ମନୋରଞ୍ଜନ
ଓଡ଼ିଶା
ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ: ୨୨ ଜାନୁଆରୀକୁ ହାଫ୍ ଡେ’ ଛୁଟି ଘୋଷଣା କଲେ ରାଜ୍ୟ ସରକାର
ଭୁବନେଶ୍ବର: ଜାନୁଆରୀ ୨୨ରେ ହାଫ୍ ଡେ’ ଛୁଟି । ଜାନୁଆରୀ ୨୨କୁ ହାଫ୍ ଡେ’ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ହାଫ୍ ଡେ’ ଛୁଟି ଘୋଷଣା କରାଯାଇଛି।୨୨ ତାରିଖ ଅପରାହ୍ନ ୨ଟା ୩୦ ଯାଏଁ ଅଫିସ ଛୁଟି ଘୋଷଣା ହୋଇଛି। ପୂର୍ବରୁ, ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ଜାନୁଆରୀ ୨୨କୁ ହାଫ୍ ଡେ’ ଛୁଟି ଘୋଷଣା କରିଥିଲେ କେନ୍ଦ୍ର ସରକାର । ସାରା ଦେଶରେ ଥିବା […]
ଭୁବନେଶ୍ବର: ଜାନୁଆରୀ ୨୨ରେ ହାଫ୍ ଡେ’ ଛୁଟି । ଜାନୁଆରୀ ୨୨କୁ ହାଫ୍ ଡେ’ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ହାଫ୍ ଡେ’ ଛୁଟି ଘୋଷଣା କରାଯାଇଛି।୨୨ ତାରିଖ ଅପରାହ୍ନ ୨ଟା ୩୦ ଯାଏଁ ଅଫିସ ଛୁଟି ଘୋଷଣା ହୋଇଛି।
ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ
ପୂର୍ବରୁ, ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ଜାନୁଆରୀ ୨୨କୁ ହାଫ୍ ଡେ’ ଛୁଟି ଘୋଷଣା କରିଥିଲେ କେନ୍ଦ୍ର ସରକାର । ସାରା ଦେଶରେ ଥିବା କେନ୍ଦ୍ର ସରକାରଙ୍କ ସମସ୍ତ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ ଶିଳ୍ପାନୁଷ୍ଠାନ ପାଇଁ ଏହି ନିର୍ଦ୍ଦେଶ ଜାରି ହୋଇଥିଲା। ସେହିଦିନ ଅପରାହ୍ନ ୨ଟା ୩୦ ପର୍ଯ୍ୟନ୍ତ ଏଗୁଡ଼ିକ ଛୁଟି ରହିବ ବୋଲି କୁହାଯାଇଥିଲା।






