ବିଧାନସଭାର ଶେଷ ଅଧିବେଶନ ଲାଗି ଫେବ୍ରୁଆରୀ ୪ରେ ବସିବ ସର୍ବଦଳୀୟ ବୈଠକ

The Sakala Picture
Published On

ଭୁବନେଶ୍ୱର : ଆସନ୍ତା ୫ ତାରିଖରୁ ବସିବ ଷୋଡଶ ବିଧାନସଭାର ୧୫ ତମ ଅଧିବେଶନ। ଫେବ୍ରୁଆରୀ ୫ରୁ ୧୩ ପର୍ଯ୍ୟନ୍ତ ଅଧିବେଶନ ଚାଲିବ । ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ ରହିଛି। କାମଚଳା ବଜେଟ ମଧ୍ୟ ରହିଛି । ଅଧିବେଶନକୁ ସୁରୁଖୁରୁରେ ଶେଷ କରିବା ପାଇଁ ଆସନ୍ତା ୪ତାରିଖ ସନ୍ଧ୍ୟାରେ ସର୍ବଦଳୀୟ ବୈଠକ ବସିବ। ଏ ନେଇ ସୂଚନା ଦେଇଛନ୍ତି ଶାସକ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ।ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସୁଥିବା ସର୍ବଦଳୀୟ ବୈଠକରେ […]

ଭୁବନେଶ୍ୱର : ଆସନ୍ତା ୫ ତାରିଖରୁ ବସିବ ଷୋଡଶ ବିଧାନସଭାର ୧୫ ତମ ଅଧିବେଶନ। ଫେବ୍ରୁଆରୀ ୫ରୁ ୧୩ ପର୍ଯ୍ୟନ୍ତ ଅଧିବେଶନ ଚାଲିବ । ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ ରହିଛି। କାମଚଳା ବଜେଟ ମଧ୍ୟ ରହିଛି । ଅଧିବେଶନକୁ ସୁରୁଖୁରୁରେ ଶେଷ କରିବା ପାଇଁ ଆସନ୍ତା ୪ତାରିଖ ସନ୍ଧ୍ୟାରେ ସର୍ବଦଳୀୟ ବୈଠକ ବସିବ। ଏ ନେଇ ସୂଚନା ଦେଇଛନ୍ତି ଶାସକ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ।ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସୁଥିବା ସର୍ବଦଳୀୟ ବୈଠକରେ ଶାସକ ଓ ବିରୋଧିଙ୍କ ସହଯୋଗ ଲୋଡିବେ ବାଚସ୍ପତି ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

ସେପଟେ ବିଧାନସଭା ଅଧିବେଶନ ପାଇଁ ଆସନ୍ତା ୫ ତାରିଖ ଦିନ ବିଜେଡି ବିଧାୟକ ଦଳ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ବୈଠକ ବସିବ । କେଉଁ କେଉଁ ପ୍ରସଙ୍ଗକୁ ଗୃହରେ ଶାସକ ଦଳ ଉଠାଇବ, ସେନେଇ ରଣନୀତି ପ୍ରସ୍ତୁତ କରାଯିବ । ଏହାସହ ବିରୋଧୀ ମାନେ ଯେଉଁ ପ୍ରସଙ୍ଗ ଉଠାଇବେ ତାର ଗଠନ ମୂଳକ ଜବାବ ଦେବା ପାଇଁ ବୈଠକରେ ଆଲୋଚନା କରାଯିବ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

30 Jan 2024 By The Sakala

ବିଧାନସଭାର ଶେଷ ଅଧିବେଶନ ଲାଗି ଫେବ୍ରୁଆରୀ ୪ରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର : ଆସନ୍ତା ୫ ତାରିଖରୁ ବସିବ ଷୋଡଶ ବିଧାନସଭାର ୧୫ ତମ ଅଧିବେଶନ। ଫେବ୍ରୁଆରୀ ୫ରୁ ୧୩ ପର୍ଯ୍ୟନ୍ତ ଅଧିବେଶନ ଚାଲିବ । ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ ରହିଛି। କାମଚଳା ବଜେଟ ମଧ୍ୟ ରହିଛି । ଅଧିବେଶନକୁ ସୁରୁଖୁରୁରେ ଶେଷ କରିବା ପାଇଁ ଆସନ୍ତା ୪ତାରିଖ ସନ୍ଧ୍ୟାରେ ସର୍ବଦଳୀୟ ବୈଠକ ବସିବ। ଏ ନେଇ ସୂଚନା ଦେଇଛନ୍ତି ଶାସକ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ।ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସୁଥିବା ସର୍ବଦଳୀୟ ବୈଠକରେ ଶାସକ ଓ ବିରୋଧିଙ୍କ ସହଯୋଗ ଲୋଡିବେ ବାଚସ୍ପତି ।

ସେପଟେ ବିଧାନସଭା ଅଧିବେଶନ ପାଇଁ ଆସନ୍ତା ୫ ତାରିଖ ଦିନ ବିଜେଡି ବିଧାୟକ ଦଳ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ବୈଠକ ବସିବ । କେଉଁ କେଉଁ ପ୍ରସଙ୍ଗକୁ ଗୃହରେ ଶାସକ ଦଳ ଉଠାଇବ, ସେନେଇ ରଣନୀତି ପ୍ରସ୍ତୁତ କରାଯିବ । ଏହାସହ ବିରୋଧୀ ମାନେ ଯେଉଁ ପ୍ରସଙ୍ଗ ଉଠାଇବେ ତାର ଗଠନ ମୂଳକ ଜବାବ ଦେବା ପାଇଁ ବୈଠକରେ ଆଲୋଚନା କରାଯିବ।

https://www.thesakala.in/latest-odisha-news/all-party-meeting-will-be-held-on-feb-4-for-the-last-session-of-the-assembly/article-29521
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର