ମହାବିଷୁବ ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି

The Sakala Picture
Published On

ଭୁବନେଶ୍ୱର: ଆଜି ମହାବିଷୁବ ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ । ନୂଆ ଓଡିଆ ପାଞ୍ଜିର ଆଜି ଶୁଭାରମ୍ଭ ହୋଇଛି । ଆଜି ମଧ୍ୟ ରାଜ୍ୟରେ ପାଳନ ହେଉଛି ହନୁମାନ ଜୟନ୍ତୀ। ଗଞ୍ଜାମ ଓ ଅନ୍ୟ କିଛି ଜିଲ୍ଲାରେ ଆଜି ପାରମ୍ପରିକ ଦଣ୍ଡ ନାଚର ଉଦଯାପନୀ ଭାବେ ମେରୁ ସଂକ୍ରାନ୍ତି ପାଳନ କରାଯାଉଛି । ପଣା ସଂକ୍ରାନ୍ତି, ହନୁମାନ ଜୟନ୍ତୀ ଓ ଓଡ଼ିଆ ନୂଆବର୍ଷ ପାଇଁ ସାରା ରାଜ୍ୟରେ ଆନନ୍ଦ ଓ ଉଲ୍ଲାସ ଲାଗି ରହିଛି । […]

ଭୁବନେଶ୍ୱର: ଆଜି ମହାବିଷୁବ ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ । ନୂଆ ଓଡିଆ ପାଞ୍ଜିର ଆଜି ଶୁଭାରମ୍ଭ ହୋଇଛି । ଆଜି ମଧ୍ୟ ରାଜ୍ୟରେ ପାଳନ ହେଉଛି ହନୁମାନ ଜୟନ୍ତୀ। ଗଞ୍ଜାମ ଓ ଅନ୍ୟ କିଛି ଜିଲ୍ଲାରେ ଆଜି ପାରମ୍ପରିକ ଦଣ୍ଡ ନାଚର ଉଦଯାପନୀ ଭାବେ ମେରୁ ସଂକ୍ରାନ୍ତି ପାଳନ କରାଯାଉଛି । ପଣା ସଂକ୍ରାନ୍ତି, ହନୁମାନ ଜୟନ୍ତୀ ଓ ଓଡ଼ିଆ ନୂଆବର୍ଷ ପାଇଁ ସାରା ରାଜ୍ୟରେ ଆନନ୍ଦ ଓ ଉଲ୍ଲାସ ଲାଗି ରହିଛି । ସକାଳୁ ସକାଳୁ ଦେବାଳୟରେ ଭିଡ ଲାଗିଛି ।

ଆହୁରି ପଢ଼ନ୍ତୁ: ଆର୍ଥିକ ଅନଟନରେ ଶିକ୍ଷାର ଆଲୁଅ ଖୋଜୁଛନ୍ତି ମାନସ; +୩ ଆଡମିସନ୍‌ ପାଇଁ ପରଘରେ ମୂଲ ଲାଗୁଛନ୍ତି

ପଣାସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଶ୍ରୀକ୍ଷେତ୍ରରେ ବିଭିନ୍ନ ଜାଗା ଆଖଡ଼ା ମାନଙ୍କରେ ପୂଜା ପାଠ କରାଯିବାର ଵିଧି ରହିଛି l ଜାଗା ଅଖାଡାରେ ନୂଆ କୌପନି ପରିଧାନ କରି ମହାବୀରଙ୍କ ପୂଜା କରିବା ସହ କୁସ୍ତି ଓ ମଲ୍ଲ ଯୋଦ୍ଧା ଅଭ୍ୟାସ କରିଥାନ୍ତି । ସେହିପରି ଶ୍ରୀମନ୍ଦିରରୁ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମହାବୀର ମନ୍ଦିରକୁ ଆଜ୍ଞାମାଳ ବିଜେର ପରମ୍ପରା ରହିଥିବାବେଳେ ନୂତନ ଓଡ଼ିଆ କ୍ୟାଲେଣ୍ଡର ସହିତ ନୂତନ ପାଞ୍ଜି ପ୍ରଚଳନ ଆରମ୍ଭ ମଧ୍ୟ ହୋଇଥାଏ ।

ଆହୁରି ପଢ଼ନ୍ତୁ: ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଜିଲ୍ଲା ଦାୟିତ୍ୱ ପ୍ରସଙ୍ଗ: ବିଜେଡି କହିଲା, 'ପୋଲିସ ଡିଜି ମାନିଲେ, ରାଜ୍ୟରେ ଆଇନଶୃଙ୍ଖଳା ଠିକ୍ ନାହିଁ'

14 Apr 2024 By The Sakala

ମହାବିଷୁବ ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି

ଭୁବନେଶ୍ୱର: ଆଜି ମହାବିଷୁବ ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ । ନୂଆ ଓଡିଆ ପାଞ୍ଜିର ଆଜି ଶୁଭାରମ୍ଭ ହୋଇଛି । ଆଜି ମଧ୍ୟ ରାଜ୍ୟରେ ପାଳନ ହେଉଛି ହନୁମାନ ଜୟନ୍ତୀ। ଗଞ୍ଜାମ ଓ ଅନ୍ୟ କିଛି ଜିଲ୍ଲାରେ ଆଜି ପାରମ୍ପରିକ ଦଣ୍ଡ ନାଚର ଉଦଯାପନୀ ଭାବେ ମେରୁ ସଂକ୍ରାନ୍ତି ପାଳନ କରାଯାଉଛି । ପଣା ସଂକ୍ରାନ୍ତି, ହନୁମାନ ଜୟନ୍ତୀ ଓ ଓଡ଼ିଆ ନୂଆବର୍ଷ ପାଇଁ ସାରା ରାଜ୍ୟରେ ଆନନ୍ଦ ଓ ଉଲ୍ଲାସ ଲାଗି ରହିଛି । ସକାଳୁ ସକାଳୁ ଦେବାଳୟରେ ଭିଡ ଲାଗିଛି ।

ପଣାସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଶ୍ରୀକ୍ଷେତ୍ରରେ ବିଭିନ୍ନ ଜାଗା ଆଖଡ଼ା ମାନଙ୍କରେ ପୂଜା ପାଠ କରାଯିବାର ଵିଧି ରହିଛି l ଜାଗା ଅଖାଡାରେ ନୂଆ କୌପନି ପରିଧାନ କରି ମହାବୀରଙ୍କ ପୂଜା କରିବା ସହ କୁସ୍ତି ଓ ମଲ୍ଲ ଯୋଦ୍ଧା ଅଭ୍ୟାସ କରିଥାନ୍ତି । ସେହିପରି ଶ୍ରୀମନ୍ଦିରରୁ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମହାବୀର ମନ୍ଦିରକୁ ଆଜ୍ଞାମାଳ ବିଜେର ପରମ୍ପରା ରହିଥିବାବେଳେ ନୂତନ ଓଡ଼ିଆ କ୍ୟାଲେଣ୍ଡର ସହିତ ନୂତନ ପାଞ୍ଜି ପ୍ରଚଳନ ଆରମ୍ଭ ମଧ୍ୟ ହୋଇଥାଏ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର