ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୩୬୩୧ ପଜିଟିଭ

The Sakala Picture
Published On

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୦୬୯ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୫୬୨ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୬୬୬୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୫୦୬ […]

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୦୬୯ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୫୬୨ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୬୬୬୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୫୦୬ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ଅନୁଗୁଳରୁ ୨୦୪ , ବାଲେଶ୍ୱରରୁ ୨୬୨, ବରଗଡ଼ ୫୦, ଭଦ୍ରକ ୧୭୮, ବଲାଙ୍ଗୀର ୩୬ , ବୌଦ୍ଧ ୮୪, କଟକ ୪୩୮, ଦେବଗଡ଼ ୨୮, ଢେଙ୍କାନାଳ ୧୧୪, ଗଜପତି ୧୮, ଗଞ୍ଜାମ ୨୭, ଜଗତସିଂହପୁର ୯୨, ଯାଜପୁର ୩୦୫, ଝାରସୁଗୁଡ଼ା ୧୯, କଳାହାଣ୍ଡି ୪୧ , କନ୍ଧମାଳ ୪୮, କେନ୍ଦ୍ରାପଡ଼ା ୧୨୦, କେନ୍ଦୁଝର ୬୮, କୋରାପୁଟ ୮୦, ମାଲକାନଗିରି ୫୬ , ମୟୂରଭଞ୍ଜ ୧୧୨, ନବରଙ୍ଗପୁର ୧୦୮, ନୟାଗଡ଼ ୧୦୬, ନୂଆପଡ଼ା ୧୯, ପୁରୀ ୧୯୯, ରାୟଗଡ଼ା ୭୯, ସମ୍ୱଲପୁର ୩୭, ସୋନପୁର ୫୦ , ସୁନ୍ଦରଗଡ଼ ୮୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର