ନମିତା ଅଗ୍ରୱାଲଙ୍କ ଓଡ଼ିଆ ରାମ ଭଜନର ଭିଡିଓ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦୀ

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୨୨ ତାରିଖରେ ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ପ୍ରତିଷ୍ଠା ହେବ। ସମସ୍ତେ ସେହି ଦିନକୁ ଅପେକ୍ଷା କରିଛନ୍ତି।  ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ଦେଶର ବିଶିଷ୍ଟ କଣ୍ଠଶିଳ୍ପୀ ଓ ସଙ୍ଗୀତଜ୍ଞମାନେ ପ୍ରଭୁ ଶ୍ରୀରାମଙ୍କ ଉପରେ ଭଜନ, ଜଣାଣ ପ୍ରସ୍ତୁତ କରି ସାମାଜିକ ଗଣମାଧ୍ୟମରେ ଛାଡ଼ୁଛନ୍ତି । ପ୍ରଧାନମନ୍ତ୍ରୀ ନିଜେ ମଧ୍ୟ ବିଭିନ୍ନ ଭାଷାରେ ପ୍ରସ୍ତୁତ ରାମ ଭଜନର ୟୁଟ୍ୟୁବ୍‌ ଲିଙ୍କ୍‌ ସାମାଜିକ ଗଣମାଧ୍ୟମରେ ଛାଡ଼ିଛନ୍ତି । ଏହିକ୍ରମରେ ନମିତା ଅଗ୍ରୱାଲଙ୍କ ଗୀତକୁ ବି ଛାଡ଼ିଛନ୍ତି […]

ଭୁବନେଶ୍ୱର: ଆସନ୍ତା ୨୨ ତାରିଖରେ ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ପ୍ରତିଷ୍ଠା ହେବ। ସମସ୍ତେ ସେହି ଦିନକୁ ଅପେକ୍ଷା କରିଛନ୍ତି।  ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ଦେଶର ବିଶିଷ୍ଟ କଣ୍ଠଶିଳ୍ପୀ ଓ ସଙ୍ଗୀତଜ୍ଞମାନେ ପ୍ରଭୁ ଶ୍ରୀରାମଙ୍କ ଉପରେ ଭଜନ, ଜଣାଣ ପ୍ରସ୍ତୁତ କରି ସାମାଜିକ ଗଣମାଧ୍ୟମରେ ଛାଡ଼ୁଛନ୍ତି । ପ୍ରଧାନମନ୍ତ୍ରୀ ନିଜେ ମଧ୍ୟ ବିଭିନ୍ନ ଭାଷାରେ ପ୍ରସ୍ତୁତ ରାମ ଭଜନର ୟୁଟ୍ୟୁବ୍‌ ଲିଙ୍କ୍‌ ସାମାଜିକ ଗଣମାଧ୍ୟମରେ ଛାଡ଼ିଛନ୍ତି । ଏହିକ୍ରମରେ ନମିତା ଅଗ୍ରୱାଲଙ୍କ ଗୀତକୁ ବି ଛାଡ଼ିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଗୀତିଟିର ଶୀର୍ଷକଟି ହେଉଛି –  ‘ସାରା ଅଯୋଧ୍ୟା ନଗରୀ ନାଚେ ସଜେଇ ହୋଇ ପ୍ରଭୁ ରାମଙ୍କୁ ପାଇ ’ ।  ଓଡ଼ିଆ ଭାଷାରେ ପ୍ରସ୍ତୁତ ଏହି ଗୀତଟି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପସନ୍ଦ ଆସିଛି । ସେ ଗୀତର ଉଚ୍ଚ ପ୍ରଶଂସା କରିଛନ୍ତି । ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଗୀତଟିକୁ ପୋଷ୍ଟ କରି ଉଲ୍ଲେଖ କରିଛନ୍ତି, ‘ଭାରତର ପ୍ରତ୍ୟେକ ଭାଗରେ ପ୍ରଭୁ ଶ୍ରୀରାମଙ୍କ ପ୍ରତି ଭକ୍ତି ଅଛି । ପ୍ରତ୍ୟେକ ଭାଷାରେ ଆପଣ ତାଙ୍କ ପାଇଁ ଉତ୍ସର୍ଗୀକୃତ ଅନେକ ଭଜନ ପାଇବେ । ଓଡ଼ିଆରେ ଏହିପରି ଗୋଟିଏ ପ୍ରୟାସ ।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

19 Jan 2024 By The Sakala

ନମିତା ଅଗ୍ରୱାଲଙ୍କ ଓଡ଼ିଆ ରାମ ଭଜନର ଭିଡିଓ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱର: ଆସନ୍ତା ୨୨ ତାରିଖରେ ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ପ୍ରତିଷ୍ଠା ହେବ। ସମସ୍ତେ ସେହି ଦିନକୁ ଅପେକ୍ଷା କରିଛନ୍ତି।  ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ଦେଶର ବିଶିଷ୍ଟ କଣ୍ଠଶିଳ୍ପୀ ଓ ସଙ୍ଗୀତଜ୍ଞମାନେ ପ୍ରଭୁ ଶ୍ରୀରାମଙ୍କ ଉପରେ ଭଜନ, ଜଣାଣ ପ୍ରସ୍ତୁତ କରି ସାମାଜିକ ଗଣମାଧ୍ୟମରେ ଛାଡ଼ୁଛନ୍ତି । ପ୍ରଧାନମନ୍ତ୍ରୀ ନିଜେ ମଧ୍ୟ ବିଭିନ୍ନ ଭାଷାରେ ପ୍ରସ୍ତୁତ ରାମ ଭଜନର ୟୁଟ୍ୟୁବ୍‌ ଲିଙ୍କ୍‌ ସାମାଜିକ ଗଣମାଧ୍ୟମରେ ଛାଡ଼ିଛନ୍ତି । ଏହିକ୍ରମରେ ନମିତା ଅଗ୍ରୱାଲଙ୍କ ଗୀତକୁ ବି ଛାଡ଼ିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଗୀତିଟିର ଶୀର୍ଷକଟି ହେଉଛି –  ‘ସାରା ଅଯୋଧ୍ୟା ନଗରୀ ନାଚେ ସଜେଇ ହୋଇ ପ୍ରଭୁ ରାମଙ୍କୁ ପାଇ ’ ।  ଓଡ଼ିଆ ଭାଷାରେ ପ୍ରସ୍ତୁତ ଏହି ଗୀତଟି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପସନ୍ଦ ଆସିଛି । ସେ ଗୀତର ଉଚ୍ଚ ପ୍ରଶଂସା କରିଛନ୍ତି । ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଗୀତଟିକୁ ପୋଷ୍ଟ କରି ଉଲ୍ଲେଖ କରିଛନ୍ତି, ‘ଭାରତର ପ୍ରତ୍ୟେକ ଭାଗରେ ପ୍ରଭୁ ଶ୍ରୀରାମଙ୍କ ପ୍ରତି ଭକ୍ତି ଅଛି । ପ୍ରତ୍ୟେକ ଭାଷାରେ ଆପଣ ତାଙ୍କ ପାଇଁ ଉତ୍ସର୍ଗୀକୃତ ଅନେକ ଭଜନ ପାଇବେ । ଓଡ଼ିଆରେ ଏହିପରି ଗୋଟିଏ ପ୍ରୟାସ ।

https://www.thesakala.in/latest-odisha-news/pm-modi-shared-a-video-of-namita-agarwals-odia-ram-bhajan/article-29247
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର