ମନୋରଞ୍ଜନ
ଓଡ଼ିଶା
ସାଧାରଣ ନିର୍ବାଚନ ପଇଁ ECIର ସମୀକ୍ଷା: କଳା ଟଙ୍କା ଓ ମଦର ବ୍ୟବହାର ରୋକିବାକୁ ଗୁରୁତ୍ବ
ଭୁବନେଶ୍ବର: ତିନିଦିନିଆ ଓଡିଶା ଗସ୍ତରେ ଆସି ସାଧାରଣ ନିର୍ବାଚନ ନେଇ ପ୍ରସ୍ତୁତିର ସମୀକ୍ଷା କରୁଛନ୍ତି ଇସିଆଇ। ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ନିର୍ବାଚନ ସମୟରେ କଳା ଟଙ୍କା ଏବଂ ମଦର ବ୍ୟବହାର ରୋକିବାକୁ ଗୁରୁତ୍ବ ଦେଇଛନ୍ତି ନିର୍ବାଚନ କମିଶନ। ଆୟକର ବିଭାଗ ଓ ଅବକାରୀ ବିଭାଗ ସହ ନିର୍ବାଚନ ଆୟୋଗ ବୈଠକ କରିଛନ୍ତି । ବିଏସଫ ଅଧିକାରୀ, ରିଜର୍ଭ ବ୍ୟାଙ୍କ ଅଧିକାରୀ, ପୋଷ୍ଟାଲ ଅଧିକାରୀ, ବିମାନ ବନ୍ଦର ନିର୍ଦ୍ଦେଶକ, ପିସିସିଏଫଙ୍କ ସମେତ […]
ଭୁବନେଶ୍ବର: ତିନିଦିନିଆ ଓଡିଶା ଗସ୍ତରେ ଆସି ସାଧାରଣ ନିର୍ବାଚନ ନେଇ ପ୍ରସ୍ତୁତିର ସମୀକ୍ଷା କରୁଛନ୍ତି ଇସିଆଇ। ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ନିର୍ବାଚନ ସମୟରେ କଳା ଟଙ୍କା ଏବଂ ମଦର ବ୍ୟବହାର ରୋକିବାକୁ ଗୁରୁତ୍ବ ଦେଇଛନ୍ତି ନିର୍ବାଚନ କମିଶନ। ଆୟକର ବିଭାଗ ଓ ଅବକାରୀ ବିଭାଗ ସହ ନିର୍ବାଚନ ଆୟୋଗ ବୈଠକ କରିଛନ୍ତି ।
ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି
ବିଏସଫ ଅଧିକାରୀ, ରିଜର୍ଭ ବ୍ୟାଙ୍କ ଅଧିକାରୀ, ପୋଷ୍ଟାଲ ଅଧିକାରୀ, ବିମାନ ବନ୍ଦର ନିର୍ଦ୍ଦେଶକ, ପିସିସିଏଫଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ବୈଠକରେ ଉପସ୍ଥିତ ଅଛନ୍ତି । ଏହା ପରେ ଆଉ ଏକ ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ପୁଲିସ ଡିଜିଙ୍କ ଭଳି ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ରାଜୀବ କୁମାର।
ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ
ଗତକାଲି ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ମୁଖ୍ୟ ନିର୍ବାଚନ କମିଶନର ଆଲୋଚନା କରିଥିଲେ। ସେପଟେ EVM, ବୁଥ୍ ସ୍ତରରେ ପ୍ରସ୍ତୁତି ଆଦିର ବି ସମୀକ୍ଷା କରିବେ ଇସିଆଇ ।






