ହୋଲିରେ ଅଘଟଣ ରୋକିବାକୁ ଅଗ୍ନିଶମ ବାହିନୀ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

The Sakala Picture
Published On

ଭୁବନେଶ୍ବର: ଫଗୁ ଓ ଫଗୁଣର ପର୍ବ ହୋଲି। ବରଷରେ ଥରେ ହୋଲି ଆସିଥାଏ। ସମସ୍ତେ ହୋଲି ଖେଳିବାକୁ ଅପେକ୍ଷା କରିଥାନ୍ତି। ଏଭଳି ପରିସ୍ଥିତିରେ ଅନେକ ଲୋକ ହୋଲି ଅବସରରେ ରଙ୍ଗ ଖେଳିବାକୁ ପସନ୍ଦ କରନ୍ତି । ଯାହାର ଝଲକ ମଧ୍ୟ ରାଜଧାନୀର ରାସ୍ତାଘାଟ ଠାରୁ ଆରମ୍ଭ କରି ହାଟବଜାରରେ ମଧ୍ୟ ଅନୁଭୂତ ହୋଇଥାଏ। ହୋଲିରେ ଅଘଟଣ ରୋକିବାକୁ ଅଗ୍ନିଶମ ବାହିନୀ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଭୁବନେଶ୍ୱର ଉପକଣ୍ଠ ନଦୀ ଓ କେନାଲ ତୁଠରେ ମୁତୟନ ହେବେ […]

ଭୁବନେଶ୍ବର: ଫଗୁ ଓ ଫଗୁଣର ପର୍ବ ହୋଲି। ବରଷରେ ଥରେ ହୋଲି ଆସିଥାଏ। ସମସ୍ତେ ହୋଲି ଖେଳିବାକୁ ଅପେକ୍ଷା କରିଥାନ୍ତି। ଏଭଳି ପରିସ୍ଥିତିରେ ଅନେକ ଲୋକ ହୋଲି ଅବସରରେ ରଙ୍ଗ ଖେଳିବାକୁ ପସନ୍ଦ କରନ୍ତି । ଯାହାର ଝଲକ ମଧ୍ୟ ରାଜଧାନୀର ରାସ୍ତାଘାଟ ଠାରୁ ଆରମ୍ଭ କରି ହାଟବଜାରରେ ମଧ୍ୟ ଅନୁଭୂତ ହୋଇଥାଏ। ହୋଲିରେ ଅଘଟଣ ରୋକିବାକୁ ଅଗ୍ନିଶମ ବାହିନୀ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଭୁବନେଶ୍ୱର ଉପକଣ୍ଠ ନଦୀ ଓ କେନାଲ ତୁଠରେ ମୁତୟନ ହେବେ ଅଗ୍ନିଶମ କର୍ମଚାରୀ । ୫ଟି ସ୍ଥାନରେ ଲାଇଫ ଗାର୍ଡ, ଜ୍ୟାକେଟ, ରବର ବୋଟ ଆଦି ରହିବ। କୁଆଖାଇ, ଦୟା ନଦୀ ଓ ପୁରୀ କେନାଲ ଆଦିରେ ମୁତୟନ ହେବେ । ପ୍ରତି ତୁଠରେ ୬ ଜଣ ରେସକ୍ୟୁ ଟିମ୍ ରଖିବାକୁ ବିଭାଗ ନିଷ୍ପତ୍ତି ନେଇଛି। ନିଶାସକ୍ତ ଅବସ୍ଥାରେ ପାଣିକୁ ଯିବା ମନା କରାଯାଇଥିବାବେଳେ ଚୋରା ବାଲି ପ୍ରତି ସତର୍କ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆଜି ଗୁରୁ ଦିବସ; ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ ପବିତ୍ର

 

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉ ନାହିଁ ଏଫସିଆଇ: ସମସ୍ୟାର ସମାଧାନ ନହେଲେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର