ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ନୂଆଦିଲ୍ଲୀ: ଆଧୁନିକ ଓଡ଼ିଶାର ନିର୍ମାତା, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ନିଜ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। I pay homage to the legendary Biju Patnaik Ji on his birth anniversary. His visionary leadership and indomitable spirit continue to inspire generations. His contributions to our […]
ନୂଆଦିଲ୍ଲୀ: ଆଧୁନିକ ଓଡ଼ିଶାର ନିର୍ମାତା, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ନିଜ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
I pay homage to the legendary Biju Patnaik Ji on his birth anniversary. His visionary leadership and indomitable spirit continue to inspire generations. His contributions to our nation and his unwavering commitment to development are exemplary.
Today, on this special day, I look…
ଆହୁରି ପଢ଼ନ୍ତୁ: ରଣକ୍ଷେତ୍ର ପାଲଟିଲା ୟୁପିର ଶାହଜାହାନପୁର; ଦୁଇ ଗୋଷ୍ଠୀ ମଧ୍ୟରେ ପ୍ରବଳ ପଥରମାଡ଼ ପରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ— Narendra Modi (@narendramodi) March 5, 2024
ମୋଦୀ କହିଛନ୍ତି ଯେ, କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକଙ୍କ ଦୂରଦର୍ଶୀ ନେତୃତ୍ୱ ଏବଂ ଅଦମ୍ୟ ସାହସ ପିଢ଼ି ପରେ ପିଢ଼ିକୁ ପ୍ରେରଣା ଦେଉଛି । ଆମ ଦେଶ ପାଇଁ ତାଙ୍କର ଅବଦାନ ଏବଂ ବିକାଶ ପ୍ରତି ତାଙ୍କର ଅତୁଟ ପ୍ରତିବଦ୍ଧତା ଉଦାହରଣୀୟ । ଆଜି ଏହି ସ୍ୱତନ୍ତ୍ର ଦିନରେ ମୁଁ ଚଣ୍ଡିଖୋଲରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବା ପାଇଁ ଓଡ଼ିଶାବାସୀଙ୍କ ମଧ୍ୟରେ ଉପସ୍ଥିତ ରହିବି । ଏହା ସହ ଏକ ସାଧାରଣ ସଭାକୁ ମଧ୍ୟ ସମ୍ବୋଧିତ କରିବି ବୋଲି ଲେଖିଛନ୍ତି ମୋଦୀ ।
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ନୂଆଦିଲ୍ଲୀ: ଆଧୁନିକ ଓଡ଼ିଶାର ନିର୍ମାତା, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ନିଜ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
I pay homage to the legendary Biju Patnaik Ji on his birth anniversary. His visionary leadership and indomitable spirit continue to inspire generations. His contributions to our nation and his unwavering commitment to development are exemplary.
Today, on this special day, I look…
— Narendra Modi (@narendramodi) March 5, 2024