ସମ୍ବଲପୁରରେ IIMର ନୂଆ କ୍ୟାମ୍ପସ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

The Sakala Picture
Published On

ସମ୍ବଲପୁର: ଓଡିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଞ୍ଚିଥିଲେ । ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ଏହାପରେ ସେଠାରୁ ପ୍ରଧାନମନ୍ତ୍ରୀ ବାୟୁସେନାର ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ସମ୍ବଲପୁରରେ ପହଞ୍ଚିଥିଲେ । ସମ୍ୱଲପୁର ଯାଇ ସେଠାରେ ୪୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ IIMର ନୂଆ କ୍ୟାମ୍ପସ ଉଦଘାଟନ କରିଥିଲେ ପ୍ରଧାନମନ୍ତ୍ରୀ । ଏହା ସହ ୬୮ ହଜାର […]

ସମ୍ବଲପୁର: ଓଡିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଞ୍ଚିଥିଲେ । ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ଏହାପରେ ସେଠାରୁ ପ୍ରଧାନମନ୍ତ୍ରୀ ବାୟୁସେନାର ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ସମ୍ବଲପୁରରେ ପହଞ୍ଚିଥିଲେ । ସମ୍ୱଲପୁର ଯାଇ ସେଠାରେ ୪୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ IIMର ନୂଆ କ୍ୟାମ୍ପସ ଉଦଘାଟନ କରିଥିଲେ ପ୍ରଧାନମନ୍ତ୍ରୀ । ଏହା ସହ ୬୮ ହଜାର କୋଟି ବ୍ୟୟ ଅଟକଳରେ ପ୍ରାୟ ୧୮ଟି ପ୍ରକଳ୍ପର ଲୋକାର୍ପଣ ଏବଂ ଶିଳାନ୍ୟାସ କରିଛନ୍ତି ମୋଦୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ସ୍ଥାନୀୟ ସାଂସଦ, ବିଧାୟକ ଓ ଆଇଆଇଏମ୍ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

03 Feb 2024 By The Sakala

ସମ୍ବଲପୁରରେ IIMର ନୂଆ କ୍ୟାମ୍ପସ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

ସମ୍ବଲପୁର: ଓଡିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଞ୍ଚିଥିଲେ । ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ଏହାପରେ ସେଠାରୁ ପ୍ରଧାନମନ୍ତ୍ରୀ ବାୟୁସେନାର ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ସମ୍ବଲପୁରରେ ପହଞ୍ଚିଥିଲେ । ସମ୍ୱଲପୁର ଯାଇ ସେଠାରେ ୪୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ IIMର ନୂଆ କ୍ୟାମ୍ପସ ଉଦଘାଟନ କରିଥିଲେ ପ୍ରଧାନମନ୍ତ୍ରୀ । ଏହା ସହ ୬୮ ହଜାର କୋଟି ବ୍ୟୟ ଅଟକଳରେ ପ୍ରାୟ ୧୮ଟି ପ୍ରକଳ୍ପର ଲୋକାର୍ପଣ ଏବଂ ଶିଳାନ୍ୟାସ କରିଛନ୍ତି ମୋଦୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ସ୍ଥାନୀୟ ସାଂସଦ, ବିଧାୟକ ଓ ଆଇଆଇଏମ୍ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ ।

https://www.thesakala.in/latest-odisha-news/prime-minister-inaugurated-the-new-campus-of-iim-in-sambalpur/article-29630
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର