ଅସହ୍ୟ ତାତିରେ ସିଝୁଛି ଓଡିଶା, ଆଜି ୪୦.୪ ଡିଗ୍ରୀ ସହ ବାରିପଦା ଓ ଝାରସୁଗୁଡ଼ା ରାଜ୍ୟର ସୁବୁଠୁ ଉତ୍ତପ୍ତ ସହର

The Sakala Picture
Published On

ଭୁବନେଶ୍ୱର: ମୁଣ୍ଡଫଟା ଖରା ସାଙ୍ଗକୁ ପ୍ରବଳ ତାତିରେ ଫୁଟୁଛି ସାରା ଓଡିଶା । ଆଜି ରାଜ୍ୟର ୮ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି । ତେବେ ଆଜି ୪୦.୪ ଡିଗ୍ରୀ ସହ ବାରିପଦା ଓ ଝାରସୁଗୁଡ଼ା ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି । ସେହିପରି ବଲାଙ୍ଗୀରରେ ୪୦.୩ଡ଼ିଗ୍ରୀ ସହ ବୌଦ୍ଧ, ନୟାଗଡ, ଭବାନୀପାଟଣା, ତାଳଚେର ଏବଂ ଟିଟିଲାଗଡରେ ତାତି ୪୦ଡ଼ିଗ୍ରୀ ଛୁଇଁଛି । ଟ୍ୱିନସିଟି ଭୁବନେଶ୍ୱର ଏବଂ କଟକରେ ୩୯.୪ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି […]

ଭୁବନେଶ୍ୱର: ମୁଣ୍ଡଫଟା ଖରା ସାଙ୍ଗକୁ ପ୍ରବଳ ତାତିରେ ଫୁଟୁଛି ସାରା ଓଡିଶା । ଆଜି ରାଜ୍ୟର ୮ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି । ତେବେ ଆଜି ୪୦.୪ ଡିଗ୍ରୀ ସହ ବାରିପଦା ଓ ଝାରସୁଗୁଡ଼ା ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି । ସେହିପରି ବଲାଙ୍ଗୀରରେ ୪୦.୩ଡ଼ିଗ୍ରୀ ସହ ବୌଦ୍ଧ, ନୟାଗଡ, ଭବାନୀପାଟଣା, ତାଳଚେର ଏବଂ ଟିଟିଲାଗଡରେ ତାତି ୪୦ଡ଼ିଗ୍ରୀ ଛୁଇଁଛି । ଟ୍ୱିନସିଟି ଭୁବନେଶ୍ୱର ଏବଂ କଟକରେ ୩୯.୪ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ଅନ୍ୟପଟେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ବର୍ତ୍ତମାନ ରାଜ୍ୟ ଉପରେ କୌଣସି ପାଣିପାଗ ସ୍ଥିତି ନାହିଁ। ମେଘମୁକ୍ତ ଆକାଶ ସମେତ ଶୁଖିଲା ପାଗ ପାଇଁ ତାତି ବୃଦ୍ଧି ପାଇଛି। ପ୍ରଭାବରେ ୨ ଏବଂ ୩ ତାରିଖ ରାଜ୍ୟରେ ଉଷ୍ମ ରାତି ପାଇଁ ବୌଦ୍ଧ, ସୋନପୁର, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ ଏବଂ ମାଲକାନଗିରିକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

01 Apr 2024 By The Sakala

ଅସହ୍ୟ ତାତିରେ ସିଝୁଛି ଓଡିଶା, ଆଜି ୪୦.୪ ଡିଗ୍ରୀ ସହ ବାରିପଦା ଓ ଝାରସୁଗୁଡ଼ା ରାଜ୍ୟର ସୁବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର: ମୁଣ୍ଡଫଟା ଖରା ସାଙ୍ଗକୁ ପ୍ରବଳ ତାତିରେ ଫୁଟୁଛି ସାରା ଓଡିଶା । ଆଜି ରାଜ୍ୟର ୮ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି । ତେବେ ଆଜି ୪୦.୪ ଡିଗ୍ରୀ ସହ ବାରିପଦା ଓ ଝାରସୁଗୁଡ଼ା ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି । ସେହିପରି ବଲାଙ୍ଗୀରରେ ୪୦.୩ଡ଼ିଗ୍ରୀ ସହ ବୌଦ୍ଧ, ନୟାଗଡ, ଭବାନୀପାଟଣା, ତାଳଚେର ଏବଂ ଟିଟିଲାଗଡରେ ତାତି ୪୦ଡ଼ିଗ୍ରୀ ଛୁଇଁଛି । ଟ୍ୱିନସିଟି ଭୁବନେଶ୍ୱର ଏବଂ କଟକରେ ୩୯.୪ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ଅନ୍ୟପଟେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ବର୍ତ୍ତମାନ ରାଜ୍ୟ ଉପରେ କୌଣସି ପାଣିପାଗ ସ୍ଥିତି ନାହିଁ। ମେଘମୁକ୍ତ ଆକାଶ ସମେତ ଶୁଖିଲା ପାଗ ପାଇଁ ତାତି ବୃଦ୍ଧି ପାଇଛି। ପ୍ରଭାବରେ ୨ ଏବଂ ୩ ତାରିଖ ରାଜ୍ୟରେ ଉଷ୍ମ ରାତି ପାଇଁ ବୌଦ୍ଧ, ସୋନପୁର, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ ଏବଂ ମାଲକାନଗିରିକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର