ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ, ୮ରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ ହେବ । ଏଥିପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ଓଡ଼ିଶାରେ ଖାଲି ହେଉଥିବା ୩ଟି ଆସନ ଲାଗି ନିର୍ବାଚନ ହେବ । ବିଜେପି ନେତା ଅଶ୍ୱିନୀ ବୈଷ୍ଣବ, ବିଜେଡି ନେତା ପ୍ରଶାନ୍ତ ନନ୍ଦ ଏବଂ ଅମର ପଟ୍ଟନାୟକଙ୍କ ରାଜ୍ୟସଭା କାର୍ଯ୍ୟକାଳ ଏପ୍ରିଲ ୩ରେ ଶେଷ ହେବାକୁ ଯାଉଛି । ରାଜ୍ୟସଭା ନିର୍ବାଚନ ପାଇଁ ଫେବ୍ରୁଆରୀ ୮ରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି । । [wp-embedder-pack […]

ଭୁବନେଶ୍ୱର: ଆସନ୍ତା ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ ହେବ । ଏଥିପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ଓଡ଼ିଶାରେ ଖାଲି ହେଉଥିବା ୩ଟି ଆସନ ଲାଗି ନିର୍ବାଚନ ହେବ । ବିଜେପି ନେତା ଅଶ୍ୱିନୀ ବୈଷ୍ଣବ, ବିଜେଡି ନେତା ପ୍ରଶାନ୍ତ ନନ୍ଦ ଏବଂ ଅମର ପଟ୍ଟନାୟକଙ୍କ ରାଜ୍ୟସଭା କାର୍ଯ୍ୟକାଳ ଏପ୍ରିଲ ୩ରେ ଶେଷ ହେବାକୁ ଯାଉଛି । ରାଜ୍ୟସଭା ନିର୍ବାଚନ ପାଇଁ ଫେବ୍ରୁଆରୀ ୮ରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି । ।

ଆହୁରି ପଢ଼ନ୍ତୁ: ଏଣିକି ଯୋଜନା ବୋର୍ଡ ବଦଳରେ ହେବ SITI ଓଡ଼ିଶା, ସରକାରଙ୍କ ଥିଙ୍କ ଟ୍ୟାଙ୍କ ଭାବରେ କାର୍ଯ୍ୟ କରିବ

[wp-embedder-pack width=”100%” height=”400px” download=”all” download-text=”” attachment_id=”113243″ /]

ଆହୁରି ପଢ଼ନ୍ତୁ: ଲୋକ ଭବନରେ ୨ ଆଇଆର୍‌ଏସ୍‌ ଅଧିକାରୀଙ୍କ ଉପରେ ଦୁର୍ବ୍ୟବହାର ଘଟଣା, ନିନ୍ଦା କଲା ବିଜେଡି

ଫେବ୍ରୁଆରୀ ୧୫ରେ ନାମାଙ୍କନ ଦାଖଲର ଶେଷ ତାରିଖ, ୧୬ରେ ଯାଞ୍ଚ ଏବଂ ୨୦ରେ ନାମାଙ୍କନ ପ୍ରତ୍ୟାହାର ଶେଷ ତାରିଖ ରହିଛି । ଏଥିସହ ମୋଟ ୧୫ ରାଜ୍ୟରେ ୫୬ଟି ଆସନ ଲାଗି ନିର୍ବାଚନ ହେବ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ପୀଡିତା ସମସ୍ତ ପ୍ରମାଣ ଦେଇସାରିଥିଲେ ମଧ୍ୟ ଖଣ୍ଡପଡ଼ା ଏସ୍‌ଡିପିଓ ଗିରଫ ହେଉନାହାନ୍ତି କାହିଁକି: ବିଜେଡି

29 Jan 2024 By The Sakala

ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ, ୮ରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର: ଆସନ୍ତା ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ ହେବ । ଏଥିପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ଓଡ଼ିଶାରେ ଖାଲି ହେଉଥିବା ୩ଟି ଆସନ ଲାଗି ନିର୍ବାଚନ ହେବ । ବିଜେପି ନେତା ଅଶ୍ୱିନୀ ବୈଷ୍ଣବ, ବିଜେଡି ନେତା ପ୍ରଶାନ୍ତ ନନ୍ଦ ଏବଂ ଅମର ପଟ୍ଟନାୟକଙ୍କ ରାଜ୍ୟସଭା କାର୍ଯ୍ୟକାଳ ଏପ୍ରିଲ ୩ରେ ଶେଷ ହେବାକୁ ଯାଉଛି । ରାଜ୍ୟସଭା ନିର୍ବାଚନ ପାଇଁ ଫେବ୍ରୁଆରୀ ୮ରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି । ।

ଫେବ୍ରୁଆରୀ ୧୫ରେ ନାମାଙ୍କନ ଦାଖଲର ଶେଷ ତାରିଖ, ୧୬ରେ ଯାଞ୍ଚ ଏବଂ ୨୦ରେ ନାମାଙ୍କନ ପ୍ରତ୍ୟାହାର ଶେଷ ତାରିଖ ରହିଛି । ଏଥିସହ ମୋଟ ୧୫ ରାଜ୍ୟରେ ୫୬ଟି ଆସନ ଲାଗି ନିର୍ବାଚନ ହେବ ବୋଲି ଜଣାପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର