ଦ୍ବାରଶୁଣି ଘାଟିରେ ସଡ଼କ ଦୁର୍ଘଟଣା ଘଟଣା: ମୃତକଙ୍କ ପରିବାରକୁ ୩ଲକ୍ଷ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ମୟୁରଭଞ୍ଜ: ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଆଜି ଏକ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି | ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି […]
ମୟୁରଭଞ୍ଜ: ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଆଜି ଏକ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି | ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।