ଆଜି ଶପଥ ନେଲେ ଓଡ଼ିଶାର ୩ ରାଜ୍ୟସଭା ସାଂସଦ
ଭୁବନେଶ୍ବର: ଓଡ଼ିଶାର ୩ ଜଣ ରାଜ୍ୟସଭା ସାଂସଦ ଆଜି ଶପଥ ନେଇଛନ୍ତି । ବିଜେଡିର ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ଆଜି ରାଜ୍ୟସଭାରେ ବିଧିବଦ୍ଧ ଭାବେ ସଭ୍ୟ ରୂପେ ଶପଥ ନେଇଛନ୍ତି। ସେହିପରି ବିଜେପିର ଅଶ୍ବିନୀ ବୈଷ୍ଣବ ମଧ୍ୟ ଶପଥ ନେଇଥିଲେ। ରାଜ୍ୟସଭା ଚେୟାରମ୍ୟାନ୍ ତଥା ଉପରାଷ୍ଟ୍ରପତି ତାଙ୍କୁ ଶପଥ ପାଠ କରାଇଛନ୍ତି । ବିଜେପି ସାଂସଦ ଅଶ୍ବିନୀ ବୈଷ୍ଣବ,ବିଜେଡି ସାଂସଦ ଶୁଭାଶିଷ ଖୁଣ୍ଟିଆ ଓଡ଼ିଆରେ ଶପଥ ଗ୍ରହଣ କରିଥିଲେ । #WATCH | Rajya […]
ଭୁବନେଶ୍ବର: ଓଡ଼ିଶାର ୩ ଜଣ ରାଜ୍ୟସଭା ସାଂସଦ ଆଜି ଶପଥ ନେଇଛନ୍ତି । ବିଜେଡିର ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ଆଜି ରାଜ୍ୟସଭାରେ ବିଧିବଦ୍ଧ ଭାବେ ସଭ୍ୟ ରୂପେ ଶପଥ ନେଇଛନ୍ତି। ସେହିପରି ବିଜେପିର ଅଶ୍ବିନୀ ବୈଷ୍ଣବ ମଧ୍ୟ ଶପଥ ନେଇଥିଲେ। ରାଜ୍ୟସଭା ଚେୟାରମ୍ୟାନ୍ ତଥା ଉପରାଷ୍ଟ୍ରପତି ତାଙ୍କୁ ଶପଥ ପାଠ କରାଇଛନ୍ତି । ବିଜେପି ସାଂସଦ ଅଶ୍ବିନୀ ବୈଷ୍ଣବ,ବିଜେଡି ସାଂସଦ ଶୁଭାଶିଷ ଖୁଣ୍ଟିଆ ଓଡ଼ିଆରେ ଶପଥ ଗ୍ରହଣ କରିଥିଲେ ।
#WATCH | Rajya Sabha Chairman #JagdeepDhankhar administers Oath/ Affirmation to the newly- elected member Debashish Samantaray in the Parliament House.#RajyaSabha @VPIndia @debashish_mla @harivansh1956 pic.twitter.com/xc6okdHjK0
— SansadTV (@sansad_tv) April 4, 2024
#WATCH | Rajya Sabha Chairman #JagdeepDhankhar administers Oath/ Affirmation to the newly- elected member Subhashish Khuntia in the Parliament House#RajyaSabha @VPIndia @harivansh1956 pic.twitter.com/gjy9QnlMSR
— SansadTV (@sansad_tv) April 4, 2024
#WATCH | Rajya Sabha Chairman #JagdeepDhankhar administers Oath/ Affirmation to the re- elected member Ashwini Vaishnaw in the Parliament House#RajyaSabha @VPIndia @AshwiniVaishnaw @harivansh1956 pic.twitter.com/0y4VQcl07h
— SansadTV (@sansad_tv) April 4, 2024
ଚଳିତ ରାଜ୍ୟସଭା ନିର୍ବାଚନ ୨୦୨୪ରେ ଓଡ଼ିଶାରେ ତିନି ଜଣ ପ୍ରାର୍ଥୀ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇଛନ୍ତି । ୨୦୨୪ ଏପ୍ରିଲରେ ଅବସର ଗ୍ରହଣ କରିଥିବା ସଦସ୍ୟଙ୍କ ଆସନ ପୂରଣ ପାଇଁ ଓଡ଼ିଶାରେ ରାଜ୍ୟସଭା ନିର୍ବାଚନ ଫେବ୍ରୁଆରୀ ୨୭ତାରିଖରେ ହବାର ଥିଲା, ଯାହା ଏବେ ପୂରଣ ହୋଇଛି । ସମସ୍ତ ନିର୍ବାଚିତ ପ୍ରାର୍ଥୀଙ୍କୁ ଆଜି ରିଟର୍ଣ୍ଣିଂ ଅଫିସରଙ୍କ ଦ୍ୱାରା ସାର୍ଟିଫିକେଟ୍ ଦିଆଯାଇଥିଲା ।