ପୋଡ଼ିୟମ ଚଢ଼ି ବାଚସ୍ପତିଙ୍କ ମାଇକ ଭାଙ୍ଗିଲେ ବିଜେପି ବିଧାୟକ

The Sakala Picture
Published On

ଭୁବନେଶ୍ବର: ବିଧାନସଭା ବଜେଟ ଅଧିବେଶନର ଆଜି ତୃତୀୟ ଦିନ । ବିଧାନସଭାରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଓ ହୋହଲ୍ଲା ଯୋଗୁଁ ଗୃହ ବାରମ୍ବାର ମୁଲତବି ରହିଥିବାର ଦେଖିବାକୁ ମିଳିଛି। ଏହାରି ମଧ୍ୟର ସବୁ ସୀମା ଟପିଛି ରାଜ୍ୟ ବିଜେପି। ପ୍ରତିବାଦ ଜଣାଇବାକୁ ଯାଇ ବାଚସ୍ପତିଙ୍କ ପୋଡ଼ିୟମ ଚଢ଼ି ମାଇକ ଭାଙ୍ଗିଛନ୍ତି ବିଜେପି ବିଧାୟକ ନାଉରୀ ନାଏକ । ପ୍ରବଳ ହଟ୍ଟଗୋଳ ପାଇଁ ବାଚସ୍ପତି ପ୍ରମିଳା ମଲ୍ଲିକ ଗୃହକୁ ଏକ ଘଣ୍ଟା ମୁଲତବି ରଖିଛନ୍ତି।

ଆହୁରି ପଢ଼ନ୍ତୁ: ୧୪ରେ ଆସୁଛି ଆଉ ଏକ ଲଘୁଚାପ ! ସେପ୍ଟେମ୍ବର ୮ରୁ ରାଜ୍ୟରେ ପୁଣି ବଢିବ ବର୍ଷା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର