ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୩୫୭୭ ପଜିଟିଭ

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୫୭୭ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୩୯ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୫୩୮ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭୭୫୦୨ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ […]

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୫୭୭ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୩୯ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୫୩୮ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭୭୫୦୨ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ସରିଥିଲା ନିର୍ବନ୍ଧ, ବିବାହର କିଛି ଦିନ ପୂର୍ବରୁ ଯୁବତୀଙ୍କୁ ବୀଭତ୍ସ ହତ୍ୟା

୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୫୭୧ ସଂକ୍ରମିତ । ଅନୁଗୁଳରୁ ୧୨୭ , ବାଲେଶ୍ୱରରୁ ୨୦୫, ବରଗଡ଼ ୫୧, ଭଦ୍ରକ ୧୮୬, ବଲାଙ୍ଗୀର ୩୬ , ବୌଦ୍ଧ ୫୯, କଟକ ୪୦୭ , ଦେବଗଡ଼ ୧୨, ଢେଙ୍କାନାଳ ୯୬, ଗଜପତି ୨୯, ଗଞ୍ଜାମ ୨୭, ଜଗତସିଂହପୁର ୧୦୩, ଯାଜପୁର ୩୩୭, ଝାରସୁଗୁଡ଼ା ୧୩, କଳାହାଣ୍ଡି ୪୧ , କନ୍ଧମାଳ ୪୧, କେନ୍ଦ୍ରାପଡ଼ା ୧୪୧, କେନ୍ଦୁଝର ୬୧, କୋରାପୁଟ ୫୯, ମାଲକାନଗିରି ୮୬ , ମୟୂରଭଞ୍ଜ ୧୮୭, ନବରଙ୍ଗପୁର ୫୭, ନୟାଗଡ଼ ୧୧୪, ନୂଆପଡ଼ା ୧୯, ପୁରୀ ୨୩୭, ରାୟଗଡ଼ା ୮୮, ସମ୍ୱଲପୁର ୩୧, ସୋନପୁର ୨୯ , ସୁନ୍ଦରଗଡ଼ ୪୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ବ୍ୟବସାୟୀଙ୍କୁ ଅପହରଣ କରି ୨ କୋଟି ଦାବି କଲେ ଦୁବୃର୍ତ୍ତ, ପରିବାର ପୁଲିସର ଦ୍ୱାରସ୍ଥ ହେବାରୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ

20 Jun 2021 By The Sakala

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୩୫୭୭ ପଜିଟିଭ

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୫୭୭ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୩୯ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୫୩୮ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭୭୫୦୨ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୫୭୧ ସଂକ୍ରମିତ । ଅନୁଗୁଳରୁ ୧୨୭ , ବାଲେଶ୍ୱରରୁ ୨୦୫, ବରଗଡ଼ ୫୧, ଭଦ୍ରକ ୧୮୬, ବଲାଙ୍ଗୀର ୩୬ , ବୌଦ୍ଧ ୫୯, କଟକ ୪୦୭ , ଦେବଗଡ଼ ୧୨, ଢେଙ୍କାନାଳ ୯୬, ଗଜପତି ୨୯, ଗଞ୍ଜାମ ୨୭, ଜଗତସିଂହପୁର ୧୦୩, ଯାଜପୁର ୩୩୭, ଝାରସୁଗୁଡ଼ା ୧୩, କଳାହାଣ୍ଡି ୪୧ , କନ୍ଧମାଳ ୪୧, କେନ୍ଦ୍ରାପଡ଼ା ୧୪୧, କେନ୍ଦୁଝର ୬୧, କୋରାପୁଟ ୫୯, ମାଲକାନଗିରି ୮୬ , ମୟୂରଭଞ୍ଜ ୧୮୭, ନବରଙ୍ଗପୁର ୫୭, ନୟାଗଡ଼ ୧୧୪, ନୂଆପଡ଼ା ୧୯, ପୁରୀ ୨୩୭, ରାୟଗଡ଼ା ୮୮, ସମ୍ୱଲପୁର ୩୧, ସୋନପୁର ୨୯ , ସୁନ୍ଦରଗଡ଼ ୪୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର