ରାଇଜିଂ ଭାରତ ମଞ୍ଚରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଶଂସା କଲେ 5T ଅଧ୍ୟକ୍ଷ

The Sakala Picture
Published On

ନୂଆଦିଲ୍ଲୀ: ‘ଦେଶର ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହେଉଛନ୍ତି ନବୀନ । ରାଇଜିଂ ଭାରତ ମଞ୍ଚରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଶଂସା କଲେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ନିଶ୍ଚିତ ରୂପେ ରାଜ୍ୟରେ ପୁଣି ଥରେ ସରକାର ଗଠନ କରିବେ ନବୀନ । ‘ମୁଁ ଯଥା ସମ୍ଭବ ଆମ ମୁଖ୍ୟମନ୍ତ୍ରୀଙ୍କୁ ସାହାଯ୍ୟ କରିବି’ ବୋଲି କହିଛନ୍ତି 5T ଅଧ୍ୟକ୍ଷ । ସିଏନଏନ ନ୍ୟୁଜ ୧୮ର ଲିଡରସିପ କନକ୍ଲେଭର ଚତୁର୍ଥ ସଂସ୍କରଣରେ ଯୋଗ ଦେଇଛନ୍ତି କାର୍ତ୍ତିକ ପାଣ୍ଡିଆନ । […]

ନୂଆଦିଲ୍ଲୀ: ‘ଦେଶର ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହେଉଛନ୍ତି ନବୀନ । ରାଇଜିଂ ଭାରତ ମଞ୍ଚରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଶଂସା କଲେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ନିଶ୍ଚିତ ରୂପେ ରାଜ୍ୟରେ ପୁଣି ଥରେ ସରକାର ଗଠନ କରିବେ ନବୀନ । ‘ମୁଁ ଯଥା ସମ୍ଭବ ଆମ ମୁଖ୍ୟମନ୍ତ୍ରୀଙ୍କୁ ସାହାଯ୍ୟ କରିବି’ ବୋଲି କହିଛନ୍ତି 5T ଅଧ୍ୟକ୍ଷ ।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ସିଏନଏନ ନ୍ୟୁଜ ୧୮ର ଲିଡରସିପ କନକ୍ଲେଭର ଚତୁର୍ଥ ସଂସ୍କରଣରେ ଯୋଗ ଦେଇଛନ୍ତି କାର୍ତ୍ତିକ ପାଣ୍ଡିଆନ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ରାଜନୀତି, କଳା, ମନୋରଞ୍ଜନ ଜଗତରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତିତ୍ବ ଯୋଗ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

19 Mar 2024 By The Sakala

ରାଇଜିଂ ଭାରତ ମଞ୍ଚରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଶଂସା କଲେ 5T ଅଧ୍ୟକ୍ଷ

ନୂଆଦିଲ୍ଲୀ: ‘ଦେଶର ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହେଉଛନ୍ତି ନବୀନ । ରାଇଜିଂ ଭାରତ ମଞ୍ଚରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଶଂସା କଲେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ନିଶ୍ଚିତ ରୂପେ ରାଜ୍ୟରେ ପୁଣି ଥରେ ସରକାର ଗଠନ କରିବେ ନବୀନ । ‘ମୁଁ ଯଥା ସମ୍ଭବ ଆମ ମୁଖ୍ୟମନ୍ତ୍ରୀଙ୍କୁ ସାହାଯ୍ୟ କରିବି’ ବୋଲି କହିଛନ୍ତି 5T ଅଧ୍ୟକ୍ଷ ।

ସିଏନଏନ ନ୍ୟୁଜ ୧୮ର ଲିଡରସିପ କନକ୍ଲେଭର ଚତୁର୍ଥ ସଂସ୍କରଣରେ ଯୋଗ ଦେଇଛନ୍ତି କାର୍ତ୍ତିକ ପାଣ୍ଡିଆନ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ରାଜନୀତି, କଳା, ମନୋରଞ୍ଜନ ଜଗତରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତିତ୍ବ ଯୋଗ ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର