ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

The Sakala Picture
Published On

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟା ୭ଟାରେ ବୈଠକ ବସିବା ନେଇ ସୂଚନା । ଏଥିରେ ବହୁ ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବା ସମ୍ଭାବନା ରହିଛି। ସ୍ୱାସ୍ଥ୍ୟ, ରାଜସ୍ୱ ଓ ସାଧାରଣ ପ୍ରଶାସନ ପରି ବିଭାଗର ବିଭିନ୍ନ ପ୍ରସ୍ତାବକୁ କ୍ୟାବିନେଟ ମୋହର ବାଜିବା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: କାଠଯୋଡି ନଦୀରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ

09 Mar 2024 By The Sakala

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟା ୭ଟାରେ ବୈଠକ ବସିବା ନେଇ ସୂଚନା । ଏଥିରେ ବହୁ ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବା ସମ୍ଭାବନା ରହିଛି। ସ୍ୱାସ୍ଥ୍ୟ, ରାଜସ୍ୱ ଓ ସାଧାରଣ ପ୍ରଶାସନ ପରି ବିଭାଗର ବିଭିନ୍ନ ପ୍ରସ୍ତାବକୁ କ୍ୟାବିନେଟ ମୋହର ବାଜିବା ସମ୍ଭାବନା ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର