ଟୋକିଓ ଅଲମ୍ପିକରେ ଚମକିବେ ଓଡ଼ିଆ ଝିଅ ଦୀପଗ୍ରେସ ଏକ୍କା

The Sakala Picture
Published On

ଭୁବନେଶ୍ୱର: ଟୋକିଓ ଅଲମ୍ପିକ୍ ଖେଳିବେ ଓଡ଼ିଆ ଝିଅ ଦୀପଗ୍ରେସ ଏକ୍କା । ଟୋକିଓ ଅଲମ୍ପିକ ପାଇଁ ମହିଳା ହକି ଦଳ ଭାରତ ଘୋଷଣା କରିଥିବାବେଳେ ଦଳରେ ଏକମାତ୍ର ଓଡ଼ିଆ ଖେଳାଳି ଭାବେ ଦୀପଗ୍ରେସ ଏକ୍କାଙ୍କୁ ସୁଯୋଗ ମିଳିଛି । ୨୦୧୬ ରିଓ ଅଲମ୍ପିକରେ ମଧ୍ୟ ଦଳରେ ସାମିଲ ହୋଇଥିଲେ ଦିପଗ୍ରେସ୍ । ୧୬ଜଣିଆ ଦଳ ଘୋଷଣା କରିଛି ହକି ଇଣ୍ଡିଆ । ୮ ବରିଷ୍ଠଙ୍କ ସହ ୮ ନୂଆ ଖେଳାଳିଙ୍କ ନାଁ ଘୋଷଣା କରିଛି ଦଳ । […]

ଭୁବନେଶ୍ୱର: ଟୋକିଓ ଅଲମ୍ପିକ୍ ଖେଳିବେ ଓଡ଼ିଆ ଝିଅ ଦୀପଗ୍ରେସ ଏକ୍କା । ଟୋକିଓ ଅଲମ୍ପିକ ପାଇଁ ମହିଳା ହକି ଦଳ ଭାରତ ଘୋଷଣା କରିଥିବାବେଳେ ଦଳରେ ଏକମାତ୍ର ଓଡ଼ିଆ ଖେଳାଳି ଭାବେ ଦୀପଗ୍ରେସ ଏକ୍କାଙ୍କୁ ସୁଯୋଗ ମିଳିଛି । ୨୦୧୬ ରିଓ ଅଲମ୍ପିକରେ ମଧ୍ୟ ଦଳରେ ସାମିଲ ହୋଇଥିଲେ ଦିପଗ୍ରେସ୍ ।

ଆହୁରି ପଢ଼ନ୍ତୁ: ସମ୍ପତ୍ତି ପାଇଁ ରକ୍ତାକ୍ତ ସଂଘର୍ଷ: ଜମିବାଡ଼ି ବିବାଦକୁ ନେଇ ଭାଇ-ଭଉଣୀଙ୍କ ମଧ୍ୟରେ ମାରପିଟ୍

୧୬ଜଣିଆ ଦଳ ଘୋଷଣା କରିଛି ହକି ଇଣ୍ଡିଆ । ୮ ବରିଷ୍ଠଙ୍କ ସହ ୮ ନୂଆ ଖେଳାଳିଙ୍କ ନାଁ ଘୋଷଣା କରିଛି ଦଳ । ଟିମରେ ସବିତାଙ୍କୁ ଗୋଲ କିପର ଭାବେ ମିଳିଛି ଦାୟିତ୍ୱ । ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି ରାନି, ମୋନିକା, ନିକ୍କି ପ୍ରଧାନ, ନବଜୋତ କୌର, ଗୁରଜିତ କୌର, ଉଦିତା, ବନ୍ଦନା କଟାରିୟା, ନିସା, ନେହା । ଚଳିତବର୍ଷ ଖେଳାଯିବ ଟୋକିଓ ଅଲମ୍ପିକ୍ ।

ଆହୁରି ପଢ଼ନ୍ତୁ: ଟ୍ରମ୍ପ୍‌ଙ୍କ ନୂଆ ଶୁଳ୍କ ବୋମା: ଜେନେରିକ୍ ଔଷଧ ଉପରେ ୨୦୦% ଟାରିଫ୍‌

17 Jun 2021 By The Sakala

ଟୋକିଓ ଅଲମ୍ପିକରେ ଚମକିବେ ଓଡ଼ିଆ ଝିଅ ଦୀପଗ୍ରେସ ଏକ୍କା

ଭୁବନେଶ୍ୱର: ଟୋକିଓ ଅଲମ୍ପିକ୍ ଖେଳିବେ ଓଡ଼ିଆ ଝିଅ ଦୀପଗ୍ରେସ ଏକ୍କା । ଟୋକିଓ ଅଲମ୍ପିକ ପାଇଁ ମହିଳା ହକି ଦଳ ଭାରତ ଘୋଷଣା କରିଥିବାବେଳେ ଦଳରେ ଏକମାତ୍ର ଓଡ଼ିଆ ଖେଳାଳି ଭାବେ ଦୀପଗ୍ରେସ ଏକ୍କାଙ୍କୁ ସୁଯୋଗ ମିଳିଛି । ୨୦୧୬ ରିଓ ଅଲମ୍ପିକରେ ମଧ୍ୟ ଦଳରେ ସାମିଲ ହୋଇଥିଲେ ଦିପଗ୍ରେସ୍ ।

୧୬ଜଣିଆ ଦଳ ଘୋଷଣା କରିଛି ହକି ଇଣ୍ଡିଆ । ୮ ବରିଷ୍ଠଙ୍କ ସହ ୮ ନୂଆ ଖେଳାଳିଙ୍କ ନାଁ ଘୋଷଣା କରିଛି ଦଳ । ଟିମରେ ସବିତାଙ୍କୁ ଗୋଲ କିପର ଭାବେ ମିଳିଛି ଦାୟିତ୍ୱ । ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି ରାନି, ମୋନିକା, ନିକ୍କି ପ୍ରଧାନ, ନବଜୋତ କୌର, ଗୁରଜିତ କୌର, ଉଦିତା, ବନ୍ଦନା କଟାରିୟା, ନିସା, ନେହା । ଚଳିତବର୍ଷ ଖେଳାଯିବ ଟୋକିଓ ଅଲମ୍ପିକ୍ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର