ବିଜେଡିରେ ସାମିଲ ହେଲେ ବିଜେପି ଓ କଂଗ୍ରେସର ଶତାଧିକ କର୍ମୀ

The Sakala Picture
Published On

ଭୁବନେଶ୍ୱର: ବାଲେଶ୍ବର ନୀଳଗିରି ଅଞ୍ଚଳରେ ବିଜେପି ଓ କଂଗ୍ରେସ ଛାଡି ବିଜେଡିରେ ସାମିଲ ହୋଇଛନ୍ତି ଶତାଧିକ କର୍ମୀ। ଶଙ୍ଖ ଭବନରେ ବିଜେଡିର ବରିଷ୍ଠ ମନ୍ତ୍ରୀ ତଥା ବାଲେଶ୍ଵର ବିଜେଡି ପର୍ଯ୍ୟବେକ୍ଷକ ପ୍ରତାପ କେଶରୀ ଦେବଙ୍କ ଉପସ୍ଥିତିରେ ୩୨ଜଣ ପ୍ରମୁଖ ନେତା ସାମିଲ ହୋଇଛନ୍ତି। ଶିଶିର ମହାପାତ୍ର ଫାଉଣ୍ଡେସନ ସଭାପତି ସବ୍ୟସାଚୀ ମହାପାତ୍ର, ନୀଳଗିରି ମ୍ୟୁନିସିପାଲିଟିର ୬ ନମ୍ବର ଓ୍ବାର୍ଡର କାଉନସିଲର ପ୍ରତାପ ସେଠୀ, ନୀଳଗିରି ବ୍ଳକ ପୂର୍ବତନ ଅଧ୍ୟକ୍ଷା ଝରଣା ସିଂ, ପୂର୍ବତନ ସରପଞ୍ଚ ମଧୁସ୍ମିତା ସିଂ, […]

ଭୁବନେଶ୍ୱର: ବାଲେଶ୍ବର ନୀଳଗିରି ଅଞ୍ଚଳରେ ବିଜେପି ଓ କଂଗ୍ରେସ ଛାଡି ବିଜେଡିରେ ସାମିଲ ହୋଇଛନ୍ତି ଶତାଧିକ କର୍ମୀ। ଶଙ୍ଖ ଭବନରେ ବିଜେଡିର ବରିଷ୍ଠ ମନ୍ତ୍ରୀ ତଥା ବାଲେଶ୍ଵର ବିଜେଡି ପର୍ଯ୍ୟବେକ୍ଷକ ପ୍ରତାପ କେଶରୀ ଦେବଙ୍କ ଉପସ୍ଥିତିରେ ୩୨ଜଣ ପ୍ରମୁଖ ନେତା ସାମିଲ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: କୃଷ୍ଣପ୍ରସାଦରେ ମହାସମାରୋହରେ ଚାଲିଛି ଦ୍ୱିତୀୟ ବାଲିଯାତ୍ରା: ସାଂସ୍କୃତିକ କାର୍ଯ୍ୟକ୍ରମ ସହ ବଣ୍ଟାଯାଉଛି ଟଙ୍କ ତୋରାଣି

ଶିଶିର ମହାପାତ୍ର ଫାଉଣ୍ଡେସନ ସଭାପତି ସବ୍ୟସାଚୀ ମହାପାତ୍ର, ନୀଳଗିରି ମ୍ୟୁନିସିପାଲିଟିର ୬ ନମ୍ବର ଓ୍ବାର୍ଡର କାଉନସିଲର ପ୍ରତାପ ସେଠୀ, ନୀଳଗିରି ବ୍ଳକ ପୂର୍ବତନ ଅଧ୍ୟକ୍ଷା ଝରଣା ସିଂ, ପୂର୍ବତନ ସରପଞ୍ଚ ମଧୁସ୍ମିତା ସିଂ, ବିଜେପି ଜିଲ୍ଲା ପରିଷଦ ପ୍ରାର୍ଥୀ ଅର୍ଜୁନ ମାରାଣ୍ଡିଙ୍କ ସମେତ ଏକାଧିକ କଂଗ୍ରେସ ଓ ବିଜେପି କର୍ମୀ ବିଜେଡିରେ ଯୋଗ ଦେଇଛନ୍ତି। ବିଜେଡି ନେତା ସନ୍ତୋଷ ଖଟୁଆଙ୍କ ନେତୃତ୍ୱରେ ନେତା ଓ କର୍ମୀମାନେ ଦଳରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ବିଜେଡି ବାଲେଶ୍ଵର ପର୍ଯ୍ୟବେକ୍ଷକ ପ୍ରତାପ ଦେବ ସମସ୍ତଙ୍କୁ ଉତ୍ତରୀୟ ପିନ୍ଧେଇ ଦଳକୁ ସ୍ବାଗତ କରିଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୋଟ୍ ତାଲିକାରୁ କଟିଛି ୯ ଲକ୍ଷ ୮୦ ହଜାର ଭୋଟରଙ୍କ ନାଁ, ତୃଣମୂଳ ସ୍ତରରେ ଯାଞ୍ଚ ହୋଇନଥିବା ଅଭିଯୋଗ

୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ନୀଳଗିରି ଗସ୍ତ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ କାର୍ଯ୍ୟ ଓ ସ୍ଵଚ୍ଛ ଭାବମୂର୍ତ୍ତିରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡିରେ ଏହି ସବୁ ସଦସ୍ୟ ସାମିଲ ହେବା ପରେ ଦଳ ଆହୁରି ମଜଭୁତ ହୋଇଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ହସ୍ପିଟାଲର ସେକ୍ସନ ଅଫିସର୍, ୨୫୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

07 Feb 2024 By The Sakala

ବିଜେଡିରେ ସାମିଲ ହେଲେ ବିଜେପି ଓ କଂଗ୍ରେସର ଶତାଧିକ କର୍ମୀ

ଭୁବନେଶ୍ୱର: ବାଲେଶ୍ବର ନୀଳଗିରି ଅଞ୍ଚଳରେ ବିଜେପି ଓ କଂଗ୍ରେସ ଛାଡି ବିଜେଡିରେ ସାମିଲ ହୋଇଛନ୍ତି ଶତାଧିକ କର୍ମୀ। ଶଙ୍ଖ ଭବନରେ ବିଜେଡିର ବରିଷ୍ଠ ମନ୍ତ୍ରୀ ତଥା ବାଲେଶ୍ଵର ବିଜେଡି ପର୍ଯ୍ୟବେକ୍ଷକ ପ୍ରତାପ କେଶରୀ ଦେବଙ୍କ ଉପସ୍ଥିତିରେ ୩୨ଜଣ ପ୍ରମୁଖ ନେତା ସାମିଲ ହୋଇଛନ୍ତି।

ଶିଶିର ମହାପାତ୍ର ଫାଉଣ୍ଡେସନ ସଭାପତି ସବ୍ୟସାଚୀ ମହାପାତ୍ର, ନୀଳଗିରି ମ୍ୟୁନିସିପାଲିଟିର ୬ ନମ୍ବର ଓ୍ବାର୍ଡର କାଉନସିଲର ପ୍ରତାପ ସେଠୀ, ନୀଳଗିରି ବ୍ଳକ ପୂର୍ବତନ ଅଧ୍ୟକ୍ଷା ଝରଣା ସିଂ, ପୂର୍ବତନ ସରପଞ୍ଚ ମଧୁସ୍ମିତା ସିଂ, ବିଜେପି ଜିଲ୍ଲା ପରିଷଦ ପ୍ରାର୍ଥୀ ଅର୍ଜୁନ ମାରାଣ୍ଡିଙ୍କ ସମେତ ଏକାଧିକ କଂଗ୍ରେସ ଓ ବିଜେପି କର୍ମୀ ବିଜେଡିରେ ଯୋଗ ଦେଇଛନ୍ତି। ବିଜେଡି ନେତା ସନ୍ତୋଷ ଖଟୁଆଙ୍କ ନେତୃତ୍ୱରେ ନେତା ଓ କର୍ମୀମାନେ ଦଳରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ବିଜେଡି ବାଲେଶ୍ଵର ପର୍ଯ୍ୟବେକ୍ଷକ ପ୍ରତାପ ଦେବ ସମସ୍ତଙ୍କୁ ଉତ୍ତରୀୟ ପିନ୍ଧେଇ ଦଳକୁ ସ୍ବାଗତ କରିଥିଲେ।

୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ନୀଳଗିରି ଗସ୍ତ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ କାର୍ଯ୍ୟ ଓ ସ୍ଵଚ୍ଛ ଭାବମୂର୍ତ୍ତିରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡିରେ ଏହି ସବୁ ସଦସ୍ୟ ସାମିଲ ହେବା ପରେ ଦଳ ଆହୁରି ମଜଭୁତ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର