପୋଲିସର ପରାମର୍ଶ, ବିପଦଜନକ ମାଞ୍ଜା ସୂତା ବ୍ୟବହାର ନକରିବାକୁ ଅପିଲ

ଭୁବନେଶ୍ୱର: ଗୁଡ଼ି ଉଡାଇବା ସମୟରେ ସତର୍କତା ଅବଲମ୍ବନ କରିବା ସହ ବିପଦଜନକ ମାଞ୍ଜା ସୂତା ବ୍ୟବହାର ନ କରି ସାଧାରଣ ସୂତାରେ ଗୁଡ଼ି ଉଡାଇବାକୁ ଓଡିଶା ପୋଲିସ ପରାମର୍ଶ ଦେଇଛି । ମାଞ୍ଜା ସୂତା ବ୍ୟବହାର କରି ଗୁଡ଼ି ଉଡାଇବା ଆଇନତଃ ଦଣ୍ଡନୀୟ ବୋଲି କମିଶନରେଟ୍ ପୋଲିସ ପକ୍ଷରୁ କୁହାଯାଇଛି । ବିପଦଜନକ ମାଞ୍ଜା ସୂତା ବିକ୍ରୟ କିମ୍ବା ବ୍ୟବହାର ଉପରେ ଲାଗିବ ରୋକ୍। ଗୁଡ଼ି ଉଡ଼ାଇବା ବେଳେ ନିୟମ ଅବମାନନା କଲେ ହେବ କାର୍ଯ୍ୟନୁଷ୍ଠାନ।

ମକର ସଂକ୍ରାନ୍ତିରେ ଗୁଡ଼ି ଉଡାଇବାର ପରମ୍ପରା ରହିଛି । ଗୁଡ଼ି ଉଡାଇବା ପାଇଁ ମାଞ୍ଜା ସୂତା ବ୍ୟବହାର କରିଥାନ୍ତି ଲୋକେ । ଏହି ସୂତା ଅନେକ ଲୋକଙ୍କ ଜୀବନ ନେଇଥାଏ । ତେଣୁ ଗୁଡ଼ି ଉଡାଇବା ବେଳେ ମାଞ୍ଜା ସୂତା ବ୍ୟବହାର ନକରିବାକୁ ଅପିଲ କରିଛି କମିଶନରେଟ୍ ପୋଲିସ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର