ବିଜେଡିରେ ମିଶିଲେ ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ରାମ ଚନ୍ଦ୍ର ପାଙ୍ଗି

The Sakala Picture
Published On

ଭୁବନେଶ୍ବର: ବିଜେଡିରେ ମିଶିଲେ କୋରାପୁଟ ଜିଲ୍ଲା ପଟାଙ୍ଗୀ ନିର୍ବାଚନ ମଣ୍ଡଳୀ କୋଟିଆ ବ୍ଲକର ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ରାମ ଚନ୍ଦ୍ର ପାଙ୍ଗି। ସେହିପରି କଂଗ୍ରେସ ଛାଡି ବିଜେଡିରେ ସାମିଲ ହୋଇଛନ୍ତି ଅଭିରାମ ହଁତାଲ। ଅବସରପ୍ରାପ୍ତ ପ୍ରଶାସକ ତିଲକ ହେମନ୍ଦୁ, ମକୁନ୍ଦ ନାୟକ, ଉପେନ୍ଦ୍ର ହଁତାଲା, ପର୍ଶୁରାମ ପାଙ୍ଗି, ଦାଶରଥୀ ଖାଲ ମଧ୍ୟ ସାମିଲ ହୋଇଛନ୍ତି। ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଓ ସଂଗଠନ ସମ୍ପାଦକଙ୍କ ପକ୍ଷରୁ ଦଳକୁ ସ୍ୱାଗତ କରିଛନ୍ତି ସାଂସଦ ସସ୍ମିତ ପାତ୍ର। ଅନ୍ୟମାନଙ୍କ ମଧ୍ୟରେ ପୋଟାଙ୍ଗୀ […]

ଭୁବନେଶ୍ବର: ବିଜେଡିରେ ମିଶିଲେ କୋରାପୁଟ ଜିଲ୍ଲା ପଟାଙ୍ଗୀ ନିର୍ବାଚନ ମଣ୍ଡଳୀ କୋଟିଆ ବ୍ଲକର ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ରାମ ଚନ୍ଦ୍ର ପାଙ୍ଗି। ସେହିପରି କଂଗ୍ରେସ ଛାଡି ବିଜେଡିରେ ସାମିଲ ହୋଇଛନ୍ତି ଅଭିରାମ ହଁତାଲ। ଅବସରପ୍ରାପ୍ତ ପ୍ରଶାସକ ତିଲକ ହେମନ୍ଦୁ, ମକୁନ୍ଦ ନାୟକ, ଉପେନ୍ଦ୍ର ହଁତାଲା, ପର୍ଶୁରାମ ପାଙ୍ଗି, ଦାଶରଥୀ ଖାଲ ମଧ୍ୟ ସାମିଲ ହୋଇଛନ୍ତି। ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଓ ସଂଗଠନ ସମ୍ପାଦକଙ୍କ ପକ୍ଷରୁ ଦଳକୁ ସ୍ୱାଗତ କରିଛନ୍ତି ସାଂସଦ ସସ୍ମିତ ପାତ୍ର। ଅନ୍ୟମାନଙ୍କ ମଧ୍ୟରେ ପୋଟାଙ୍ଗୀ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ ପାଙ୍ଗି, କୋରାପୁଟ ଜିଲ୍ଲା ବିଜେଡି ସଭାପତି ଈଶ୍ୱର ପାଣିଗ୍ରାହୀ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ଓଡ଼ିଶା ଉପକୂଳ ସୁରକ୍ଷା ପାଇଁ ବଡ଼ ରୋଡମ୍ୟାପ୍: ଦେଶର ଶ୍ରେଷ୍ଠ ମେରାଇନ୍ ପୋଲିସ ହେବାକୁ ଡିଜିପିଙ୍କ ଲକ୍ଷ୍ୟ

ଈଶ୍ୱର ପାଣିଗ୍ରାହୀ କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶ ଓ ବିକାଶ କାର୍ଯ୍ୟକ୍ରମ ଯୋଗୁଁ ସମସ୍ତେ ମିଶିଛନ୍ତି। ପ୍ରଫୁଲ୍ଲ ପାଙ୍ଗି କହିଥିଲେ, ଏହା ଖୁସି ଖବର । ମୁଖ୍ୟମନ୍ତ୍ରୀଙ୍କ ଉପରେ ବିଶ୍ୱାସ ରଖି ସମସ୍ତେ ବିଜେଡିରେ ସାମିଲ ହୋଇଛନ୍ତି। ୨୦୦ ରୁ ଅଧିକ କର୍ମୀ ମିସିଛନ୍ତି। ୨୦୨୪ ନିର୍ବାଚନରେ ପୋଟାଙ୍ଗୀରେ ବିଜେଡି ସୁଦୃଢ ହେବ।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ସମୟରେ ସମସ୍ତ କାର୍ଯ୍ୟକ୍ରମ ସ୍ଥଳକୁ 'ନୋ ଡ୍ରୋନ୍ ଜୋନ୍' ଘୋଷଣା

ରାମ ଚନ୍ଦ୍ର ପାଙ୍ଗି କହିଥିଲେ, ପ୍ରଫୁଲ୍ଲ ପାଙ୍ଗି ମୋ ପୁତୁରା । ମୁଁ ୨୦୧୭-୧୯ ଯାଏଁ ବିଜେପିର ସଂଗଠନ କଲି। ବିଜେପି ସଂଗଠନ ନଥିଲା। ନିଜେ ଖର୍ଚ୍ଚ କରି ସଂଗଠନ କଲି। ମତେ କାଟିକି ନୂଆ ପ୍ରାର୍ଥୀ ଦେଲା ବିଜେପି। ଯାହା ଦୁଃଖ ଲାଗିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ଧାରା ଓ ନିର୍ମଳ ଭାବମୂର୍ତ୍ତି ସହ ପ୍ରଫୁଲ୍ଲ ପାଙ୍ଗିଙ୍କ ପରାମର୍ଶରେ ବିଜେଡିରେ ସାମିଲ ହୋଇଥିବା ସେ କହିଛନ୍ତି। ଆମେ ବିଜେଡିରେ ମିଶି କାମ କରିବୁ ବୋଲି କହିଛନ୍ତି।

ଆହୁରି ପଢ଼ନ୍ତୁ: ଚାନ୍ଦିପୁରରେ DRDO ପକ୍ଷରୁ ସଫଳ କ୍ଷେପଣାସ୍ତ୍ର ପରୀକ୍ଷଣ: ସୁରକ୍ଷିତ ସ୍ଥାନକୁ ଗଲେ ୧୧ ହଜାରରୁ ଅଧିକ ଲୋକ

04 Apr 2024 By The Sakala

ବିଜେଡିରେ ମିଶିଲେ ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ରାମ ଚନ୍ଦ୍ର ପାଙ୍ଗି

ଭୁବନେଶ୍ବର: ବିଜେଡିରେ ମିଶିଲେ କୋରାପୁଟ ଜିଲ୍ଲା ପଟାଙ୍ଗୀ ନିର୍ବାଚନ ମଣ୍ଡଳୀ କୋଟିଆ ବ୍ଲକର ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ରାମ ଚନ୍ଦ୍ର ପାଙ୍ଗି। ସେହିପରି କଂଗ୍ରେସ ଛାଡି ବିଜେଡିରେ ସାମିଲ ହୋଇଛନ୍ତି ଅଭିରାମ ହଁତାଲ। ଅବସରପ୍ରାପ୍ତ ପ୍ରଶାସକ ତିଲକ ହେମନ୍ଦୁ, ମକୁନ୍ଦ ନାୟକ, ଉପେନ୍ଦ୍ର ହଁତାଲା, ପର୍ଶୁରାମ ପାଙ୍ଗି, ଦାଶରଥୀ ଖାଲ ମଧ୍ୟ ସାମିଲ ହୋଇଛନ୍ତି। ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଓ ସଂଗଠନ ସମ୍ପାଦକଙ୍କ ପକ୍ଷରୁ ଦଳକୁ ସ୍ୱାଗତ କରିଛନ୍ତି ସାଂସଦ ସସ୍ମିତ ପାତ୍ର। ଅନ୍ୟମାନଙ୍କ ମଧ୍ୟରେ ପୋଟାଙ୍ଗୀ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ ପାଙ୍ଗି, କୋରାପୁଟ ଜିଲ୍ଲା ବିଜେଡି ସଭାପତି ଈଶ୍ୱର ପାଣିଗ୍ରାହୀ ଉପସ୍ଥିତ ଥିଲେ।

ଈଶ୍ୱର ପାଣିଗ୍ରାହୀ କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶ ଓ ବିକାଶ କାର୍ଯ୍ୟକ୍ରମ ଯୋଗୁଁ ସମସ୍ତେ ମିଶିଛନ୍ତି। ପ୍ରଫୁଲ୍ଲ ପାଙ୍ଗି କହିଥିଲେ, ଏହା ଖୁସି ଖବର । ମୁଖ୍ୟମନ୍ତ୍ରୀଙ୍କ ଉପରେ ବିଶ୍ୱାସ ରଖି ସମସ୍ତେ ବିଜେଡିରେ ସାମିଲ ହୋଇଛନ୍ତି। ୨୦୦ ରୁ ଅଧିକ କର୍ମୀ ମିସିଛନ୍ତି। ୨୦୨୪ ନିର୍ବାଚନରେ ପୋଟାଙ୍ଗୀରେ ବିଜେଡି ସୁଦୃଢ ହେବ।

ରାମ ଚନ୍ଦ୍ର ପାଙ୍ଗି କହିଥିଲେ, ପ୍ରଫୁଲ୍ଲ ପାଙ୍ଗି ମୋ ପୁତୁରା । ମୁଁ ୨୦୧୭-୧୯ ଯାଏଁ ବିଜେପିର ସଂଗଠନ କଲି। ବିଜେପି ସଂଗଠନ ନଥିଲା। ନିଜେ ଖର୍ଚ୍ଚ କରି ସଂଗଠନ କଲି। ମତେ କାଟିକି ନୂଆ ପ୍ରାର୍ଥୀ ଦେଲା ବିଜେପି। ଯାହା ଦୁଃଖ ଲାଗିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ଧାରା ଓ ନିର୍ମଳ ଭାବମୂର୍ତ୍ତି ସହ ପ୍ରଫୁଲ୍ଲ ପାଙ୍ଗିଙ୍କ ପରାମର୍ଶରେ ବିଜେଡିରେ ସାମିଲ ହୋଇଥିବା ସେ କହିଛନ୍ତି। ଆମେ ବିଜେଡିରେ ମିଶି କାମ କରିବୁ ବୋଲି କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର