ଅଗ୍ନି-୫ ମିସାଇଲର ସଫଳ ପରୀକ୍ଷଣ, ‘ଏକ୍ସ’ରେ ଶୁଭେଚ୍ଛା ଜଣାଇଲେ ମୋଦୀ
ଭୁବନେଶ୍ବର: ଭାରତ ଅଗ୍ନି-୫ ମିସାଇଲର ସଫଳ ପରୀକ୍ଷଣ କରିଛି। ବାଲେଶ୍ବର ଅବଦୁଲ କଲାମ ଦ୍ବୀପରେ ଅଗ୍ନି-୫ର ସଫଳ ପରୀକ୍ଷଣ ହୋଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ ହେଉଥିବା ଏହି ଆନ୍ତଃମହାଦେଶୀୟ ବାଲିଷ୍ଟିକ୍ ମିସାଇଲ ସମ୍ପୂର୍ଣ୍ଣ ରୂପେ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ହୋଇଛି। ଏହାର ୫ ହଜାର କିଲୋମିଟର ଲକ୍ଷ୍ୟ ଭେଦ କରିବାର କ୍ଷମତା ରହିଛି । ଏହାର ଲମ୍ବ ୧୭.୫ ମିଟର ଏବଂ ଓଜନ ୫୦ ଟନ୍ । କହିରଖୁଛୁ ଭାରତ ବ୍ୟତୀତ ଏହା ଚୀନ, ଫ୍ରାନ୍ସ, […]
ଭୁବନେଶ୍ବର: ଭାରତ ଅଗ୍ନି-୫ ମିସାଇଲର ସଫଳ ପରୀକ୍ଷଣ କରିଛି। ବାଲେଶ୍ବର ଅବଦୁଲ କଲାମ ଦ୍ବୀପରେ ଅଗ୍ନି-୫ର ସଫଳ ପରୀକ୍ଷଣ ହୋଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ ହେଉଥିବା ଏହି ଆନ୍ତଃମହାଦେଶୀୟ ବାଲିଷ୍ଟିକ୍ ମିସାଇଲ ସମ୍ପୂର୍ଣ୍ଣ ରୂପେ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ହୋଇଛି। ଏହାର ୫ ହଜାର କିଲୋମିଟର ଲକ୍ଷ୍ୟ ଭେଦ କରିବାର କ୍ଷମତା ରହିଛି । ଏହାର ଲମ୍ବ ୧୭.୫ ମିଟର ଏବଂ ଓଜନ ୫୦ ଟନ୍ । କହିରଖୁଛୁ ଭାରତ ବ୍ୟତୀତ ଏହା ଚୀନ, ଫ୍ରାନ୍ସ, ଆମେରିକା, ଇସ୍ରାଏଲ, ଋଷ୍ ଏବଂ ଇଂଲଣ୍ଡ ପାଖରେ ରହିଛି।
Proud of our DRDO scientists for Mission Divyastra, the first flight test of indigenously developed Agni-5 missile with Multiple Independently Targetable Re-entry Vehicle (MIRV) technology.
ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିରରେ ଆରମ୍ଭ ହେବ 'ଇ-ହୁଣ୍ଡି' ବ୍ୟବସ୍ଥା: ଘରେ ବସି ଶ୍ରୀଜୀଉଙ୍କୁ ଦାନ କରିପାରିବେ ଦେଶବିଦେଶର ଭକ୍ତ— Narendra Modi (@narendramodi) March 11, 2024
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାମାଜିକ ଗଣମାଧ୍ୟମ ସାଇଟ ଏକ୍ସରେ ପୋଷ୍ଟ କରି ‘ମିଶନ ଦିବ୍ୟାସ୍ତ୍ର’ ପାଇଁ ଡିଆରଡିଓ ବୈଜ୍ଞାନିକଙ୍କୁ ପ୍ରଶଂସା କରିଛନ୍ତି ।
ଅଗ୍ନି-୫ ମିସାଇଲର ସଫଳ ପରୀକ୍ଷଣ, ‘ଏକ୍ସ’ରେ ଶୁଭେଚ୍ଛା ଜଣାଇଲେ ମୋଦୀ
ଭୁବନେଶ୍ବର: ଭାରତ ଅଗ୍ନି-୫ ମିସାଇଲର ସଫଳ ପରୀକ୍ଷଣ କରିଛି। ବାଲେଶ୍ବର ଅବଦୁଲ କଲାମ ଦ୍ବୀପରେ ଅଗ୍ନି-୫ର ସଫଳ ପରୀକ୍ଷଣ ହୋଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ ହେଉଥିବା ଏହି ଆନ୍ତଃମହାଦେଶୀୟ ବାଲିଷ୍ଟିକ୍ ମିସାଇଲ ସମ୍ପୂର୍ଣ୍ଣ ରୂପେ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ହୋଇଛି। ଏହାର ୫ ହଜାର କିଲୋମିଟର ଲକ୍ଷ୍ୟ ଭେଦ କରିବାର କ୍ଷମତା ରହିଛି । ଏହାର ଲମ୍ବ ୧୭.୫ ମିଟର ଏବଂ ଓଜନ ୫୦ ଟନ୍ । କହିରଖୁଛୁ ଭାରତ ବ୍ୟତୀତ ଏହା ଚୀନ, ଫ୍ରାନ୍ସ, ଆମେରିକା, ଇସ୍ରାଏଲ, ଋଷ୍ ଏବଂ ଇଂଲଣ୍ଡ ପାଖରେ ରହିଛି।
Proud of our DRDO scientists for Mission Divyastra, the first flight test of indigenously developed Agni-5 missile with Multiple Independently Targetable Re-entry Vehicle (MIRV) technology.
— Narendra Modi (@narendramodi) March 11, 2024