ବର୍ବରା ସେକସନ୍‌ ଖରିଆପଲ୍ଲୀ ଜଙ୍ଗଲରୁ ଦନ୍ତା ହାତୀର ମୃତଦେହ ଠାବ

The Sakala Picture
Published On

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ରେଞ୍ଜ ଅନ୍ତର୍ଗତ ବରବରା ସେକ୍ସନ ଅଧିନ ଖରିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଏକ ଦନ୍ତା ହାତୀର ମୃତ୍ୟୁଦେହ ପଡିଥିବାର ଦେଖି ବାକୁ ମିଳିଛି। ମୃତ ହାତୀର ଆନୁମାନିକ ବୟସ ୨୫ରୁ ୩୦ ବର୍ଷ ହେବ ବୋଲି ଜଣାପଡ଼ିଛି। ଖବର ପାଇ ବିଭାଗୀୟ ଡ଼ିଏଫଓ ପୂର୍ଣ୍ଣିମା ପାଣ୍ଡିଆନ ସଦଳବଳେ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ତଦନ୍ତ ପରେ ମୃତ୍ୟୁର କାରଣ ସଠିକ୍ ଜଣା ପଡିବ ବୋଲି […]

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ରେଞ୍ଜ ଅନ୍ତର୍ଗତ ବରବରା ସେକ୍ସନ ଅଧିନ ଖରିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଏକ ଦନ୍ତା ହାତୀର ମୃତ୍ୟୁଦେହ ପଡିଥିବାର ଦେଖି ବାକୁ ମିଳିଛି। ମୃତ ହାତୀର ଆନୁମାନିକ ବୟସ ୨୫ରୁ ୩୦ ବର୍ଷ ହେବ ବୋଲି ଜଣାପଡ଼ିଛି। ଖବର ପାଇ ବିଭାଗୀୟ ଡ଼ିଏଫଓ ପୂର୍ଣ୍ଣିମା ପାଣ୍ଡିଆନ ସଦଳବଳେ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ତଦନ୍ତ ପରେ ମୃତ୍ୟୁର କାରଣ ସଠିକ୍ ଜଣା ପଡିବ ବୋଲି ଡିଏଫଓ ପୂର୍ଣ୍ଣିମା ପାଣ୍ଡିଆନ କହିଛନ୍ତି।

ଆହୁରି ପଢ଼ନ୍ତୁ: ଗାଧୋଇବା ହେଲା କାଳ, ପୋଖରୀରେ ବୁଡି ଦୁଇ ନାବାଳିକା ମୃତ

02 Feb 2024 By The Sakala

ବର୍ବରା ସେକସନ୍‌ ଖରିଆପଲ୍ଲୀ ଜଙ୍ଗଲରୁ ଦନ୍ତା ହାତୀର ମୃତଦେହ ଠାବ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ରେଞ୍ଜ ଅନ୍ତର୍ଗତ ବରବରା ସେକ୍ସନ ଅଧିନ ଖରିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଏକ ଦନ୍ତା ହାତୀର ମୃତ୍ୟୁଦେହ ପଡିଥିବାର ଦେଖି ବାକୁ ମିଳିଛି। ମୃତ ହାତୀର ଆନୁମାନିକ ବୟସ ୨୫ରୁ ୩୦ ବର୍ଷ ହେବ ବୋଲି ଜଣାପଡ଼ିଛି। ଖବର ପାଇ ବିଭାଗୀୟ ଡ଼ିଏଫଓ ପୂର୍ଣ୍ଣିମା ପାଣ୍ଡିଆନ ସଦଳବଳେ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ତଦନ୍ତ ପରେ ମୃତ୍ୟୁର କାରଣ ସଠିକ୍ ଜଣା ପଡିବ ବୋଲି ଡିଏଫଓ ପୂର୍ଣ୍ଣିମା ପାଣ୍ଡିଆନ କହିଛନ୍ତି।

https://www.thesakala.in/latest-odisha-news/dead-body-of-the-elephant-was-recovered-from-the-forest/article-29604
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର