ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ବାଲୁକା କଳାରେ ହିନ୍ଦୁ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

The Sakala Picture
Published On

ପୁରୀ: ଆଜି ହିନ୍ଦୁ ନବ ବର୍ଷ ତଥା ରାଷ୍ଟ୍ରୀୟ ନବ ବର୍ଷ। ଏହି ଅବସରରେ ପୁରୀ ବେଳାଭୂମିରେ ବାଲୁକା ଚିତ୍ର କଳା ମାଧ୍ୟମରେ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟ । ପୁରୀ ନିଳାଦ୍ରୀ ବେଳାଭୂମିରେ ବାଲୁକା ଚିତ୍ର କଳାରେ ପ୍ରଭୁ ଶ୍ରୀରାମଙ୍କ ବାଲୁକା କଳାକୃତି ପ୍ରସ୍ତୁତ କରିଛନ୍ତି ଆନ୍ତର୍ଜାତିକ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ବାଲୁକା ଚିତ୍ର କଳାରେ ପ୍ରଭୁ ଶ୍ରୀରାମଙ୍କ ପ୍ରତିକୃତି ପ୍ରସ୍ତୁତ କରିବା ସହ ପଦ୍ମ ଓ […]

ପୁରୀ: ଆଜି ହିନ୍ଦୁ ନବ ବର୍ଷ ତଥା ରାଷ୍ଟ୍ରୀୟ ନବ ବର୍ଷ। ଏହି ଅବସରରେ ପୁରୀ ବେଳାଭୂମିରେ ବାଲୁକା ଚିତ୍ର କଳା ମାଧ୍ୟମରେ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟ । ପୁରୀ ନିଳାଦ୍ରୀ ବେଳାଭୂମିରେ ବାଲୁକା ଚିତ୍ର କଳାରେ ପ୍ରଭୁ ଶ୍ରୀରାମଙ୍କ ବାଲୁକା କଳାକୃତି ପ୍ରସ୍ତୁତ କରିଛନ୍ତି ଆନ୍ତର୍ଜାତିକ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ବାଲୁକା ଚିତ୍ର କଳାରେ ପ୍ରଭୁ ଶ୍ରୀରାମଙ୍କ ପ୍ରତିକୃତି ପ୍ରସ୍ତୁତ କରିବା ସହ ପଦ୍ମ ଓ ବିଭିନ୍ନ ରଙ୍ଗ ବେରଙ୍ ର ଗେଣ୍ଡୁ ଫୁଲରେ ଅତି ଆକର୍ଷଣୀୟ ଭାବେ ସୁସଜ୍ଜିତ କରାଯାଇଛିବେଳାଭୂମିରେ ସୁଦର୍ଶନ ପଟ୍ଟନାୟକଙ୍କ ଏହି ସୁନ୍ଦର ବାଲୁକା କଳା ଦେଖିବା ଲାଗି ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ପ୍ରତିବର୍ଷ ଚୈତ୍ରଶୁକ୍ଳ ପ୍ରତିପଦାରେ ହିନ୍ଦୁ ନବ ବର୍ଷ ତଥା ରାଷ୍ଟ୍ରୀୟ ନବ ବର୍ଷକୁ ପାଳନ କରାଯାଇଥାଏ ।

ଆହୁରି ପଢ଼ନ୍ତୁ: ଯୁବତୀଙ୍କୁ ହଷ୍ଟେଲରୁ ନେଇ ହୋଟେଲରେ ଦୁଷ୍କର୍ମ ଅଭଯୋଗ

09 Apr 2024 By The Sakala

ବାଲୁକା କଳାରେ ହିନ୍ଦୁ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ହିନ୍ଦୁ ନବ ବର୍ଷ ତଥା ରାଷ୍ଟ୍ରୀୟ ନବ ବର୍ଷ। ଏହି ଅବସରରେ ପୁରୀ ବେଳାଭୂମିରେ ବାଲୁକା ଚିତ୍ର କଳା ମାଧ୍ୟମରେ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟ । ପୁରୀ ନିଳାଦ୍ରୀ ବେଳାଭୂମିରେ ବାଲୁକା ଚିତ୍ର କଳାରେ ପ୍ରଭୁ ଶ୍ରୀରାମଙ୍କ ବାଲୁକା କଳାକୃତି ପ୍ରସ୍ତୁତ କରିଛନ୍ତି ଆନ୍ତର୍ଜାତିକ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ବାଲୁକା ଚିତ୍ର କଳାରେ ପ୍ରଭୁ ଶ୍ରୀରାମଙ୍କ ପ୍ରତିକୃତି ପ୍ରସ୍ତୁତ କରିବା ସହ ପଦ୍ମ ଓ ବିଭିନ୍ନ ରଙ୍ଗ ବେରଙ୍ ର ଗେଣ୍ଡୁ ଫୁଲରେ ଅତି ଆକର୍ଷଣୀୟ ଭାବେ ସୁସଜ୍ଜିତ କରାଯାଇଛିବେଳାଭୂମିରେ ସୁଦର୍ଶନ ପଟ୍ଟନାୟକଙ୍କ ଏହି ସୁନ୍ଦର ବାଲୁକା କଳା ଦେଖିବା ଲାଗି ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ପ୍ରତିବର୍ଷ ଚୈତ୍ରଶୁକ୍ଳ ପ୍ରତିପଦାରେ ହିନ୍ଦୁ ନବ ବର୍ଷ ତଥା ରାଷ୍ଟ୍ରୀୟ ନବ ବର୍ଷକୁ ପାଳନ କରାଯାଇଥାଏ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର