ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୩୪୦୫ ପଜିଟିଭ

The Sakala Picture
Published On

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୪୨ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୪୬୩ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୫୯୫୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୫୦୦ […]

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୪୨ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୪୬୩ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୫୯୫୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୫୦୦ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: ସାପ କାମୁଡ଼ିବା ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ

ଅନୁଗୁଳରୁ ୧୮୩ , ବାଲେଶ୍ୱରରୁ ୨୯୬, ବରଗଡ଼ ୬୬, ଭଦ୍ରକ ୧୭୯, ବଲାଙ୍ଗୀର ୧୮ , ବୌଦ୍ଧ ୫୯, କଟକ ୨୩୦, ଦେବଗଡ଼ ୨୩, ଢେଙ୍କାନାଳ ୫୪, ଗଜପତି ୫୮, ଗଞ୍ଜାମ ୩୬, ଜଗତସିଂହପୁର ୧୨୯, ଯାଜପୁର ୩୯୧, ଝାରସୁଗୁଡ଼ା ୯, କଳାହାଣ୍ଡି ୫୪ , କନ୍ଧମାଳ ୫୫, କେନ୍ଦ୍ରାପଡ଼ା ୭୩, କେନ୍ଦୁଝର ୮୯, କୋରାପୁଟ ୬୩, ମାଲକାନଗିରି ୭୨ , ମୟୂରଭଞ୍ଜ ୧୮୭, ନବରଙ୍ଗପୁର ୮୩, ନୟାଗଡ଼ ୯୭, ନୂଆପଡ଼ା ୨୮, ପୁରୀ ୧୪୧, ରାୟଗଡ଼ା ୪୫, ସମ୍ୱଲପୁର ୩୮, ସୋନପୁର ୨୫ , ସୁନ୍ଦରଗଡ଼ ୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର