ସାଧାରଣ ନିର୍ବାଚନ ପାଇଁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିସନର

The Sakala Picture
Published On

ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ତିନି ଦନିଆ ଓଡିଶା ଗସ୍ତରେ ଆସିଛନ୍ତି କେନ୍ଦ୍ରୀୟ ନିର୍ବାଚନ ଆୟୋଗ। ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ଓ ତାଙ୍କ ଟିମ ଓଡ଼ିଶାରେ ପହଞ୍ଚିଛନ୍ତି । ଓଡିଶାରେ ଉଭୟ ବିଧାନସଭା ଓ ଲୋକସଭା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ। EVM ସ୍ଥିତି, ବୁଥ୍ ସ୍ତରରେ ପ୍ରସ୍ତୁତି ଆଦିର ସମୀକ୍ଷା କରିବେ। ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି, ମୁଖ୍ୟ ନିର୍ବାଚନ ଅଧିକାରୀ, ଗୃହ ସଚିବ, ଉନ୍ନୟନ କମିଶନ ଓ ସବୁ ଜିଲ୍ଲାପାଳ […]

ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ତିନି ଦନିଆ ଓଡିଶା ଗସ୍ତରେ ଆସିଛନ୍ତି କେନ୍ଦ୍ରୀୟ ନିର୍ବାଚନ ଆୟୋଗ। ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ଓ ତାଙ୍କ ଟିମ ଓଡ଼ିଶାରେ ପହଞ୍ଚିଛନ୍ତି । ଓଡିଶାରେ ଉଭୟ ବିଧାନସଭା ଓ ଲୋକସଭା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ। EVM ସ୍ଥିତି, ବୁଥ୍ ସ୍ତରରେ ପ୍ରସ୍ତୁତି ଆଦିର ସମୀକ୍ଷା କରିବେ। ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି, ମୁଖ୍ୟ ନିର୍ବାଚନ ଅଧିକାରୀ, ଗୃହ ସଚିବ, ଉନ୍ନୟନ କମିଶନ ଓ ସବୁ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ବିଭିନ୍ନ ରାଜନୈତିକ ଦଳଗୁଡିକର ପ୍ରତିନିଧିଙ୍କ ସହ ଆଲୋଚନା କରିବେ। ସେହିପରି ୧୭ ତାରିଖରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ମୁଖ୍ୟ ଶାସନ ସଚିବ ଓ ଡିଜିପିଙ୍କ ସହ ଆଲୋଚନା କରିବେ ନିର୍ବାଚନ କମିଶନର ଓ ତାଙ୍କ ଟିମ। ସମସ୍ତଙ୍କ ସହ ବୈଠକ ପରେ ଇସିଆଇ ୧୭ ତାରିଖ ଅପରାହ୍ଣରେ ସାମ୍ବାଦିକ ସମ୍ମିଳନୀ କରିବା କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

15 Feb 2024 By The Sakala

ସାଧାରଣ ନିର୍ବାଚନ ପାଇଁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିସନର

ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ତିନି ଦନିଆ ଓଡିଶା ଗସ୍ତରେ ଆସିଛନ୍ତି କେନ୍ଦ୍ରୀୟ ନିର୍ବାଚନ ଆୟୋଗ। ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ଓ ତାଙ୍କ ଟିମ ଓଡ଼ିଶାରେ ପହଞ୍ଚିଛନ୍ତି । ଓଡିଶାରେ ଉଭୟ ବିଧାନସଭା ଓ ଲୋକସଭା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ। EVM ସ୍ଥିତି, ବୁଥ୍ ସ୍ତରରେ ପ୍ରସ୍ତୁତି ଆଦିର ସମୀକ୍ଷା କରିବେ। ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି, ମୁଖ୍ୟ ନିର୍ବାଚନ ଅଧିକାରୀ, ଗୃହ ସଚିବ, ଉନ୍ନୟନ କମିଶନ ଓ ସବୁ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ବିଭିନ୍ନ ରାଜନୈତିକ ଦଳଗୁଡିକର ପ୍ରତିନିଧିଙ୍କ ସହ ଆଲୋଚନା କରିବେ। ସେହିପରି ୧୭ ତାରିଖରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ମୁଖ୍ୟ ଶାସନ ସଚିବ ଓ ଡିଜିପିଙ୍କ ସହ ଆଲୋଚନା କରିବେ ନିର୍ବାଚନ କମିଶନର ଓ ତାଙ୍କ ଟିମ। ସମସ୍ତଙ୍କ ସହ ବୈଠକ ପରେ ଇସିଆଇ ୧୭ ତାରିଖ ଅପରାହ୍ଣରେ ସାମ୍ବାଦିକ ସମ୍ମିଳନୀ କରିବା କାର୍ଯ୍ୟକ୍ରମ ରହିଛି।

https://www.thesakala.in/latest-odisha-news/chief-election-commissioner-arrived-on-a-3-day-visit-to-odisha-for-the-general-elections/article-29937
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର