୪୦ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା,୪୧ ଡିଗ୍ରୀ ସହ ମାଲକାନାଗିରି ସବୁଠୁ ଉତ୍ତପ୍ତ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ କ୍ରମାଗତ ଭାବେ ତାପମାତ୍ରା ବୃଦ୍ଧି ପାଉଛି। ଗତ ଦୁଇ ଦିନ ହେବ ଅଧିକାଂଶ ସ୍ଥାନରେ ତାପମାତ୍ରା ୨-୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ଆଗକୁ ଆହୁରି ବଢିବ। ଗୋଟିଏ ଦିନରେ ଗତକାଲି ଏକାବେଳେ ୫ ଟି ସହରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିବା ବେଳେ ଆଜି ମଧ୍ୟ ୫ଟି ସହରର ତାପାମାତ୍ର ୪୦ କିମ୍ବା ତାଠାରୁ ଅଧିକ ରେକର୍ଡ କରାଯାଇଛି। ସେହିପରି ୪୧ ଡିଗ୍ରୀ ସହ ମାଲକାନାଗିରି ଆଜି ରାଜ୍ୟର ସବୁଠୁ ଉତ୍ତପ୍ତ […]

ଭୁବନେଶ୍ବର: ରାଜ୍ୟରେ କ୍ରମାଗତ ଭାବେ ତାପମାତ୍ରା ବୃଦ୍ଧି ପାଉଛି। ଗତ ଦୁଇ ଦିନ ହେବ ଅଧିକାଂଶ ସ୍ଥାନରେ ତାପମାତ୍ରା ୨-୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ଆଗକୁ ଆହୁରି ବଢିବ। ଗୋଟିଏ ଦିନରେ ଗତକାଲି ଏକାବେଳେ ୫ ଟି ସହରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିବା ବେଳେ ଆଜି ମଧ୍ୟ ୫ଟି ସହରର ତାପାମାତ୍ର ୪୦ କିମ୍ବା ତାଠାରୁ ଅଧିକ ରେକର୍ଡ କରାଯାଇଛି। ସେହିପରି ୪୧ ଡିଗ୍ରୀ ସହ ମାଲକାନାଗିରି ଆଜି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପଲାଟିଛି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

୪୦ ଡିଗ୍ରୀ କିମ୍ବା ତାଠାରୁ ଅଧିକ ରେକର୍ଡ କରାଯାଇଥିବା ୫ ସହର ଗୁଡିକ ହେଉଛି- ବୌଦ୍ଧ ୪୦.୫ ଡିଗ୍ରୀ, ନୟାଗଡ଼- ୪୦ ଡିଗ୍ରୀ, ଟିଟିଲାଗଡ଼- ୪୦.୫ ଡିଗ୍ରୀ, ବଲାଙ୍ଗୀର ୪୦.୨ ଡିଗ୍ରୀ ଓ ମାଲକାନାଗିରି- ୪୧ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ସେହିପରି ଭୁବନେଶ୍ବର ୩୭ ଡିଗ୍ରୀ ଓ କଟକର ତାପମାତ୍ରା ୩୭.୬ ଡିଗ୍ରୀ ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

30 Mar 2024 By The Sakala

୪୦ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା,୪୧ ଡିଗ୍ରୀ ସହ ମାଲକାନାଗିରି ସବୁଠୁ ଉତ୍ତପ୍ତ

ଭୁବନେଶ୍ବର: ରାଜ୍ୟରେ କ୍ରମାଗତ ଭାବେ ତାପମାତ୍ରା ବୃଦ୍ଧି ପାଉଛି। ଗତ ଦୁଇ ଦିନ ହେବ ଅଧିକାଂଶ ସ୍ଥାନରେ ତାପମାତ୍ରା ୨-୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ଆଗକୁ ଆହୁରି ବଢିବ। ଗୋଟିଏ ଦିନରେ ଗତକାଲି ଏକାବେଳେ ୫ ଟି ସହରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିବା ବେଳେ ଆଜି ମଧ୍ୟ ୫ଟି ସହରର ତାପାମାତ୍ର ୪୦ କିମ୍ବା ତାଠାରୁ ଅଧିକ ରେକର୍ଡ କରାଯାଇଛି। ସେହିପରି ୪୧ ଡିଗ୍ରୀ ସହ ମାଲକାନାଗିରି ଆଜି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପଲାଟିଛି।

୪୦ ଡିଗ୍ରୀ କିମ୍ବା ତାଠାରୁ ଅଧିକ ରେକର୍ଡ କରାଯାଇଥିବା ୫ ସହର ଗୁଡିକ ହେଉଛି- ବୌଦ୍ଧ ୪୦.୫ ଡିଗ୍ରୀ, ନୟାଗଡ଼- ୪୦ ଡିଗ୍ରୀ, ଟିଟିଲାଗଡ଼- ୪୦.୫ ଡିଗ୍ରୀ, ବଲାଙ୍ଗୀର ୪୦.୨ ଡିଗ୍ରୀ ଓ ମାଲକାନାଗିରି- ୪୧ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ସେହିପରି ଭୁବନେଶ୍ବର ୩୭ ଡିଗ୍ରୀ ଓ କଟକର ତାପମାତ୍ରା ୩୭.୬ ଡିଗ୍ରୀ ରେକର୍ଡ କରାଯାଇଛି।

https://www.thesakala.in/latest-odisha-news/five-cities-recorded-temperatures-above-40-degrees/article-31039
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର