ବଜ୍ରପାତରେ ଦୁଇ ଚାଷୀଙ୍କ ମୃତ୍ୟୁ

The Sakala Picture
Published On

ପାଟଣା/କେନ୍ଦୁଝର : ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରି ପଞ୍ଚାୟତ ଡଳଙ୍ଗ ଗ୍ରାମରେ ସୋମବାର ବଜ୍ରପାତ ଘଟି ୨ ଚାଷୀଙ୍କ ମୃତ୍ୟୁ ଘଟିଛି। ସେମାନେ ବିଲରେ ତଳି ପକାଇ ଘରକୁ ଫେରୁଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ମୃତକଦ୍ୱୟ ହେଲେ ଉକ୍ତ ଗ୍ରାମର ଈଶ୍ୱର ଚନ୍ଦ୍ର ବାରିକ ଓ ଚନ୍ଦ୍ରଶେଖର ମହାନ୍ତ। ଏହା ଜାଣି ପରିବାର ଲୋକେ ତୁରୁମୁଙ୍ଗା ପୋଲିସକୁ ଜଣାଇଥିଲେ। ପୋଲିସ ଉଭୟଙ୍କ ମୃତଦେହ ଜବତ କରି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। […]

ପାଟଣା/କେନ୍ଦୁଝର : ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରି ପଞ୍ଚାୟତ ଡଳଙ୍ଗ ଗ୍ରାମରେ ସୋମବାର ବଜ୍ରପାତ ଘଟି ୨ ଚାଷୀଙ୍କ ମୃତ୍ୟୁ ଘଟିଛି। ସେମାନେ ବିଲରେ ତଳି ପକାଇ ଘରକୁ ଫେରୁଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ମୃତକଦ୍ୱୟ ହେଲେ ଉକ୍ତ ଗ୍ରାମର ଈଶ୍ୱର ଚନ୍ଦ୍ର ବାରିକ ଓ ଚନ୍ଦ୍ରଶେଖର ମହାନ୍ତ। ଏହା ଜାଣି ପରିବାର ଲୋକେ ତୁରୁମୁଙ୍ଗା ପୋଲିସକୁ ଜଣାଇଥିଲେ। ପୋଲିସ ଉଭୟଙ୍କ ମୃତଦେହ ଜବତ କରି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ତୁରୁମୁଙ୍ଗା ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୧୭/୨୧) ରୁଜୁ ହୋଇଛି।

ଆହୁରି ପଢ଼ନ୍ତୁ: ଆଜିଠୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ, ଅପେକ୍ଷାରେ ନନ୍ଦା ଓ ଭଦ୍ରା

21 Jun 2021 By The Sakala

ବଜ୍ରପାତରେ ଦୁଇ ଚାଷୀଙ୍କ ମୃତ୍ୟୁ

ପାଟଣା/କେନ୍ଦୁଝର : ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରି ପଞ୍ଚାୟତ ଡଳଙ୍ଗ ଗ୍ରାମରେ ସୋମବାର ବଜ୍ରପାତ ଘଟି ୨ ଚାଷୀଙ୍କ ମୃତ୍ୟୁ ଘଟିଛି। ସେମାନେ ବିଲରେ ତଳି ପକାଇ ଘରକୁ ଫେରୁଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ମୃତକଦ୍ୱୟ ହେଲେ ଉକ୍ତ ଗ୍ରାମର ଈଶ୍ୱର ଚନ୍ଦ୍ର ବାରିକ ଓ ଚନ୍ଦ୍ରଶେଖର ମହାନ୍ତ। ଏହା ଜାଣି ପରିବାର ଲୋକେ ତୁରୁମୁଙ୍ଗା ପୋଲିସକୁ ଜଣାଇଥିଲେ। ପୋଲିସ ଉଭୟଙ୍କ ମୃତଦେହ ଜବତ କରି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ତୁରୁମୁଙ୍ଗା ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୧୭/୨୧) ରୁଜୁ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର