ମନୋରଞ୍ଜନ

"ଭଲ ଝିଅର ଛବି ଏକ ଛଳନା..." ଦୀପିକା ପାଦୁକୋନଙ୍କୁ ନେଇ ଦେଇଥିବା ବିବାଦୀୟ ମନ୍ତବ୍ୟ ଉପରେ ସ୍ପଷ୍ଟୀକରଣ ଦେଲେ ନିର୍ଦ୍ଦେଶକ ଇମତିଆଜ୍ ଅଲୀ
ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ

ଅଂଶୁଘାତ ପାଇଁ ଆଗୁଆ ପଦକ୍ଷେପ: ଡେଡିକେଟେଡ ବେଡ୍ ଓ ଆବଶ୍ୟକୀୟ ଔଷଧ ମହଜୁଦ ରଖିବାକୁ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ବର: ଜଳବାୟୁ ପରିବର୍ତ୍ତନ ଯୋଗୁଁ ଏବର୍ଷ ମାଘ ମାସରେ ଶୀତ ବଦଳରେ ତାପମାତ୍ରା ବଢ଼ି ଚାଲିଛି । ଯଦିଓ ବର୍ତ୍ତମାନ ସୁଦ୍ଧା ଖରା ଜନିତ ସମସ୍ୟାର ଆଶଙ୍କା ଦେଖାଦେଇନି, ତଥାପି ଆମକୁ ସଚେତନ ଓ ପ୍ରସ୍ତୁତ ରହିବାକୁ ପଡ଼ିବ । ପୂର୍ବରୁ ଅଂଶୁଘାତ ପାଇଁ ପ୍ରତି ଜିଲ୍ଲାକୁ ଷ୍ଟାଣ୍ଡାର୍ଡ ଆଡଭାଇଜରି ବା SOP ଜାରି ହୋଇଛି । ଆଗକୁ ଅଂଶୁଘାତ ଭଳି ସ୍ଥିତି ଆସିଲେ, ଆଉ ଥରେ ରିମାଇଣ୍ଡର ଦିଆଯିବ । ପୂର୍ବରୁ ଜାରି SOPରେ ଲୋକଙ୍କୁ […]

ଭୁବନେଶ୍ବର: ଜଳବାୟୁ ପରିବର୍ତ୍ତନ ଯୋଗୁଁ ଏବର୍ଷ ମାଘ ମାସରେ ଶୀତ ବଦଳରେ ତାପମାତ୍ରା ବଢ଼ି ଚାଲିଛି । ଯଦିଓ ବର୍ତ୍ତମାନ ସୁଦ୍ଧା ଖରା ଜନିତ ସମସ୍ୟାର ଆଶଙ୍କା ଦେଖାଦେଇନି, ତଥାପି ଆମକୁ ସଚେତନ ଓ ପ୍ରସ୍ତୁତ ରହିବାକୁ ପଡ଼ିବ । ପୂର୍ବରୁ ଅଂଶୁଘାତ ପାଇଁ ପ୍ରତି ଜିଲ୍ଲାକୁ ଷ୍ଟାଣ୍ଡାର୍ଡ ଆଡଭାଇଜରି ବା SOP ଜାରି ହୋଇଛି । ଆଗକୁ ଅଂଶୁଘାତ ଭଳି ସ୍ଥିତି ଆସିଲେ, ଆଉ ଥରେ ରିମାଇଣ୍ଡର ଦିଆଯିବ । ପୂର୍ବରୁ ଜାରି SOPରେ ଲୋକଙ୍କୁ ସତର୍କ କରାଇବା ସହ ମେଡିକାଲ ପ୍ରସ୍ତୁତ ରଖିବା, ଆବଶ୍ୟକ ଔଷଧ ମହଜୁଦ ରଖିବା, ପ୍ରତି ହସ୍ପିଟାଲରେ ଅଂଶୁଘାତ ଲାଗି ଡେଡିକେଟେଡ ବେଡ୍ ରଖାଯିବାକୁ ନିର୍ଦ୍ଦେଶ ଯାଇଛି । ସେହିପରି ଅଂଶୁଘାତ ସମ୍ପର୍କିତ ତଥ୍ୟ ପ୍ରଦାନ ପାଇଁ ମଧ୍ୟ ନିର୍ଦ୍ଦେଶ ରହିଛି । ଆଗକୁ ଏନେଇ ପ୍ରତି ଜିଲ୍ଲାକୁ ପୁଣି ଥରେ ରିମାଇଣ୍ଡର ଦିଆଯିବ । ତେବେ ବରିଷ୍ଠ ନାଗରିକ, ମଦ୍ୟପାନ କରୁଥିବା ବ୍ୟକ୍ତି ଓ କୋମରବିଡ ରୋଗୀଙ୍କୁ ଅଂଶୁଘାତ ଆଶଙ୍କା ଅଧିକ ରହିଛି । ତେଣୁ ସେମାନେ ଅଧିକ ସତର୍କ ରହିବା ଆବଶ୍ୟକ ବୋଲି ପରାମର୍ଶ ଦେଇଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ।

ଆହୁରି ପଢ଼ନ୍ତୁ: ଓଡିଶାରେ ଅପରାଧ ଉପରମୁହାଁ, କୋମାରେ ପୋଲିସ: ବିଜେଡି

21 Feb 2024 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର