ରାଜ୍ୟରେ ଆଜିଠୁ ଆରମ୍ଭ ହେଲା ସକାଳୁଆ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର

The Sakala Picture
Published On

ଭୁବନେଶ୍ୱର: ଆଜିଠୁ ସାରା ରାଜ୍ୟରେ ଆରମ୍ଭ ହେଲା ସକାଳୁଆ ସ୍କୁଲ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜନିତ ପ୍ରବଳ ଖରା ଯୋଗୁଁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ଆଜିଠୁ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ସକାଳୁଆ ହୋଇଛି। ସକାଳ ୭ରୁ ୧୧ଟା ୩୦ ଯାଏଁ ସ୍କୁଲ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ଖୋଲା ରହିବ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ଆସୁଥିବା ସମସ୍ତ ସରକାରୀ, ବେସରକାରୀ , ଅନୁଦାନ ପ୍ରାପ୍ତ, ଅଣଅନୁଦାନପ୍ରାପ୍ତ ସ୍କୁଲରେ ଏହା ଲାଗୁ […]

ଭୁବନେଶ୍ୱର: ଆଜିଠୁ ସାରା ରାଜ୍ୟରେ ଆରମ୍ଭ ହେଲା ସକାଳୁଆ ସ୍କୁଲ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜନିତ ପ୍ରବଳ ଖରା ଯୋଗୁଁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ଆଜିଠୁ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ସକାଳୁଆ ହୋଇଛି। ସକାଳ ୭ରୁ ୧୧ଟା ୩୦ ଯାଏଁ ସ୍କୁଲ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ଖୋଲା ରହିବ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ଆସୁଥିବା ସମସ୍ତ ସରକାରୀ, ବେସରକାରୀ , ଅନୁଦାନ ପ୍ରାପ୍ତ, ଅଣଅନୁଦାନପ୍ରାପ୍ତ ସ୍କୁଲରେ ଏହା ଲାଗୁ ହୋଇଛି । ଏହା ସହ ସ୍କୁଲରେ ଗ୍ରୀଷ୍ମ ମୁକାବିଲା ନେଇ ସମସ୍ତ ପଦକ୍ଷେପ ଗ୍ରହଣ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ

ଆଜିଠୁ ଅଙ୍ଗନବାଡ଼ି ମଧ୍ଯ ସକାଳୁ ଆରମ୍ଭ ହୋଇଛି । ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ଅଙ୍ଗନବାଡି କେନ୍ଦ୍ର ସକାଳୁଆ ଚାଲିବା ନିଷ୍ପତ୍ତି ନେଇଛି ମହିଳା ଶିଶୁ ବିକାଶ ବିଭାଗ । ସକାଳ ୭ଟାରୁ ୧୧ଟା ୩୦ ଯାଏ ଚାଲିବ ଅଙ୍ଗନବାଡ଼ି । ଖରା ଓ ଗରମକୁ ଦୃଷ୍ଟିରେ ରଖି ଅଙ୍ଗନବାଡି କେନ୍ଦ୍ରରେ ଶୁଦ୍ଧ ପାନୀୟ ଜଳ ସହ ଯଥେଷ୍ଟ ପରିମାଣର ଓଆରଏସ୍ ରଖିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ରାଜ୍ୟରେ କ୍ରମାଗତ ଭାବେ ବହୁଥିବା ତାପମାତ୍ରାକୁ ଆଖି ଆଗରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ବଲାଙ୍ଗିରରେ ପ୍ରବଳ ଗ୍ରୀଷ୍ମ ପ୍ରବାହ: ଆସନ୍ତା ୧୮ରୁ ୨୧ ଯାଏଁ ସମସ୍ତ ସ୍କୁଲ ଛୁଟି ଘୋଷଣା

02 Apr 2024 By The Sakala

ରାଜ୍ୟରେ ଆଜିଠୁ ଆରମ୍ଭ ହେଲା ସକାଳୁଆ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର

ଭୁବନେଶ୍ୱର: ଆଜିଠୁ ସାରା ରାଜ୍ୟରେ ଆରମ୍ଭ ହେଲା ସକାଳୁଆ ସ୍କୁଲ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜନିତ ପ୍ରବଳ ଖରା ଯୋଗୁଁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ଆଜିଠୁ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ସକାଳୁଆ ହୋଇଛି। ସକାଳ ୭ରୁ ୧୧ଟା ୩୦ ଯାଏଁ ସ୍କୁଲ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ଖୋଲା ରହିବ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ଆସୁଥିବା ସମସ୍ତ ସରକାରୀ, ବେସରକାରୀ , ଅନୁଦାନ ପ୍ରାପ୍ତ, ଅଣଅନୁଦାନପ୍ରାପ୍ତ ସ୍କୁଲରେ ଏହା ଲାଗୁ ହୋଇଛି । ଏହା ସହ ସ୍କୁଲରେ ଗ୍ରୀଷ୍ମ ମୁକାବିଲା ନେଇ ସମସ୍ତ ପଦକ୍ଷେପ ଗ୍ରହଣ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

ଆଜିଠୁ ଅଙ୍ଗନବାଡ଼ି ମଧ୍ଯ ସକାଳୁ ଆରମ୍ଭ ହୋଇଛି । ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ଅଙ୍ଗନବାଡି କେନ୍ଦ୍ର ସକାଳୁଆ ଚାଲିବା ନିଷ୍ପତ୍ତି ନେଇଛି ମହିଳା ଶିଶୁ ବିକାଶ ବିଭାଗ । ସକାଳ ୭ଟାରୁ ୧୧ଟା ୩୦ ଯାଏ ଚାଲିବ ଅଙ୍ଗନବାଡ଼ି । ଖରା ଓ ଗରମକୁ ଦୃଷ୍ଟିରେ ରଖି ଅଙ୍ଗନବାଡି କେନ୍ଦ୍ରରେ ଶୁଦ୍ଧ ପାନୀୟ ଜଳ ସହ ଯଥେଷ୍ଟ ପରିମାଣର ଓଆରଏସ୍ ରଖିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ରାଜ୍ୟରେ କ୍ରମାଗତ ଭାବେ ବହୁଥିବା ତାପମାତ୍ରାକୁ ଆଖି ଆଗରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର