ଭିଜିଲାନ୍ସ ଜାଲରେ ଜିଏସଟି ଅଫିସର, ଜବତ ଗାଡ଼ି ଛାଡିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ

The Sakala Picture
Published On

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପୁରୀ ଏନଫୋର୍ସମଏଣ୍ଟ ୟୁନିଟର ସିଟିଓ ଓ ଜିଏସଟି ଅଫିସର ମାନସ ରଂଜନ ବେହେରା। ୩୦ ହଜାର ଟଙ୍କାର ଲାଞ୍ଚ ନେବାବେଳେ ମାନସଙ୍କୁ କାବୁ କରିଛି ଭିଜିଲାନ୍ସ। ଜଣେ ବ୍ୟକ୍ତିଙ୍କ ଜବତ ହୋଇଥିବା ଗାଡ଼ି ଛାଡିବାକୁ ସେ ୩୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ତେବେ ଆଜି ଅଭିଯୋଗକାରୀଙ୍କ ଠାରୁ ପୁରୀ ଜିଲ୍ଲା ସ୍କୁଲ ସମ୍ମୁଖରେ ଦାବି ଟଙ୍କା ଅସୁଲ କରୁଥିବା ବେଳେ ରେଡ ହ୍ୟାଣ୍ଡେଡ ମାନସଙ୍କୁ କାବୁ କରିଥିଲା ଭିଜିଲାନ୍ସ। ଭିଜିଲାନ୍ସ ଅଧିକାରୀମାନେ […]

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପୁରୀ ଏନଫୋର୍ସମଏଣ୍ଟ ୟୁନିଟର ସିଟିଓ ଓ ଜିଏସଟି ଅଫିସର ମାନସ ରଂଜନ ବେହେରା। ୩୦ ହଜାର ଟଙ୍କାର ଲାଞ୍ଚ ନେବାବେଳେ ମାନସଙ୍କୁ କାବୁ କରିଛି ଭିଜିଲାନ୍ସ। ଜଣେ ବ୍ୟକ୍ତିଙ୍କ ଜବତ ହୋଇଥିବା ଗାଡ଼ି ଛାଡିବାକୁ ସେ ୩୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ତେବେ ଆଜି ଅଭିଯୋଗକାରୀଙ୍କ ଠାରୁ ପୁରୀ ଜିଲ୍ଲା ସ୍କୁଲ ସମ୍ମୁଖରେ ଦାବି ଟଙ୍କା ଅସୁଲ କରୁଥିବା ବେଳେ ରେଡ ହ୍ୟାଣ୍ଡେଡ ମାନସଙ୍କୁ କାବୁ କରିଥିଲା ଭିଜିଲାନ୍ସ। ଭିଜିଲାନ୍ସ ଅଧିକାରୀମାନେ ଶ୍ରୀ ବେହେରାଙ୍କ ଠାରୁ ୩୦ ହଜାର ଟଙ୍କାକୁ ଜବତ କରିବା ସହ ଶ୍ରୀ ବେହେରାଙ୍କର ତିନୋଟି ସ୍ଥାନରେ ଏକକାଳୀନ ଚଢାଉ ଜାରି ରଖିଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସନ୍ଦେହରେ ଏହି ଚଢ଼ାଉ କରାଯାଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର