କାଳବୈଶାଖୀ ଆଣିଲା ତାତିରୁ ତ୍ରାହି; ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଆଶଙ୍କା

The Sakala Picture
Published On

ଭୁବନେଶ୍ୱର: ସାରା ରାଜ୍ୟରେ ତାପମାତ୍ରା ତଳମୁହାଁ ହୋଇଛି। କାଳବୈଶାଖୀ ବର୍ଷା ପବନ ଯୋଗୁଁ ତାପମାତ୍ରା ତଳକୁ ଖସିବା ସହ ସାରା ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ସୋମବାର ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ ଗତକାଲି ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ୧୭ ସହରରେ ଦିନର ତାପମାତ୍ରା ୩୩ ଡିଗ୍ରୀ କିମ୍ବା ଏହାଠାରୁ ତଳେ ରହିଛି। ତାପମାତ୍ରା କମିବା ଯୋଗୁଁ ରାଜ୍ୟବାସୀ ଆଶ୍ୱସ୍ତ ଅନୁଭବ କରିଛନ୍ତି। ଅନ୍ୟପଟେ […]

ଭୁବନେଶ୍ୱର: ସାରା ରାଜ୍ୟରେ ତାପମାତ୍ରା ତଳମୁହାଁ ହୋଇଛି। କାଳବୈଶାଖୀ ବର୍ଷା ପବନ ଯୋଗୁଁ ତାପମାତ୍ରା ତଳକୁ ଖସିବା ସହ ସାରା ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ସୋମବାର ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ ଗତକାଲି ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ୧୭ ସହରରେ ଦିନର ତାପମାତ୍ରା ୩୩ ଡିଗ୍ରୀ କିମ୍ବା ଏହାଠାରୁ ତଳେ ରହିଛି। ତାପମାତ୍ରା କମିବା ଯୋଗୁଁ ରାଜ୍ୟବାସୀ ଆଶ୍ୱସ୍ତ ଅନୁଭବ କରିଛନ୍ତି।

ଆହୁରି ପଢ଼ନ୍ତୁ: ବଦଳିଲା ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାଁ, ହେଲା 'ଆଞ୍ଚଳିକ ବିଦ୍ୟାଳୟ ଶିକ୍ଷା ନିର୍ଦ୍ଦେଶାଳୟ'

ଅନ୍ୟପଟେ ଆହୁରି ୨-୩ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଆଶଙ୍କା ରହିଥିବା ବେଳେ ମଙ୍ଗଳବାର ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ଅନ୍ୟପଟେ ମଙ୍ଗଳବାରଠାରୁ ରାଜ୍ୟରେ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି। ତେଣୁ ବର୍ତ୍ତମାନ ତୁଳନାରେ ସାମାନ୍ୟ ଗରମ ବଢ଼଼ିବ ବୋଲି ଆଶଙ୍କା ରହିଛି।

ଆହୁରି ପଢ଼ନ୍ତୁ: ଉପର ମୁଣ୍ଡରେ ପ୍ରବଳ ବର୍ଷା; ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍, ମୋଟ୍ ୧୬ ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

09 Apr 2024 By The Sakala

କାଳବୈଶାଖୀ ଆଣିଲା ତାତିରୁ ତ୍ରାହି; ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ସାରା ରାଜ୍ୟରେ ତାପମାତ୍ରା ତଳମୁହାଁ ହୋଇଛି। କାଳବୈଶାଖୀ ବର୍ଷା ପବନ ଯୋଗୁଁ ତାପମାତ୍ରା ତଳକୁ ଖସିବା ସହ ସାରା ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ସୋମବାର ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ ଗତକାଲି ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ୧୭ ସହରରେ ଦିନର ତାପମାତ୍ରା ୩୩ ଡିଗ୍ରୀ କିମ୍ବା ଏହାଠାରୁ ତଳେ ରହିଛି। ତାପମାତ୍ରା କମିବା ଯୋଗୁଁ ରାଜ୍ୟବାସୀ ଆଶ୍ୱସ୍ତ ଅନୁଭବ କରିଛନ୍ତି।

ଅନ୍ୟପଟେ ଆହୁରି ୨-୩ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଆଶଙ୍କା ରହିଥିବା ବେଳେ ମଙ୍ଗଳବାର ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ଅନ୍ୟପଟେ ମଙ୍ଗଳବାରଠାରୁ ରାଜ୍ୟରେ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି। ତେଣୁ ବର୍ତ୍ତମାନ ତୁଳନାରେ ସାମାନ୍ୟ ଗରମ ବଢ଼଼ିବ ବୋଲି ଆଶଙ୍କା ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର