ମାଟ୍ରିକ ପରୀକ୍ଷା କେନ୍ଦ୍ରରେ ଲାଗିବ AI ଆଧାରିତ CCTV

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ମାଟ୍ରିକ ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦର ପ୍ରସ୍ତୁତି ଶେଷ ପର୍ଯ୍ଯାୟରେ ପହଞ୍ଚିଛି । ପରୀକ୍ଷା ପରିଚାଳନାରେ ସୁଧାର ଓ ସଂସ୍କାର ଆଣିବା ପାଇଁ ବୋର୍ଡ ପକ୍ଷରୁ ପରୀକ୍ଷା କେନ୍ଦ୍ର ଓ ନୋଡାଲ ସେଣ୍ଟରରେ ତ୍ରିସ୍ତରୀୟ ସିସିଟିଭି କ୍ୟାମେରା ଲଗାଯାଇଛି। ଅତି ସମ୍ବେଦନଶୀଳ କେନ୍ଦ୍ରଗୁଡ଼ିକରେ ପ୍ରଥମ ଥର ପାଇଁ ଲଗାଯାଇଛି AI ଆଧାରିତ CCTV । ଯାହାର କମାଣ୍ଡ କଣ୍ଟ୍ରୋଲ ରୁମ ବୋର୍ଡ ମୁଖ୍ୟ […]

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ମାଟ୍ରିକ ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦର ପ୍ରସ୍ତୁତି ଶେଷ ପର୍ଯ୍ଯାୟରେ ପହଞ୍ଚିଛି । ପରୀକ୍ଷା ପରିଚାଳନାରେ ସୁଧାର ଓ ସଂସ୍କାର ଆଣିବା ପାଇଁ ବୋର୍ଡ ପକ୍ଷରୁ ପରୀକ୍ଷା କେନ୍ଦ୍ର ଓ ନୋଡାଲ ସେଣ୍ଟରରେ ତ୍ରିସ୍ତରୀୟ ସିସିଟିଭି କ୍ୟାମେରା ଲଗାଯାଇଛି। ଅତି ସମ୍ବେଦନଶୀଳ କେନ୍ଦ୍ରଗୁଡ଼ିକରେ ପ୍ରଥମ ଥର ପାଇଁ ଲଗାଯାଇଛି AI ଆଧାରିତ CCTV । ଯାହାର କମାଣ୍ଡ କଣ୍ଟ୍ରୋଲ ରୁମ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ରହିଛି । ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ୨୦ ଏକ୍ସପର୍ଟ ନଜର ରଖିବେ ଏହି କମାଣ୍ଡ କଣ୍ଟ୍ରୋଲ ରୁମ୍‌ ଉପରେ । ଏ ନେଇ ସୂଚନା ଦେଇଛନ୍ତି ବୋର୍ଡ ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

17 Feb 2024 By The Sakala

ମାଟ୍ରିକ ପରୀକ୍ଷା କେନ୍ଦ୍ରରେ ଲାଗିବ AI ଆଧାରିତ CCTV

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ମାଟ୍ରିକ ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦର ପ୍ରସ୍ତୁତି ଶେଷ ପର୍ଯ୍ଯାୟରେ ପହଞ୍ଚିଛି । ପରୀକ୍ଷା ପରିଚାଳନାରେ ସୁଧାର ଓ ସଂସ୍କାର ଆଣିବା ପାଇଁ ବୋର୍ଡ ପକ୍ଷରୁ ପରୀକ୍ଷା କେନ୍ଦ୍ର ଓ ନୋଡାଲ ସେଣ୍ଟରରେ ତ୍ରିସ୍ତରୀୟ ସିସିଟିଭି କ୍ୟାମେରା ଲଗାଯାଇଛି। ଅତି ସମ୍ବେଦନଶୀଳ କେନ୍ଦ୍ରଗୁଡ଼ିକରେ ପ୍ରଥମ ଥର ପାଇଁ ଲଗାଯାଇଛି AI ଆଧାରିତ CCTV । ଯାହାର କମାଣ୍ଡ କଣ୍ଟ୍ରୋଲ ରୁମ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ରହିଛି । ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ୨୦ ଏକ୍ସପର୍ଟ ନଜର ରଖିବେ ଏହି କମାଣ୍ଡ କଣ୍ଟ୍ରୋଲ ରୁମ୍‌ ଉପରେ । ଏ ନେଇ ସୂଚନା ଦେଇଛନ୍ତି ବୋର୍ଡ ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି ।

https://www.thesakala.in/latest-odisha-news/ai-based-cctv-will-be-installed-in-matric-examination-centre-in-odisha/article-29978
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର