ଆଜି ଅପରାହ୍ଣରେ ପୁରୀ ଯିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ପୁରୀ: ଆଜି ଅପରାହ୍ଣରେ ପୁରୀ ଯିବେ ମୁଖ୍ୟମନ୍ତ୍ରୀ । ମହାପ୍ରଭୁଙ୍କୁ ଦର୍ଶନ କରି ଶ୍ରୀଜଗନ୍ନାଥ ବଲ୍ଲଭ ପ୍ରମୋଦ ଉଦ୍ୟାନ ବୁଲି ଦେଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶ୍ରୀଦାଣ୍ଡ ଦେଇ ଶ୍ରୀମନ୍ଦିର ଯିବେ ନବୀନ । ମହାପ୍ରଭୁଙ୍କୁ ଦର୍ଶନ କରି ଫେରିବା ବାଟରେ ଶ୍ରୀଜଗନ୍ନାଥ ସଂସ୍କୃତି ଆଧାରିତ ପ୍ରଦର୍ଶନୀ ଦେଖିବେ ନବୀ । ଗତ ୧୭ ତାରିଖରେ ଲୋକାର୍ପିତ ହୋଇଥିଲା ପରିକ୍ରମା ପ୍ରକଳ୍ପ । ଲୋକାର୍ପଣ ପରେ ପରିକ୍ରମା ମାର୍ଗରେ ପଦକ୍ଷିଣ କରିଥିଲେ ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଦୟାନଦୀ କୂଳରେ ଶାନ୍ତିର ପ୍ରତୀକ ଭଗବାନ ଗୌତମ ବୁଦ୍ଧଙ୍କ ବିରାଟକାୟ ବାଲୁକାକଳା

23 Jan 2024 By The Sakala

ଆଜି ଅପରାହ୍ଣରେ ପୁରୀ ଯିବେ ମୁଖ୍ୟମନ୍ତ୍ରୀ

ପୁରୀ: ଆଜି ଅପରାହ୍ଣରେ ପୁରୀ ଯିବେ ମୁଖ୍ୟମନ୍ତ୍ରୀ । ମହାପ୍ରଭୁଙ୍କୁ ଦର୍ଶନ କରି ଶ୍ରୀଜଗନ୍ନାଥ ବଲ୍ଲଭ ପ୍ରମୋଦ ଉଦ୍ୟାନ ବୁଲି ଦେଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶ୍ରୀଦାଣ୍ଡ ଦେଇ ଶ୍ରୀମନ୍ଦିର ଯିବେ ନବୀନ । ମହାପ୍ରଭୁଙ୍କୁ ଦର୍ଶନ କରି ଫେରିବା ବାଟରେ ଶ୍ରୀଜଗନ୍ନାଥ ସଂସ୍କୃତି ଆଧାରିତ ପ୍ରଦର୍ଶନୀ ଦେଖିବେ ନବୀ । ଗତ ୧୭ ତାରିଖରେ ଲୋକାର୍ପିତ ହୋଇଥିଲା ପରିକ୍ରମା ପ୍ରକଳ୍ପ । ଲୋକାର୍ପଣ ପରେ ପରିକ୍ରମା ମାର୍ଗରେ ପଦକ୍ଷିଣ କରିଥିଲେ ମୁଖ୍ୟମନ୍ତ୍ରୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର