ଜୁନ୍ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ , ୧୭ରୁ ଆରମ୍ଭ ହେବ ନବମ ଓ ଦଶମ ଶ୍ରେଣୀ ପାଠପଢା

The Sakala Picture
Published On

ଭୁବନେଶ୍ୱର: କରୋନା କାଳରେ ସ୍କୁଲ କେବେ ଖୋଲିବ ସେ ନେଇ ଅନିଶ୍ଚିତତା ଲାଗି ରହିଥିବା ବେଳେ ଆସନ୍ତା ୧୭ ରୁ ଆରମ୍ଭ ହେବ ନବମ ଓ ଦଶମ ଶ୍ରେଣୀ ପାଠପଢା। ୟୁ ଟ୍ୟୁବ ଲାଇଭ୍ ଜରିଆରେ ୧୦.୪୫ ରୁ ୧ ଟା ପର୍ଯ୍ୟନ୍ତ ଚାଲିବ କ୍ଳାସ ହେବ। ପ୍ରତିଦିନ ୪ ଟି ପିରିୟଡ଼ କରାଯିବ। ପ୍ରତି କ୍ଳାସ ୩୦ ମିନିଟର କରାଯିବ। ସୋମବାରରୁ ଶୁକ୍ରବାର ଅନଲାଇନ ମାଧ୍ୟମରେ ପାଠପଢା ଚାଲିବ । ଉଭୟ ଶ୍ରେଣୀ ପାଇଁ ପ୍ରତି ବିଷୟରୁ […]

ଭୁବନେଶ୍ୱର: କରୋନା କାଳରେ ସ୍କୁଲ କେବେ ଖୋଲିବ ସେ ନେଇ ଅନିଶ୍ଚିତତା ଲାଗି ରହିଥିବା ବେଳେ ଆସନ୍ତା ୧୭ ରୁ ଆରମ୍ଭ ହେବ ନବମ ଓ ଦଶମ ଶ୍ରେଣୀ ପାଠପଢା। ୟୁ ଟ୍ୟୁବ ଲାଇଭ୍ ଜରିଆରେ ୧୦.୪୫ ରୁ ୧ ଟା ପର୍ଯ୍ୟନ୍ତ ଚାଲିବ କ୍ଳାସ ହେବ। ପ୍ରତିଦିନ ୪ ଟି ପିରିୟଡ଼ କରାଯିବ। ପ୍ରତି କ୍ଳାସ ୩୦ ମିନିଟର କରାଯିବ। ସୋମବାରରୁ ଶୁକ୍ରବାର ଅନଲାଇନ ମାଧ୍ୟମରେ ପାଠପଢା ଚାଲିବ । ଉଭୟ ଶ୍ରେଣୀ ପାଇଁ ପ୍ରତି ବିଷୟରୁ ସପ୍ତାହକୁ ୨୦ ଟି ପିରିୟଡ଼ ପାଠ ପଢା ହେବ।

ଆହୁରି ପଢ଼ନ୍ତୁ: ଧାମନଗର ଏନ୍‌ଏସିରେ ଫର୍ମ-୭ ଅନିୟମିତତା ଅଭିଯୋଗ, ସିଇଓଙ୍କୁ ଭେଟି ତଦନ୍ତ ଦାବିକଲା ବିଜେଡି

ତେବେ ପାଠପଢା ପାଇଁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମାନେ ଆନୁସାଙ୍ଗିକ ବ୍ୟବସ୍ଥା କରିବେ। କରୋ ଅନଲାଇନ୍ ରେ ସଂଖ୍ୟାଧିକ ପିଲାଙ୍କ ପାଖରେ ପହଞ୍ଚିବାକୁ ଚେଷ୍ଟା କରିବୁ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ୫ ଓରାଙ୍ଗଓଟାନ ଛୁଆ ଉଦ୍ଧାର ଘଟଣା: ହଜାର ହଜାର କିଲୋମିଟର ଦୂରରୁ କିପରି ଆସିଲେ ଏହି ବିରଳ ବନ୍ୟଜନ୍ତୁ?

ସେହିପରି, ଜୁନ ଶେଷ ସୁଦ୍ଧା ମାଟ୍ରିକ ଫଳ ପ୍ରକାଶ କରିବାକୁ ପ୍ରୟାସ ଚାଲିଛି। ମାଟ୍ରିକ ମୂଲ୍ୟାୟନ ଜୋରଦାର ଚାଲିଛି। ଯୁକ୍ତ୨ କମିଟି ରିପୋର୍ଟ ଆସିବା ପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ମୂଲ୍ୟାୟନ ସମ୍ପର୍କରେ ନିଷ୍ପତି ନେବେ।

ଆହୁରି ପଢ଼ନ୍ତୁ: ସେଣ୍ଟ୍ରିଂ କାଢ଼ିବା ବେଳେ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର