କୋଭିଡ ହସ୍ପିଟାଲରେ ଶିଶୁ କନ୍ୟାକୁ ଜନ୍ମ ଦେଲେ ମହିଳା

The Sakala Picture
Published On

ଫୁଲବାଣୀ ସ୍ଥିତ କୋଭିଡ ହସ୍ପିଟାଲରେ ଗୁରୁତର ହୋଇ ଭର୍ତ୍ତି ହୋଇଥିବା ଜଣେ ପ୍ରସୂତୀ ମହିଳାଙ୍କର କନ୍ୟା ସନ୍ତାନ ଜନ୍ମ ହୋଇଛି । ଏବେ କୋଭିଡ ହସ୍ପିଟାଲରେ ମା’ ଗୁରୁତର ଅବସ୍ଥାରେ ଭେଣ୍ଟିଲେଟରେ ରହିଥିବା ବେଳେ ନବଜାତ ଶିଶୁ କନ୍ୟାକୁ ଏସ୍‌ଏନ୍ଏସ୍‌ୟୁରେ ରଖାଯାଇଛି। ଗତକାଲି ଆସନ୍ନ ପ୍ରସବାଙ୍କୁ ଗୁରୁତର ଭାବେ ଫୁଲବାଣୀ ମେଡିକାଲରେ ଭର୍ତ୍ତି ହୋଇଥିଲେ । ସେ ନିଶ୍ୱାସ ପ୍ରଶ୍ୱାସ ନେବାରେ ବହୁତ ସମସ୍ୟା ହେଉଥିବା କହିଥିଲେ, ତେଣୁ ତାଙ୍କର କୋଭିଡ ଆଣ୍ଟିଜେନ୍ ଟେଷ୍ଟ କରାଯାଇଥିଲା । […]

ଫୁଲବାଣୀ ସ୍ଥିତ କୋଭିଡ ହସ୍ପିଟାଲରେ ଗୁରୁତର ହୋଇ ଭର୍ତ୍ତି ହୋଇଥିବା ଜଣେ ପ୍ରସୂତୀ ମହିଳାଙ୍କର କନ୍ୟା ସନ୍ତାନ ଜନ୍ମ ହୋଇଛି । ଏବେ କୋଭିଡ ହସ୍ପିଟାଲରେ ମା’ ଗୁରୁତର ଅବସ୍ଥାରେ ଭେଣ୍ଟିଲେଟରେ ରହିଥିବା ବେଳେ ନବଜାତ ଶିଶୁ କନ୍ୟାକୁ ଏସ୍‌ଏନ୍ଏସ୍‌ୟୁରେ ରଖାଯାଇଛି। ଗତକାଲି ଆସନ୍ନ ପ୍ରସବାଙ୍କୁ ଗୁରୁତର ଭାବେ ଫୁଲବାଣୀ ମେଡିକାଲରେ ଭର୍ତ୍ତି ହୋଇଥିଲେ । ସେ ନିଶ୍ୱାସ ପ୍ରଶ୍ୱାସ ନେବାରେ ବହୁତ ସମସ୍ୟା ହେଉଥିବା କହିଥିଲେ, ତେଣୁ ତାଙ୍କର କୋଭିଡ ଆଣ୍ଟିଜେନ୍ ଟେଷ୍ଟ କରାଯାଇଥିଲା । ଯାହା ନେଗେଟିଭ୍ ଆସିଥିଲା କିନ୍ତୁ ତାଙ୍କର ସମସ୍ତ ଲକ୍ଷଣ କୋଭିଡ ଆକ୍ରାନ୍ତଙ୍କ ଭଳି ରହିଥିବାରୁ ତାଙ୍କର ନମୁନା RTPCR ଟେଷ୍ଟ ପାଇଁ ପଠାଯାଇଛି । ଏବଂ ତାଙ୍କର ଅକ୍ସିଜେନ୍ ସାଚୁରିଟୀ ଲେଭଲ୍ ପ୍ରାୟ ୪୦ ରହିଥିବାରୁ ତାଙ୍କୁ ଫୁଲବାଣୀ ସ୍ଥିତ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇ ଭେଣ୍ଟିଲେଟରେ ରଖାଯାଇଛି । ତେବେ ରାତିରେ ସେ ପ୍ରସବକାଳୀନ ବ୍ୟଥା ଅନୁଭବ କରିଥିଲେ । ଏଣୁ ତାଙ୍କୁ ଭେଣ୍ଟିଲେଟର ଏବଂ ଆଇସିୟୁର ସହାୟତାରେ ଡାକ୍ତର ସାମଲ ଏବଂ ଅନ୍ୟ ନର୍ସ ମାନେ ମିଳିତ ଭାବେ ସଫଳତାର ସହିତ ନର୍ମାଲ ଡେଲିଭରୀ କରାଇଥିଲେ ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିରରେ ଆରମ୍ଭ ହେବ 'ଇ-ହୁଣ୍ଡି' ବ୍ୟବସ୍ଥା: ଘରେ ବସି ଶ୍ରୀଜୀଉଙ୍କୁ ଦାନ କରିପାରିବେ ଦେଶବିଦେଶର ଭକ୍ତ

16 Jun 2021 By The Sakala

କୋଭିଡ ହସ୍ପିଟାଲରେ ଶିଶୁ କନ୍ୟାକୁ ଜନ୍ମ ଦେଲେ ମହିଳା

ଫୁଲବାଣୀ ସ୍ଥିତ କୋଭିଡ ହସ୍ପିଟାଲରେ ଗୁରୁତର ହୋଇ ଭର୍ତ୍ତି ହୋଇଥିବା ଜଣେ ପ୍ରସୂତୀ ମହିଳାଙ୍କର କନ୍ୟା ସନ୍ତାନ ଜନ୍ମ ହୋଇଛି । ଏବେ କୋଭିଡ ହସ୍ପିଟାଲରେ ମା’ ଗୁରୁତର ଅବସ୍ଥାରେ ଭେଣ୍ଟିଲେଟରେ ରହିଥିବା ବେଳେ ନବଜାତ ଶିଶୁ କନ୍ୟାକୁ ଏସ୍‌ଏନ୍ଏସ୍‌ୟୁରେ ରଖାଯାଇଛି। ଗତକାଲି ଆସନ୍ନ ପ୍ରସବାଙ୍କୁ ଗୁରୁତର ଭାବେ ଫୁଲବାଣୀ ମେଡିକାଲରେ ଭର୍ତ୍ତି ହୋଇଥିଲେ । ସେ ନିଶ୍ୱାସ ପ୍ରଶ୍ୱାସ ନେବାରେ ବହୁତ ସମସ୍ୟା ହେଉଥିବା କହିଥିଲେ, ତେଣୁ ତାଙ୍କର କୋଭିଡ ଆଣ୍ଟିଜେନ୍ ଟେଷ୍ଟ କରାଯାଇଥିଲା । ଯାହା ନେଗେଟିଭ୍ ଆସିଥିଲା କିନ୍ତୁ ତାଙ୍କର ସମସ୍ତ ଲକ୍ଷଣ କୋଭିଡ ଆକ୍ରାନ୍ତଙ୍କ ଭଳି ରହିଥିବାରୁ ତାଙ୍କର ନମୁନା RTPCR ଟେଷ୍ଟ ପାଇଁ ପଠାଯାଇଛି । ଏବଂ ତାଙ୍କର ଅକ୍ସିଜେନ୍ ସାଚୁରିଟୀ ଲେଭଲ୍ ପ୍ରାୟ ୪୦ ରହିଥିବାରୁ ତାଙ୍କୁ ଫୁଲବାଣୀ ସ୍ଥିତ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇ ଭେଣ୍ଟିଲେଟରେ ରଖାଯାଇଛି । ତେବେ ରାତିରେ ସେ ପ୍ରସବକାଳୀନ ବ୍ୟଥା ଅନୁଭବ କରିଥିଲେ । ଏଣୁ ତାଙ୍କୁ ଭେଣ୍ଟିଲେଟର ଏବଂ ଆଇସିୟୁର ସହାୟତାରେ ଡାକ୍ତର ସାମଲ ଏବଂ ଅନ୍ୟ ନର୍ସ ମାନେ ମିଳିତ ଭାବେ ସଫଳତାର ସହିତ ନର୍ମାଲ ଡେଲିଭରୀ କରାଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର