ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ

The Sakala Picture
Published On

ଭୁବନେଶ୍ୱର: ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ । କରୋନାରୁ ସୁସ୍ଥ ପରେ ଫୁସଫୁସ ସଂକ୍ରମିତ ଥିଲେ ତପୁ । ଭୁବନେଶ୍ବରର ସମ୍‌ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଆଜି ମୃତ୍ୟୁ ହୋଇଛି । ଆଧୁନିକ ଓଡ଼ିଆ ସଂଗୀତ ଜଗତରେ ଜଣାଶୁଣା ନାଁ ଥିଲେ ତପୁ ମିଶ୍ର । ଦୀର୍ଘ ଦୁଇ ଦଶନ୍ଧି ଧରି ସେ ଓଡ଼ିଆ ଦର୍ଶକ ଓ ଶ୍ରୋତାଙ୍କୁ ଦେଇଛନ୍ତି ବହୁ ହିଟ୍‌ ଗୀତ । । ଜଣେ ଭର୍ସାଟାଇଲ ଫିମେଲ ପ୍ଲେ- ବ୍ୟାକ୍‌ […]

ଭୁବନେଶ୍ୱର: ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ । କରୋନାରୁ ସୁସ୍ଥ ପରେ ଫୁସଫୁସ ସଂକ୍ରମିତ ଥିଲେ ତପୁ । ଭୁବନେଶ୍ବରର ସମ୍‌ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଆଜି ମୃତ୍ୟୁ ହୋଇଛି । ଆଧୁନିକ ଓଡ଼ିଆ ସଂଗୀତ ଜଗତରେ ଜଣାଶୁଣା ନାଁ ଥିଲେ ତପୁ ମିଶ୍ର । ଦୀର୍ଘ ଦୁଇ ଦଶନ୍ଧି ଧରି ସେ ଓଡ଼ିଆ ଦର୍ଶକ ଓ ଶ୍ରୋତାଙ୍କୁ ଦେଇଛନ୍ତି ବହୁ ହିଟ୍‌ ଗୀତ । । ଜଣେ ଭର୍ସାଟାଇଲ ଫିମେଲ ପ୍ଲେ- ବ୍ୟାକ୍‌ ସିଙ୍ଗର ଭାବେ ସେ ହାତେଇଛନ୍ତି ବହୁ ପ୍ରଶଂସା । ଯେତେବେଳେ ମୁମ୍ବାଇ ଓ କୋଲକାତାରୁ ସିଙ୍ଗରମାନେ ଆସି ଓଡ଼ିଆ ଗୀତ ଗାଉଥିଲେ, ସେତେବେଳେ ତପୁ ଫିଲ୍ମ ଇଣ୍ଡଷ୍ଟ୍ରିରେ ରଖିଥିଲେ ପାଦ ।

ଆହୁରି ପଢ଼ନ୍ତୁ: କେନ୍ଦ୍ରାପଡ଼ାରେ ବନ୍ୟା ଯୋଗୁଁ ଜଳବନ୍ଦୀ ଥିବା ୩୦୦ରୁ ଅଧିକ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କୁ ସୁରକ୍ଷିତ ଉଦ୍ଧାର କଲା ଓଡ୍ରାଫ୍ ଟିମ୍

20 Jun 2021 By The Sakala

ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର: ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ । କରୋନାରୁ ସୁସ୍ଥ ପରେ ଫୁସଫୁସ ସଂକ୍ରମିତ ଥିଲେ ତପୁ । ଭୁବନେଶ୍ବରର ସମ୍‌ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଆଜି ମୃତ୍ୟୁ ହୋଇଛି । ଆଧୁନିକ ଓଡ଼ିଆ ସଂଗୀତ ଜଗତରେ ଜଣାଶୁଣା ନାଁ ଥିଲେ ତପୁ ମିଶ୍ର । ଦୀର୍ଘ ଦୁଇ ଦଶନ୍ଧି ଧରି ସେ ଓଡ଼ିଆ ଦର୍ଶକ ଓ ଶ୍ରୋତାଙ୍କୁ ଦେଇଛନ୍ତି ବହୁ ହିଟ୍‌ ଗୀତ । । ଜଣେ ଭର୍ସାଟାଇଲ ଫିମେଲ ପ୍ଲେ- ବ୍ୟାକ୍‌ ସିଙ୍ଗର ଭାବେ ସେ ହାତେଇଛନ୍ତି ବହୁ ପ୍ରଶଂସା । ଯେତେବେଳେ ମୁମ୍ବାଇ ଓ କୋଲକାତାରୁ ସିଙ୍ଗରମାନେ ଆସି ଓଡ଼ିଆ ଗୀତ ଗାଉଥିଲେ, ସେତେବେଳେ ତପୁ ଫିଲ୍ମ ଇଣ୍ଡଷ୍ଟ୍ରିରେ ରଖିଥିଲେ ପାଦ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର